-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

କେନ୍ଦ୍ରର ନୂଆ କୃଷିନୀତିକୁ ବିରୋଧ କରି ସମ୍ବଲପୁର ଜ଼ିଲ୍ଲାରେ ଭାରତ ବନ୍ଦ ର ପ୍ରଭାବ : ରାସ୍ତାକୁ ଓଲ୍ହାଇଛନ୍ତି ଶତାଧିକ ଶ୍ରମିକ ସଙ୍ଗଠନର ନେତା ଓ କର୍ମୀ ସହିତ କୃଷକ ସଙ୍ଗଠନ

08-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଆଜି କୃଷକ ସଂଗଠନ ଗୁଡ଼ିକ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଜ଼ିଲ୍ଲା ବିଭିନ୍ନ ସ୍ଥାନରେ ଆଜି ସକାଳୁ ’ଭାରତ ବନ୍ଦ’ର ପ୍ରଭାବ ପଡିଥିବା ଦେଖିବାକୁ ମିଳିଛି। ଜ଼ିଲ୍ଲା ର ବିଭିନ୍ନ ସ୍ଥାନ ଯଥା ଗୋଶାଳା ବାବୁବନ୍ଦ, ତାଲାବ ଛକ ରାସ୍ତା, ବାମରା ତହସିଲଦାର କାର୍ଯ୍ୟାଳୟ ରାସ୍ତା, କୁଚିଣ୍ଡା ଉପ ଜ଼ିଲ୍ଲାପାଳ କାର୍ଯ୍ୟାଳୟ ରାସ୍ତା, ଜମନକିରା ବ୍ଲକ ଛକ ଆଦି ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି l ଏଥିସହିତ ସମ୍ବଲପୁର ସହର ର ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ସ୍ଥାନୀୟ କଚେରୀ ଛକ ରେ ବିକ୍ଷୋଭ ପ୍ରଦର୍ଶନ, ସମ୍ବଲପୁର ନାଗରିକ ସମିତି ପକ୍ଷରୁ ଜିଏମ କଲେଜ ଛକ ରେ ବିକ୍ଷୋଭ ପ୍ରଦର୍ଶନ  ପିକେଟିଂ ସହ ରାସ୍ତାରୋକ ଜାରି ରହିଥିବା ଦେଖିବାକୁ ମିଳିଛି l ସମ୍ବଲପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ କରାଯାଇଛି l ସ୍ଥାନୀୟ ଲଷ୍ମୀଟକିଜ ଛକ ରେ ପୂର୍ବତନ ବିଧାୟକ ତଥା ଜ଼ିଲ୍ଲା ସଭାପତି ଅଶ୍ବିନୀ ଗୁରୁ ଙ୍କ ନେତୃତ୍ୱ ରେ  ରାସ୍ତାକୁ ଓଲ୍ହାଇଛନ୍ତି ଜ଼ିଲ୍ଲା କଂଗ୍ରେସ ନେତା ଓ କର୍ମୀ l
           କୃଷକ ଆନ୍ଦୋଳନକୁ ସମର୍ଥନ କରି ସମ୍ବଲପୁର ନାଗରିକ ସମିତି ପକ୍ଷରୁ ସ୍ଥାନୀୟ ଜିଏମ କଲେଜ ଛକ ରେ ଅନୁଷ୍ଠିତ ବିକ୍ଷୋଭ କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ ସଙ୍ଗଠନ ଏବଂ ରାଜନୈତିକ ଦଳ ର କର୍ମକର୍ତ୍ତା ଭାଗ ନେଇ କେନ୍ଦ୍ର କୃଷି ଆଇନ କୁ ବିରୋଧ କରିଥିଲେ I  ଏଥିରେ ପୂର୍ବତନ ସାଂସଦ ଭବାନୀ ଶଙ୍କର  ହୋତା,  ସୁଧୀର ପଣ୍ଡା, ମହେଶ ସାଇତା, ଏମଡି ଜୁଲ ଫିକର ଅଲ୍ଲୀ ଭୁଟ୍ଟୋ, ଅନିଲ କୁମାର ପାଣ୍ଡେ, ଅର୍ଣ୍ଣବ ବାବୁ, ବିଜୟ ଭୂୟାଁ, ଏମଡି ଜୁବେଦ, ଓକିଲ ଖାନ, ଅଶୋକ ପାଣିଗ୍ରାହୀ ଠାକୁର ବାଗ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like