-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ –ମ୍ୟାଲେରିଆ ନିରାକରଣ ସକାଶେ ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ଵାରୋପ  

25-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ) ଆଜି ପୂର୍ବାହ୍ନ ରେ ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ଠାରେ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ ଙ୍କ ଅଧ୍ୟକ୍ଷତା କରି ମ୍ୟାଲେରିଆ ଭଳି ରୋଗକୁ  କେମିତି ଅତି ଶୀଘ୍ର ଚିହ୍ନଟ କରିବା ଏବଂ ଏହାର ପ୍ରତିକାର ନିମନ୍ତେ ଅଭିନବ ପନ୍ଥା ଗ୍ରହଣ କରି ଏହାର ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ । ତୃଣମୂଳ ସ୍ତରରେ ଜନସଚେତନତା ସୃଷ୍ଟି କରି ଏହାର ନିରାକରଣ ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ଦୀର୍ଘ ସ୍ଥାୟୀ କୀଟନାଶକ ମଶାରୀ ବଣ୍ଟନ ଓ ଏହାର ଉପଯୁକ୍ତ ବ୍ୟବହାର ଦ୍ଵାରା ମ୍ୟାଲେରିଆ ରୋଗ କୁ ହ୍ରାସ କରାଯାଇପାରିଛି ବୋଲି ସେ ପ୍ରକାଶ କରିଥିଲେ । ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦିବ୍ୟ କିଶୋର ପତି ଏହି ଦିବସ ପାଳନ ର ତତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ମ୍ୟାଲେରିଆ ନିରାକରଣ ଦିଗରେ ଗ୍ରହଣ କରାଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଯକ୍ଷ୍ମା) ଡ଼ ସିଦ୍ଧେଶ୍ଵର ମାଝୀ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ )ଡ଼ ସୁଧା ବାର୍ଲା , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ରୋଗ ନିୟନ୍ତ୍ରଣ ) ଡ଼ ନମୀତା ମିଶ୍ର ,ଡ଼ ତୁଷାରକାନ୍ତ ଠାକୁର ପ୍ରମୁଖ ଉପସ୍ଥିତ ଥିଲେ । ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା ପ୍ରୋଗ୍ରାମ ମେନେଜର ମୃତୁଞ୍ଜୟ ମୁଣ୍ଡ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଋତାଞ୍ଜଳି ମିଶ୍ର ସ୍ଵାଗତ ବକ୍ତ୍ୟବ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ଭେକ୍ଟର ବାହିତ ରୋଗ ପରାମର୍ଶଦାତା ସୁରେଶ ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ଜନସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ,ଆଶା କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like