-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଯୋଗ ପତ୍ର ରଖିବାକୁ ନାରାଜ 

27-Apr-2023



ତୁଷୁରା/ବଲାଙ୍ଗୀର, ତୁଷୁରା ସହରର ସରକାରୀ ଜାଗାକୁ ବହୁ ବ୍ୟକ୍ତି ଜବରଦଖଲ କରି ନିଜ କବଜାରେ ରଖିଥିବା ବେଳେ ସାମ୍ବାଦିକ ମନୋଜ ଜୈନଙ୍କୁ ଭୟଭୀତ କରିବା ପାଇଁ ତୁଷୁରା ଏନଏସି ପ୍ରଶାସନ ପକ୍ଷରୁ ଗୁରୁବାର ଏକ ନୋଟିସ କରାଯାଇଥିଲା। ଶ୍ରୀ ଜୈନ ତାର ପ୍ରତିଉତ୍ତର ଲିଖିତ ଦେବାକୁ ଯାଇଥିବା ବେଳେ ଉକ୍ତ ଅଭିଯୋଗ ପତ୍ର ରଖିବାକୁ ରୋକଠୋକ ମନା କରିଦେଇଥିଲେ ତୁଷୁରା ଏନଏସି କାର୍ଯ୍ୟନିର୍ବାହ ଅଧିକାରୀ ଲକ୍ଷ୍ମଣ ମୁର୍ମୁ । ଉକ୍ତ ଅଭିଯୋଗ ପତ୍ର ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ଗ୍ରହଣ କରିବା ସହ ଏନେଇ ଉଚିତ ପଦକ୍ଷେପ ନେବାକୁ ଶ୍ରୀ ଜୈନଙ୍କୁ ପ୍ରତିଶୃତି ଦେଇଥିଲେ। ପ୍ରାପ୍ତ ସୂଚନା ମୁତାବକ, ୱାର୍ଡ ନମ୍ବର ୩ ସ୍ଥିତ ୭୪ନମ୍ବର ଗଳିରେ ବହୁ ପ୍ରଭାବଶାଳୀ ଲୋକମାନେ ସରକାରୀ ଜାଗା ଜବରଦଖଲ କରିରଖିଛନ୍ତି। କିନ୍ତୁ ସାମ୍ବାଦିକ ଜଣକ ବିଭିନ୍ନ ସମୟରେ ଏନଏସି ପ୍ରଶାସନର ଦୋଷ ଦୁର୍ବଳତାକୁ ନିଜ ଲେଖନି ମାଧ୍ୟମରେ ପଦାରେ ପକାଉଥିବାରୁ ଏନଏସି ପ୍ରଶାସନ ମାତ୍ର ଶ୍ରୀ ଜୈନଙ୍କୁ ଟାର୍ଗେଟ କରି ହଇରାଣ କରିବାକୁ ଚାହୁଥିବା ପଶ୍ଚିମ ଓଡିଶା ସେବା ସଂଘର ସଭାପତି ରାଜେଶ ବଗର୍ତ୍ତୀ ଗଣମାଧ୍ୟମ ଆଗରେ କ୍ଷୋଭ ପ୍ରକାଶ କରିଥିଲେ। ଏନେଇ ତୁଷୁରା ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଲକ୍ଷ୍ମଣ ମୁର୍ମୁଙ୍କୁ ପଚାରିଲେ କହନ୍ତି ଯେ, ତାଙ୍କ ନାମରେ ମାତ୍ର ଅଭିଯୋଗ ଆସିଥିବାରୁ ତାଙ୍କୁ ନୋଟିସ କରାଯାଇଛି। ସେମିତି କିଛି ନାହିଁ ବୋଳି ସଫେଇ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like