-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୋଗ ପ୍ରଶିକ୍ଷକ ସମ୍ମିଳନୀ ଓ ବିଶ୍ୱ ଯୋଗ ଦିବସ ପାଳନ ସକାଶେ ପ୍ରସ୍ତୁତି -

26-Apr-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଆଜି ଜାତୀୟ ସ୍ୱାସ୍ଥ୍ୟ ମିଶନ ତରଫରୁ ନିଯୁକ୍ତ ଜିଲ୍ଲାର ଯୋଗ ପ୍ରଶିକ୍ଷକଙ୍କ ଏକ ବୈଠକ ସ୍ଥାନୀୟ ଜିଲ୍ଲା ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷ ରେ ଅନୁଷ୍ଟିତ ହୋଇ ଯାଇଛି । ଜିଲ୍ଲା ଯୋଗ ସଂସ୍ଥାନ ସଭାପତି ମନୋଜ ପଣ୍ଡା ଓ ଜିଲ୍ଲା ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ ସାହୁ ଙ୍କ ସଂଯୋଜନା ରେ ଜିଲ୍ଲା ର ପ୍ରତି ଡାକ୍ତର ଖାନା ରେ ନିଯୁକ୍ତ 29ଜଣ ଯୋଗ ପ୍ରଶିକ୍ଷକ ଏ କାର୍ଯକ୍ରମ ରେ ଭାଗ ନେଇଥିଲେ । ପ୍ରତି ରୋଗୀ କୁ ଔଷଧ ସହିତ ହସ୍ପିଟାଲ ମାନଙ୍କ ରେ ଯୋଗ ପ୍ରଶିକ୍ଷଣ ଦେଈ ପ୍ରତି ରୋଗୀଙ୍କୁ ସ୍ୱାସ୍ଥ୍ୟବାନ କରିବା ସକାଶେ ଯୋଗକୁ ଏକ ଅଭ୍ୟାସ ଭାବେ ପରିଣତ କରିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡ. ବିଶ୍ଵ ରଂଜନ ପତି ସମସ୍ତ ଯୋଗ ପ୍ରଶିକ୍ଷକ ଙ୍କୁ ପରାମର୍ଶ ଦେଇଛନ୍ତି । ସେହିପରି ଏଡିଏମ ଓ  ଏଫ ଡବ୍ଲୁ ଡାକ୍ତର ଦୈତ୍ୟ ନାରାୟନ ପାଢୀ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ମନୋଜ୍ କୁମାର ଅଦାବର, ଏଡିପିଏଚଓ ଡ.  ରମେଶ ଚନ୍ଦ୍ର ସ୍ଵାଇଁ,  ଡ.  ପଦ୍ମ ହଂଶା ଦୋରା, ଡିପିଏମ ଶ୍ରୀ ବିଶ୍ବମ୍ବର ବେହେରା, ଡି ଡି ଏମ ପ୍ରଦୀପ କୁମାର ସାହୁ ପ୍ରମୁଖ ଏ ବୈଠକ ରେ ଯୋଗ ପ୍ରଶିକ୍ଷକ ଙ୍କ ଆଗାମୀ ଦିନର କାର୍ଯ୍ୟ ଶୈଳୀ ଉପରେ ସୁଚନା ଦେଇଥିଲେ । ସେହିପରି ଆଗାମୀ ବିଶ୍ଵ ଯୋଗ ଦିବସ ପାଳନ  ଉପରେ ଏକ ଆଲୋଚନା କରା ଯାଇଥିଲା,ଜିଲ୍ଲା ସ୍ବାସ୍ଥ୍ୟ ସମିତି ତରଫରୁ ପ୍ରତି ଯୋଗ ପ୍ରଶିକ୍ଷକକୁ ଏକ  ପରିଚୟ ପତ୍ର ପ୍ରଦାନ କରା ଯାଇଛି। ସଭା ଶେଷରେ ଜିଲ୍ଲା ର  ଯୋଗ ପ୍ରଶିକ୍ଷକ ଦୀପ୍ତି ରଞ୍ଜନ କର୍ଣ୍ଣ ସମସ୍ତ ଅଧିକାରୀ ଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like