-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ସାଗର-୧୧କୁ ହରାଇ କମ୍ରେଡ,ବିଜୟୀ(ଆଜି ପିସିସି ବନାମ ଆନ୍ୟା ସ୍ପୋଟିଙ୍ଗ)

26-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ଵିତୀୟ ରାଉଣ୍ଡର ପ୍ରଥମ ମ୍ୟାଚରେ ସାଗର-୧୧କୁ ହରାଇ କମ୍ରେଡ ବିଜୟୀ ହୋଇଛି । ଟଚ ଜିଣି ସାଗର ଦଳ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୮ୱିକେଟ ହରାଇ ୮୦ରନ କରିଥିଲା ତାର ଜବାବରେ କମ୍ରେଡ ୭ୱିକେଟ ହରାଇ ୮୪ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ବିନୋଦ ପାତ୍ର ଓ ଜିତେନ୍ଦ୍ର ମଣ୍ଡଳ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ରବୀନ୍ଦ୍ର ହୋତା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ଶଙ୍କରା ସେବା ସମବାୟ ସମିତି ସଭାପତି ତଥା ବ୍ଲକ ବିଜେଡ଼ି ସଂଗଠକ ଧର୍ମରାଜ ପଣ୍ଡା ମୁଖ୍ୟଅତିଥି,ବିନିକା ବିଜ୍ଞାପିତ ପରିଷଦ ବିଜେଡ଼ି ଯୁବ ସଂଗଠକ ରବୀନ୍ଦ୍ର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନରଅପ ଦଳ ଏବଂ କମ୍ରେଡ ଦଳର ବିଶେଶ୍ୱର ନାଗ ୨ଓଭର ଫିଙ୍ଗି ୩ୱିକେଟ ନେଇ ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିବାରୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ଟୁର୍ଣ୍ଣାମେଣ୍ଟ ପରିଚାଳନାରେ

ସୋମନାଥ,ଭାଗବତିଆ,ସୁଦାମ,ସଂଗ୍ରାମ ସହଯୋଗ କରିଥିଲେ ।ଆଜି ଗୁରୁବାର ଅପରାହ୍ନରେ ପିସିସି ବନାମ ଆନ୍ୟା ସ୍ପୋଟୀଙ୍ଗ ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ନିର୍ବାଚନ ମଣ୍ଡଳୀ ବିଜେପି ଆଶାୟୀ ବିଧାୟକ ପ୍ରାର୍ଥୀ ବଳରାମ ସୁନା, ବିନିକା ନଗର ପୂର୍ବତନ ବିଜେପି ସଭାପତି ସମ୍ବିତ ନେପାକ,ନଗର ଉପସଭାପତି ଧର୍ମେନ୍ଦ୍ର ସାହୁ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like