-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସାପ୍ତାହିକ ବଜାରରେ ବାଲ୍ୟ ବିବାହକୁ ନାଁ ସଚେତନତା କାର୍ଯ୍ୟକ୍ରମ, ଶିକ୍ଷା ବାଲ୍ୟ ବିବାହକୁ ରୋକିପାରିବ : ଶ୍ରୀଭୋଇ (ବି.ଡ଼ି.ଓ)

26-Apr-2023



ବଲାଙ୍ଗିର (ଦେବାଶିଷ ବହିଦାର (: ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ଘୁନା ପଞ୍ଚାୟତର ରାଣୀମାଳ ସାପ୍ତାହିକ ବଜାରରେ ଶିଶୁ ଓ ମହିଳା ବିକାଶ ସୋସାଇଟି ( ସିଡବ୍ଲୁଡିଏସ୍‌ ) ତରଫରୁ ବାଲ୍ୟ ବିବାହ କୁ ନାଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଶିଶୁ ଓ ମହିଳା ବିକାଶ ସୋସାଇଟି ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ପ୍ରଭାକର ଛନ୍ଦ ସଂଯୋଜନା କରିଥିଲେ । ମୁଖ୍ୟ ଅତିଥି ଭାବରେ ଗୁଡ଼ଭେଲା ବି.ଡ଼ି.ଓ. ଗୁରେଶ୍ଵର ଭୋଇ (ଓ.ଏ.ଏସ ) ଓ ସମ୍ମାନିତ ଅତିଥି ଭାବରେ ଘୁନା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଦାଶିବ ମହାନନ୍ଦ ଯୋଗଦେଇଥିଲେ । ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ । ବାଲ୍ୟ ବିବାହ ଅଭିଶାପ । ବାଲ୍ୟ ବିବାହକୁ ନାଁ, ସ୍କୁଲ ଯିବାକୁ ହଁ କହିବା । ଝିଅକୁ ୧୮ ବର୍ଷରୁ କମ୍ ଓ ପୁଅକୁ ୨୧ ବର୍ଷରୁ କମ୍ ବୟସ ହୋଇ, ବିବାହ କଲେ ବାଲ୍ୟ ବିବାହ ଭାବରେ ଗଣନା କରାଯାଏ ।

ବାଲ୍ୟ ବିବାହ କରିବା ଦ୍ୱାରା  ପରବର୍ତ୍ତୀ ସମୟରେ ଉଭୟ ଝିଅ ଓ ପୁଅକୁ ସ୍ୱାସ୍ଥ୍ୟଗତ ତଥା ବିଭିନ୍ନ ସମସ୍ୟାର ସମ୍ଭୁଖୀନ ହୋଇଥାଏ  । ଶିକ୍ଷା ଦ୍ୱାରା ଲୋକ ମାନଙ୍କର ମନୋବୃତ୍ତି ପରିବର୍ତ୍ତନ ଅଣାଯାଇ ବାଲ୍ୟ ବିବାହକୁ ରୋକାଯାଇପାରିବ ବୋଲି  ମୁଖ୍ୟ ଅତିଥି  ଗୁଡ଼ଭେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଭୋଇ ମତଵ୍ୟକ୍ତ ଦେଇଥିଲେ । ସିଡ଼ବ୍ଲୁଡ଼ିଏସର ସଭ୍ୟ ତଥା ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜ ସେବୀ ଶିକ୍ଷକ ରାମନାରାୟଣ ଦାଶ ବଜାରରେ ଉପସ୍ଥିତ ଥିବା ଲୋକମାନଙ୍କୁ ବାଲ୍ୟ ବିବାହକୁ ରୋକିବା ପାଇଁ ଶପଥ ପାଠ କରାଇଥିଲେ ।

କାର୍ଯ୍ୟକ୍ରମରେ ସରକାରୀ ଉଚ୍ଚ ବିଦ୍ୟାଳୟ ଘୁନାର ଶିକ୍ଷକ ତରଣୀ ଭୋଇ, ଲୋକନାଥ ପୁଟା,  ଶିକ୍ଷୟତ୍ରୀ ସ୍ବର୍ଣ୍ଣକାନ୍ତି ମାଝୀ, ଲିକି ପଧାନ,  ଅଙ୍ଗନବାଡିକର୍ମୀ ଚଞ୍ଚଳା ସୁନା, ଆଶାକର୍ମୀ ସନ୍ଧ୍ୟା ରଣା, ସଭ୍ୟ ଚନ୍ଦ୍ରଶେଖର ସେଠ, ବିଘ୍ନ ମେହେର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ସିଡ଼ବ୍ଲୁଡ଼ିଏସ ସଭ୍ୟ ଦୀପକ ସେନ ଧରୁଆ ପରିଚାଳନା କରିଥିଳାବେଳେ ଶିକ୍ଷକ ସାରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like