-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||     

HOME   ଜିଲ୍ଲା

କଳା ଶିକ୍ଷକ ନିଯୁକ୍ତି ସ୍ଥାନୀୟ ନିଯୁକ୍ତି ଦାବି କଲା ବଲାଙ୍ଗିର ୟୁଥ୍ ଏକ୍ସନ କମିଟି

25-Apr-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ତା.୨୫.୦୪ - ଆଜି ବଲାଙ୍ଗିର ୟୁଥ୍ ଏକ୍ସନ କମିଟିର ସଭାପତି ବିନୋଦ କାଲସାଏଙ୍କ ସଭାପତିତ୍ୱରେ ଏକ ପ୍ରତିନିଧି ମଣ୍ଡଳି ବଲାଙ୍ଗିର ରେ କଳା ଶିକ୍ଷକ ନିଯୁକ୍ତି କୁ ସ୍ଥାନୀୟ ଆବେଦନକାରୀଙ୍କୁ ଆଗ୍ରାଧିକାର ଦେଇ ନିଯୁକ୍ତି ଦେବା ପାଇଁ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ବଲାଙ୍ଗିର ଜିଲ୍ଲାରେ ଅନେକ ଦିନରୁ କଳା ଶିକ୍ଷକ ପଦବୀ ଖାଲି ପଡିଛି । ଅନ୍ୟ ସବୁ ଜିଲ୍ଲାମାନଙ୍କରେ ନିଯୁକ୍ତି ହୋଇସାରିଥିବା ବେଳେ ବଲାଙ୍ଗିର ଜିଲ୍ଲାରେ ଏ ପର୍ଯ୍ୟନ୍ତ ନିଯୁକ୍ତି ହୋଇନାହିଁ । ଗତ ୨୦୧୯ ମସିହାରେ ଜିଲ୍ଲା ପ୍ରଜେକ୍ଟ କାର୍ଯ୍ୟାଳୟ ବଲାଙ୍ଗିର ତରଫରୁ ପତ୍ର ସଂଖ୍ୟା ୩୮୨୬ ତା.୨୭.୧୨.୨୦୧୯ ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯେଉଁଥିରେ କଳା ଶିକ୍ଷକ ୧୬୯ ପଦବୀ ଓ ଖେଳ ଶିକ୍ଷକ ୨୧ ପଦବି ଥିଲା । ତାହା ସେହି ସମୟରେ ନିଯୁକ୍ତି ହୋଇନଥିଲା । ପରବର୍ତ୍ତି ସମୟରେ ୨୦୨୨ ରେ ପତ୍ର ସଂଖ୍ୟା ୨୦୫୭ ତା.୨୫.୦୮.୨୦୨୨ ରେ କଳା ଶିକ୍ଷକ ୧୨୬ ପଦବି ବାହାରିଥିଲା । ଅନେକ ସମୟରେ ଆଶାୟୀ ପ୍ରାର୍ଥୀଙ୍କ ଅଭିଯୋଗ ହୋଇ ଆସୁଛି ଯେ ନିଯୁକ୍ତିରେ କାହିଁକି ବିଳମ୍ବ ଘଟୁଛି । କେଉଁ କାରଣରୁ ଘଟୁଛି । ଜିଲ୍ଲା ପ୍ରଶାସନ ଜାଣିଶୁଣି ବିଳମ୍ବ କରୁଛି ଏବଂ ଜିଲ୍ଲା ବାହାରର ପ୍ରାର୍ଥୀମାନଙ୍କୁ ଅଗ୍ରାଧିକାର ଦେବାର ମସୁଧା କରୁଛି ଏବଂ ଗୋଟିଏ ପରେ ଗୋଟିଏ ବିଜ୍ଞପ୍ତି ବାହାର କରୁଛି ଯେଉଁଥିରେ ସ୍ଥାନୀୟ ଆଶାୟୀ ପ୍ରାର୍ଥୀ ହତାଶ ହେବାରେ ଲାଗିଛନ୍ତି । ଅନେକ ସମୟରେ ନଜର ରହିଛି ଯେ ସ୍ୱଳ୍ପ ବେତନ ଯୋଗୁଁ କଳା ଶିକ୍ଷକ ବାହାର ଜିଲ୍ଲାରୁ ପ୍ରାର୍ଥୀ ଚାକିରି ପାଇବା ସତ୍ତ୍ୱେ କିଛି ଦିନ କାର୍ଯ୍ୟରେ ଯୋଗ ଦେଲା ପରେ ରହିବା, ଖାଇବା ଅନେକ ସମସ୍ୟା ଯୋଗୁଁ ଚାକିରି ଛାଡି ପଳାଉଛନ୍ତି । ସେହି ସ୍ଥାନ ଗୁଡିକ ଖାଲି ହୋଇ ପଡୁଛି ଏବଂ ଯେଉଁମାନେ ରହୁଛନ୍ତି କମ୍ ଦରମା ହେତୁ ଅନେକ ଦୁର୍ନିତି କରିବା ପାଇଁ ବାଧ୍ୟ ହେଉଛନ୍ତି । ତେଣୁ ବଲାଙ୍ଗିର ଜିଲ୍ଲାର କଳା ସାଂସ୍କୃତି ସଂଘ ଓ ବ୍ଲକ ସାଂସ୍କୃତିକ ସଂଘ ମାନଙ୍କରେ ଜଡିତ ହୋଇ ଯେଉଁମାନଙ୍କର ଅଭିଜ୍ଞତା ଅଛି ଏବଂ ସେମାନେ ବଲାଙ୍ଗିର ଜିଲ୍ଲାର ସେମାନଙ୍କୁ ପ୍ରଥମେ ନିଯୁକ୍ତି ଦେବାକୁ ଦାବି କରାଯାଇଛି । ଏହି କାର୍ଯ୍ୟକ୍ରମରେ ୟୁଥ ଏକ୍ସନ କମିଟିର ଉପସଭାପତି ପିଙ୍କୁ ବନଛୋର, ରବି ଖମାରୀ, ଉପଦେଷ୍ଟା ପ୍ରଶାନ୍ତ ନାୟକ, ସଂଯୋଜକ ରିଲୁ ରଥ, ସଂପାଦକ ସୁମେଶ ଡାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026

You Might Also Like