-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ଚାଷୀ ସଂଗଠନ ଦ୍ବାରା କର୍ଲାମୁଣ୍ଡା ବନ୍ଦ

08-Dec-2020



ନର୍ଲା(ସଞ୍ଜୀବ ଦାସ)- କେନ୍ଦ୍ର ସରକାରଙ୍କ କୃଷି ବିଲ୍ ବିରୋଧରେ ଡିସେମ୍ବର ୮ ତାରିଖରେ ଦେଶ ବ୍ୟାପି ଭାରତ ବନ୍ଦ ଡାକରା ଦେଇଥିଲେ କୃଷକ ସଂଗଠନ । ଏହାର ପ୍ରଭାବର କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି । କର୍ଲାମୁଣ୍ଡା କଂଗ୍ରେସ କମିଟି, କର୍ଲାମୁଣ୍ଡା ବ୍ଲକ କୃଷକ ସଂଗଠନ କର୍ଲାମୁଣ୍ଡା ବ୍ଲକ ଅଫିସ ସମ୍ମୁଖରେ ରାସ୍ତା ଅବରୋଧ କରିଛନ୍ତି l କର୍ଲାମୁଣ୍ଡା  ,ରିଷିଡା, ଯୋରାଡବ୍ରା ଔଷଧ ଦୋକାନ ଛଡା ସମସ୍ତ ଦୋକାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡିକ ସମ୍ପୂର୍ଣ ବନ୍ଦ ରହିଛି । କର୍ଲାମୁଣ୍ଡା ବ୍ଲକ ଯୁବ ସଭାପତି ତଥା ଚାଷିମୂଲିଆ ସଂଗଠନର ଜିଲ୍ଲା ସଭାପତି ହିରୋଜ କୁମାର ସାହୁ ପୂର୍ବତନ ବ୍ଲକ ସଭାପତି ସୁରେନ୍ଦ୍ର ଭୋଇ ବରିଷ୍ଠ କଂଗ୍ରେସ ନେତା ରଶ୍ମିକାନ୍ତ ସାହୁ, ନବନିର୍ମାଣ କୃଷକ ସଂଗଠନ କର୍ଲାମୁଣ୍ଡା ର ସଦସ୍ୟ ସୁଶାନ୍ତ ମଲ୍ଲିକ, ସିପି ଆଇ ଏମ ବ୍ରାଞ୍ଚ ସଭାପତି କମ୍ୟୁନିଷ୍ଟ ସଭାପତି ଶତ୍ରୁଘ୍ନ ରଣା,ମଦନ ରଣା, ମଣ୍ଟୁ ସୁନା, ଚାଷିମୂଲିଆ ସଂଗଠନ ବ୍ଲକ ସଭାପତି ସୁଦାମ ଚରଣ ସାହୁ,ସମାଜସେବୀ ଜଗନ୍ନାଥ ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ବନ୍ଦ କୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like