-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଦୂରାନ୍ତ ମାରଡା ଗାଁ ର ଗ୍ରାମବାସୀ ଓ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନଙ୍କ ପାଇଁ ଖଜୁରୀ ଗୁଡ ପ୍ରସ୍ତୁତିର ସଚେତନତା ଶିବିର

26-Apr-2023



ହରଭଙ୍ଗା(ଦୁର୍ଯ୍ଯୋଧନ ବିଶି ): ବୈ।ଦ୍ଧ ଜିଲ୍ଲା ଅନ୍ତର୍ଗତ ହରଭଙ୍ଗା ବ୍ଳକରେ "ଓଡ଼ିଶା ରାଜ୍ୟ ତାଳଗୁଡ଼ ସମବାୟ ସଂଘ ଲିମିଟେଡ", ଭୁବନେଶ୍ୱର ଓ ମିଶନ ଶକ୍ତିର ମିଳିତ ପ୍ରୟାସରେ ଦୁର୍ଗମ ଅଞ୍ଚଳ ସ୍ଥିତ ମାରଡା ଗାଁ ରେ ଗ୍ରାମବାସୀ ଓ ମିଶନ ଶକ୍ତି ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ମାନଙ୍କ ପାଇଁ ଖଜୁରୀ ଗୁଡ ପ୍ରସ୍ତୁତି ନିମନ୍ତେ  ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଦୂରାନ୍ତ ଦୂର୍ଗମ ଅଞ୍ଚଳରେ ଗୋଷ୍ଠୀ ଗଢିଥିବା ମା ମାନେ 

କୈ।ଣସି ଜୀବିକା ନିର୍ବାହ ପନ୍ଥା ଅବଲମ୍ବନ କରିପାରିନାହାନ୍ତି। ଜିଲ୍ଲାପାଳ,ବୈ।ଦ୍ଧ ଙ୍କ ପ୍ରଚେଷ୍ଟା ବଳରେ ଜଙ୍ଗଲ ସ୍ଥିତ

୩୦୦-୪୦୦ ଖଜୁରୀ ଗଛର ନିରା ବ୍ୟବହାର କରି କିପରି ଖଜୁରୀ ଗୁଡ ପ୍ରସ୍ତୁତି କରାଯାଇପାରିବ ସେ ଦିଗରେ ମାନଙ୍କୁ ଉତ୍ସାହିତ କରାଯାଇଥିଲା। ଆଗକୁ ତାଲିମ ଦିଆଯିଵାର ବ୍ୟବସ୍ଥା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଆଜିର ଏହି କାର୍ଯ୍ୟକ୍ରମରେ "ଓଡ଼ିଶା ରାଜ୍ୟ ତାଳଗୁଡ଼ ସମବାୟ ସଂଘ ଲିମିଟେଡ", ଭୁବନେଶ୍ୱର ସଭାପତି ପ୍ରଫୁଲ କୁମାର ଜେନା, ଗୋପାଳକୃଷ୍ଣ ପଟ୍ଟନାୟକ,ସ୍ପେସିଆଲ ଅଫିସର, ଅଜିତ କିରଣ ପାଲ୍, ମ୍ୟାନେଜର ଅପରେସନ୍, ମୁରଲୀଧର ସେଠୀ, ସୁପରଭାଇର, ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବଳଭଦ୍ର ନାୟକ, ଆସିଷ୍ଟାଣ୍ଟ ମ୍ୟାନେଜର, ଯୋଗେଶ୍ୱର ବିଶୋଇ ଙ୍କ ସମେତ ମିଶନ ଶକ୍ତି ଓ ଆଇ. ସି. ଡି. ଏସ୍, ହରଭଙ୍ଗା ପଲ୍ଲବୀ ମଙ୍ଗରାଜ ଓ ଆଇ. ସି. ଡି. ଏସ୍, ହରଭଙ୍ଗାର ସୈ।ଦାମିନୀ ପଣ୍ଡା, ବ୍ଳକ ମିଶନ ଶକ୍ତି ସଯୋଜିକା, ଶୁଭଶ୍ରୀ ଶୁଭଶ୍ମିତା ରାଉତ, ସୁପରଭାଇଜର ଆଦି କର୍ମକର୍ତ୍ତା ବୃନ୍ଦ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like