-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩ ପିସିସିକୁ ହରାଇ ଆନ୍ୟା ସ୍ପୋର୍ଟିଙ୍ଗ ବିଜୟୀ(ଆଜି ଅତୁଳ-୧୧ ସହ ବାଦୀ ବ୍ରଦରସ ଲଢେଇ) 

28-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ଵିତୀୟ ରାଉଣ୍ଡର ଦ୍ଵିତୀୟ ମ୍ୟାଚରେ ପିସିସିକୁ ହରାଇ ଆନ୍ୟା ସ୍ପୋର୍ଟିଙ୍ଗ ବିଜୟୀ ହୋଇଛି । ଟଚ ଜିଣି ପିସିସି ପ୍ରଥମେ ବ୍ୟାଟିଂ କରି ୯ଓଭରରେ ସମସ୍ତ ୱିକେଟ ହରାଇ ୪୧ରନ କରିଥିଲା ତାର ଜବାବରେ ଆନ୍ୟା ସ୍ପୋର୍ଟିଙ୍ଗ ୮.୩ ଓଭରରେ ୪ୱିକେଟ ହରାଇ ୪୨ରନ କରି ବିଜୟୀ ହୋଇଥିଲା । ମ୍ୟାଚକୁ ପ୍ରଦୀପ ମହାଳିଂ ଓ ଜିତେନ୍ଦ୍ର ମାହାଣା ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ଶଶାଙ୍କ ଓ ଭବାନୀ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ଉପ ସଭାପତି ବୁଲୁ ଦଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବୀରମହାରାଜପୁର ବିଧାନସଭା ଆସନର ବିଜେପି ଆଶାୟୀ ବିଧାୟକ ପ୍ରାର୍ଥୀ ତଥା ଅନୁସୂଚିତ ଜାତି ମୋର୍ଚା ପ୍ରଭା ରୀ ବଳରାମ ସୁନା,ସମ୍ମାନିତ ଅତିଥି ଭାବେ ବିନିକା ବିଜେପି ପୂର୍ବତନ ନଗର ସଭାପତି ସମ୍ବିତ ନେପାକ,ବିନିକା ନଗର ଇପ ସଭାପତି ଧର୍ମେନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଜୟୀ/ରନରଅପ ଦଳ ଏବଂ ଆନ୍ୟା ସ୍ପୋର୍ଟିଙ୍ଗ ର  ଦିନେଶ ନାଏକ ୨.୩ଓଭର ବୋଲିଂ କରି ୩ ମୂଲ୍ୟବାନ ୱିକେଟ ନେଇ ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ତୁଲାଇଥିବାରୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ଶୁକ୍ରବାର ଅପରାହ୍ନରେ ଅତୁଳ-୧୧ ବନାମ

ବାଦୀ ବ୍ରଦରସ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବରେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ସଂଗ୍ରାମ କେଶରୀ ନାୟକ (ଜିଲୁ),ସମ୍ମାନିତ ଅତିଥି ଭାବେ ଏନ ଏସ ୟୁ ଆଇ ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଟିକୁ ହୋତା, ସୋସିଆଲ ମିଡ଼ିଆ ଜିଲ୍ଲା ସଂଯୋଜକ ସୁମନ୍ତ ସାହୁ,ଯୁବ କଂଗ୍ରେସ ସଂଗଠକ ଅନିଲ ନାଏକ ପ୍ରମୁଖ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like