-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ସିଦ୍ଧିକ୍ଷାକୁ ୧୫ରନରେ ହରାଇ ବାଦୀ ବ୍ରଦରସ ବିଜୟୀ

25-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପ୍ରଥମ ରାଉଣ୍ଡର ଶେଷ ମ୍ୟାଚରେ ସିଦ୍ଧିକ୍ଷା ରେବେଲସକୁ ୧୫ରନରେ ହରାଇ ବାଦୀ ବ୍ରଦରସ ବିଜୟୀ ହୋଇଛି । ଟଚ ଜିଣି ବାଦୀ ବ୍ରଦରସ ପ୍ରଥମେ ବ୍ୟାଟିଂ କରି  ୧୦ଓଭରରେ ୭ୱିକେଟ ହରାଇ ୯୪ରନ କରିଥିଲା ତାର ଜବାବରେ ସିଦ୍ଦିକ୍ଷା ୮ୱିକେଟ ହରାଇ ୭୯ରନ କରିବାକୁ ସକ୍ଷମ ହୋଇଥିଲା । ମ୍ୟାଚକୁ ରଞ୍ଜିତ ପଣ୍ଡା ଓ ବାବୁଲାଲ ସାହୁ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ଆଶିଷ ପଣ୍ଡା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ପୁର୍ବତନ କ୍ରିକେଟର ସନ୍ତୋଷ କର ମୁଖ୍ୟଅତିଥି,ପୂର୍ବତନ ଖେଳାଳୀ ଚକ୍ରଧର ପାଣିଗ୍ରାହୀ,କଳାକାର ରାମଚନ୍ଦ୍ର ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନରଅପ ଦଳ ଏବଂ ବାଦୀ ବ୍ରଦରସର ରିଣ୍ଟୁ ମେହେର ୫୦ରନ କରି ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିବାରୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ଟୁର୍ଣ୍ଣାମେଣ୍ଟ ପରିଚାଳନାରେ ପ୍ରତାପ ସାହୁ,ଭୁବନେଶ୍ୱର ପାତ୍ର,ସନୁ ରାଉତ,ପିଣ୍ଟୁ ଦୀପ ସହଯୋଗ କରିଥିଲେ ।ଆଜି ବୁଧବାର ଅପରାହ୍ନରେ ସାଗର-୧୧ ବନାମ କମ୍ରେଡ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବେ ଶଙ୍କରା ସେବା ସମବାୟ ସମିତି ସଭାପତି ଧର୍ମରାଜ ପଣ୍ଡା,ବିଜେଡ଼ି ସଦସ୍ୟ ରବୀନ୍ଦ୍ର ପାତ୍ର,ଯୁବ ଉଦ୍ୟୋଗୀ ଦେବାନନ୍ଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like