-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ଜିଲ୍ଲା

ମଇ  ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  

26-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ): ମଇ  ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  । ତଦନୁସାରେ ମଇ  ମାସ  ୦୧  ତାରିଖ ସକାଳ ଘ ୮ ॰୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ , ୦୮  ତାରିଖରେ ପାଟଣାଗଡ  ବ୍ଲକ କାର୍ଯ୍ୟ।ଳୟ ଠାରେ , ୧୫  ତାରିଖରେ ପୁଇଁତଲା  ବ୍ଲକ କାର୍ଯ୍ୟ।ଳୟ ଠାରେ ,୨୨  ତାରିଖରେ ସଇଁତଳା  ବ୍ଲକ କାର୍ଯ୍ୟ।ଳୟ ଠାରେ ଓ ୨୯ ତାରିଖରେ ଖପ୍ରାଖୋଲ ବ୍ଲକ କାର୍ଯ୍ୟ।ଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ  । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ   ରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like