-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ପଶ୍ଚିମ ଓଡିଶା ତାଏକଣ୍ଡୋ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ଚାମ୍ପିଅନ୍

26-Apr-2023



ବୀରମହାରାଜପୁର(ବିନୋଦ ପାଣ୍ଡେ): ପଶ୍ଚିମ ଓଡିଶାର ବରଗଡ ଜିଲ୍ଲା ପକ୍ଷରୁ ଆୟୋଜିତ ଦ୍ୱିତୀୟ ପଶ୍ଚିମ ଓଡିଶାର ତାଏକୋଣ୍ଢୋ ପ୍ରତିଯୋଗିତାରେ ସୁବର୍ଣ୍ଣପୁର ଜିଲ୍ଲା ତାଏ କଣ୍ଡୋ ଆସୋସିଏସନ ଅଂଶଗ୍ରହଣ କରି ଚାମ୍ପିଅନ୍ ଟ୍ରଫି ହାସଲ କରିବାରେ ସଫଳ ହୋଇଛି। ଏହି ପ୍ରତିଯୋଗିତା ରେ ପଶ୍ଚିମ ଓଡିଶାର ଅନେକ ଜିଲ୍ଲାରୁ ବିଭିନ୍ନ ବର୍ଗରୁ ପ୍ରାୟ ତିନିଶହ ରୁ ଉର୍ଦ୍ଧ୍ବ ଖେଳାଳି ଅଂଶ ଗ୍ରହଣ କରିଥିଲେ। ତେବେ ସୁବର୍ଣ୍ଣପୁର ଜିଲ୍ଲା ତାଏକୋଣ୍ଢୋ ଆସୋସିଏସନ ୬୦ ଜଣ ଖେଳାଳି  ତାଏକୋଣ୍ଢୋ ର ଉଭୟ କିରୋଗି ଏବଂ ପୁମସେ ପ୍ରତିଯୋଗିତା ଅଂଶ ଗ୍ରହଣ କରି ୨୬ ଟି ସ୍ବର୍ଣ୍ଣ ପଦକ, ୧୯ ଟି ରୋପ୍ଯ ପଦକ ଏବଂ ୨୭ ଟି କାଂଷ୍ୟ ପଦକ ହାସଲ କରିଥିଲେ। ତେବେ ଏହି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ତାଏକଣ୍ଡୋ ଆସୋସିଏସନ ତାଏକୋଣ୍ଢୋ  କିରୋଗି ପ୍ରତିଯୋଗିତାରେ ଚାମ୍ପିଅନ୍ ହୋଇଥିବା ବେଳେ ପୁମସେ ରେ ରନର୍ସଅପ୍ ଟ୍ରଫି ହାସଲ କରି ଜିଲ୍ଲା ପାଇଁ ଗୋୖରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ଜିଲ୍ଲା ତାଏକୋଣ୍ଢୋ ଆସୋସିଏସନର ସମ୍ପାଦକ ଏହେସାସ୍ ହୋତା, କୋଷାଧ୍ୟକ୍ଷ ଶୁଭମ୍ ପଟ୍ଟନାୟକ, ପ୍ରଶିକ୍ଷକ ମହେନ୍ଦ୍ର ରଣା, ଅନ୍ବେଷ ହୋତା, ଆର୍ଯ୍ଯନ ପୁରୋହିତ, ମନିଷ ମହାନ୍ତି, ବବଲୁ କର୍ଣ୍ଣ ବିଶ୍ବରଞ୍ଜନ ସାହୁ, ହର୍ସିତା ନାୟକ ପ୍ରମୁଖ ସାମିଲ ହୋଇଥିଲେ। ତେବେ ଜିଲ୍ଲା ତାଏକୋଣ୍ଢୋ ଆସୋସିଏସନର ଏହି ସଫଳତା ପାଇଁ ଓଡିଶା ତାଏକୋଣ୍ଢୋ ଆସୋସିଏସନର ସାଧାରଣ ସମ୍ପାଦକ ମନମୋହନ ଭଞ୍ଜ  ସୁବର୍ଣ୍ଣପୁର ଜିଲ୍ଲା ତାଏକଣ୍ଡୋ ଆସୋସିଏସନର ସଭାପତି ରବିନ୍ଦ୍ର ହୋତା, ସହସମ୍ପାଦକ ଶେଷଦେବ ବାରିକ ଦଳକୁ ଶୁଭେଚ୍ଛା ଜଣାଇ ଛନ୍ତି। ସେହିପରି  ବିଭିନ୍ନ ମହଲରୁ ମଧ୍ଯ ଶୁଭେଚ୍ଛା ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like