-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ରାତ୍ରୀକାଳୀନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ଅନୁଷ୍ଠିତ

27-Apr-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଧୁମାଭଟା ଗାଁ ରେ ଚାଲିଥିବା ରାତ୍ରୀକାଳୀନ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ଅନୁଷ୍ଠିତ ହୋଇଯାଇଛି।

​​​​​​ଏଥିରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ବେଲପଡା ବ୍ଳକ ବିଧାୟକଙ୍କ ପ୍ରତିନିଧି କୁମୁଦ ମହାଖୁଡ(ବାପି), ଜିଲ୍ଲା ପରିଷଦ ଜୟ ଧରୁଆ, ପାଟଣାଗଡ଼ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ଧୁମାଭଟାର ବିଜେଡି ନେତା ଜୟକିଶାନ ରଣା, ସୀତାରାମ କରଣ, ଚୂଡାମଣି ବୁଡେକ, ଜୟଦେବ ରଣା, ପ୍ରଦୀପ ବୁଡେକ, ଉତ୍ତମ ବୁଡେକ, ବାସୁଦେବ ବୁଡେକ, ପୀତବାସ ଦେଓ ଯୋଗଦାନ କରି ଉତ୍ସାହିତ କରିଥିଲେ। କମିଟିର ସଭାପତି ହୃଷିକେଶ ବୁଡେକ,ଉପ ସଭାପତି ସଚିନ ବୁଡେକ୍ ଅତିଥି ମାନଙ୍କୁ 

 ପୁଷ୍ପଗୁଚ୍ଛ ଦେଇ ପାଛୋଟି ନେଇଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ୩୨ ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ପ୍ରତିଯୋଗିତା ୫ ଦିନ ଧରି ଚାଲିଥିଲା। ସମସ୍ତ ଦଳକୁ ପରାସ୍ତ କରି ଭୁତିଆରବାହାଲ ଓ ବାଲିପଟା ମଧ୍ୟରେ ଅନ୍ତିମ ସଂଘର୍ଷ ହୋଇଥିଲା ଓ ବାଲିପଟା ଦଳ ବିଜୟୀ ହୋଇଥିଲେ।

ବିଜେତା ଓ ଉପବିଜେତାଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ମ୍ୟାଚରେ ଉଦୟଭାନୁ ବୁଡେକ, ରୋସନ ବାରିକ, ବେଣୁ ସାହୁ, ମନୋଜ, ନବୀନ,ଛନ୍ଦା, ପ୍ରତାପ ଗଦା , ହଳ, ଶୁଶାନ୍ତ, ଜିଲୁ, ମୁକେଶ, ମନୋଜ ସଦସ୍ୟ ଥିଲେ ଓ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ଆଗାମୀ ଦିନରେ ଏହି ମ୍ୟାଚ ଆହୁରି ସୁନ୍ଦର ଭାବରେ ହେବା ସହ ଉଚ୍ଚ ସ୍ତରୀୟ କରାଯିବ ବୋଲି ସଭାପତି ହୃଷିକେଶ ବୁଡେକ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like