-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

ସରକାରୀ ସହାୟତା ରାଶି ପାଇଁ ପଞ୍ଚାୟତର ଚକ୍କର କାଟୁଛନ୍ତି ବିଚରା ହିତାଧିକାରୀ

27-Apr-2023



ବଙ୍ଗୋମୁଣ୍ଡା (ପୂର୍ଣ୍ଣ ଶଶୀ ଶେଖର ରାଓ )ପଞ୍ଚାୟତ ଜରିଆରେ ସୁବିଧାରେ ଏହି ସହାୟତା ରାଶି ପ୍ରଦାନ ପାଇଁ ସରକାର ଘୋଷଣା ମଧ୍ୟ କରୁଛନ୍ତି l ହେଲେ ଏହାର୍ ବ୍ୟତିକ୍ରମ ଦେଖା ଦେଇଛି ବଲାଙ୍ଗିର ଜିଲ୍ଲା ଉପାନ୍ତ ବଙ୍ଗୋମୁଣ୍ଡା ପଞ୍ଚାୟତରେ l
 ଅଭିଯୋଗରୁ ପ୍ରକାଶ ଯେ , ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବଙ୍ଗୋମୁଣ୍ଡା ପଞ୍ଚାୟତରେ ବୁଢ଼ା ବୁଢୀ ମାନେ ବାର୍ଦ୍ଧକ୍ୟ ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି l ଏବେ ପଞ୍ଚାୟତ ବଦଳରେ ବ୍ୟାଙ୍କ୍ ମାଧ୍ୟମରେ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରାଯାଉଥିବାରୁ ଭତ୍ତା ପ୍ରଦାନରେ ଏପରି ବିଳମ୍ବ ଘଟୁଛି ବୋଲି ହିତାଧିକାରୀ ମାନେ କହିଛନ୍ତି l ପ୍ରତ୍ୟେକ ଦିନ ସରକାରୀ ସାହାଯ୍ୟରେ ବଞ୍ଚିତ ଏପରି ଅନେକ୍ ବୁଢ଼ା ବୁଢୀ ପଞ୍ଚାୟତର ଚକ୍କର କାଟି କାଟି ହଇରାଣ ହେବା ସାର ହେଉଛି l ଏ ସମ୍ପର୍କରେ ଆମେ ବଙ୍ଗୋମୁଣ୍ଡା ପଞ୍ଚାୟତର ସରପଞ୍ଚ ଆଜିତ କୁମାର ଯୋଶୀ ଙ୍କୁ ପଚାରିବାରୁ ସେ ଏ ବାବଦରେ ଆମ ର କିଛି ଦୋଷ ନାହିଁ ବୋଲି କହିଥିଲେ l ହିତାଧିକାରୀ ମାନଙ୍କ ଟଂକା ଯେଉଁଦିନ ଠାରୁ ବ୍ୟାଙ୍କ୍ ମାଧ୍ୟମରେ ପ୍ରଦାନ କରାଗଲା ସେହି ଦିନଠାରୁ ହିତାଧିକାରୀ ମାନଙ୍କ ମଧ୍ୟରେ ଏପରି ଅସନ୍ତୋଷ ଲାଗିରହିଥିବା କଥାକୁ ସ୍ଵୀକାର କରିଥିଲେ l ସେ ଯାହା ହେଉ , ବଙ୍ଗୋମୁଣ୍ଡା ପଞ୍ଚାୟତ ଅଧୀନରେ ଥିବା ହିତାଧିକାରୀ ମାନଙ୍କୁ ଠିକ୍ ସମୟରେ ସରକାରୀ ପ୍ରଦତ୍ତ ରାଶି ପ୍ରଦାନ କରିବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like