-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଅପରାଧ

ପୋଲିସ ବାବୁ ଙ୍କ ଖାକି ବର୍ଦୀ ବର୍ଦି ରେ ଲାଗିଲା ଦାଗ, ବିବାହ ପ୍ରତିଶ୍ରୁତି ଦେଇ ବୋହୂ ଭଳି ରଖି ଯୌତୁକ ଦାବି କରି ଘରୁ ତଡ଼ିଦେଲେ,ଅଭିଯୁକ୍ତ ଙ୍କୁ ଗିରଫ ଦାବୀ 

28-Apr-2023



ଟିଟିଲାଗଡ(ସନ୍ତୋଷ କୁମାର ନାଏକ): ପୁଣି ଖାକି ରେ ଲାଗିଲା ଦାଗ,ନିଜେ ପୋଲିସ ବର୍ଦି ରେ ରହି ଯୁବତୀ ଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତଥା ନିଜ ଘରେ ବୋହୂ ଭଳି ରଖି ଯୌତୁକ ଦାବୀ କରି ବିବାହ ନ କରି ନିର୍ଯ୍ୟାତନା ଦେବା ସହ  ମରଣାନ୍ତକ ଆକ୍ରମଣ କରି ଘରୁ ଗୁରୁତର ଅବସ୍ଥାରେ ତଡ଼ି ଦେଇଥିବା ଭଳି ଘଟଣା ନଜରକୁ ଆସିଛି । 

ପ୍ରକାଶ ଯେ,ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ଥାନା ଅନ୍ତର୍ଗତ ସିକେର ଗ୍ରାମ ରେଳ ଷ୍ଟେସନ ନିକଟରେ ରହୁଥିବା ଜଣେ ଯୁବତୀ ଉପବାସୀ  ମହାନନ୍ଦ (ବ-୩୨)ଛଦ୍ମନାମଙ୍କୁ ରେଳ ବିଭାଗ ସିକେର ଅଧିନରେ କାର୍ଯ୍ୟରତ ଥିବା ଆରପିଏଫ ପୋଲିସ ପ୍ରଦିପ ଦୀପ ସହ ଉପବାସୀଙ୍କ  ଦେଖା ହୋଇ  ପ୍ରେମ ସମ୍ପର୍କ ସ୍ଥାପନ ହୋଇଥିଲା ।  ଉକ୍ତ ପୋଲିସ ବାବୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଆସୁଥିଲେ । ପ୍ରାୟ ଏକ ମାସ ପରେ ଉପବାସୀ ଗର୍ଭବତୀ ହେବା ଜାଣି ଔଷଧ ଦେଇ ଗର୍ଭନଷ୍ଟ କରି ତାଙ୍କୁ ବିବାହ କରିବ କହିଥିଲେ । ହେଲେ ସେ ପରେ ବିବାହ କରିବାକୁ ରାଜି ନ ହେବାରୁ ଉପବାସୀ ବାଧ୍ୟ ହୋଇ ପ୍ରଦିପ ଙ୍କ ଗ୍ରାମ କମିଟିରେ ଗୁହାରୀ କରି ବୈଠକ କରିଥିଲେ । ଉକ୍ତ ପୋଲିସ ବାବୁ ପ୍ରଦିପ ଓ ତାଙ୍କ ପରିବାର ଲୋକେ କମିଟିରେ ତିନି ମାସର ସମୟ ମାଗିବା ସହ ନିଜ ଘରେ ବୋହୂ ଭଳି ରଖିବାକୁ ରାଜି ହୋଇଥିଲେ ।  ଉକ୍ତ ସମୟ ସୀମା ମଧ୍ୟରେ ଉକ୍ତ ପ୍ରଦିପ ଉଚ୍ଚ ନ୍ୟାୟାଳୟରେ ଆଗୁଆ ଜାମିନ ଆବେଦନ କରି ଜାମିନ ପାଇଥିଲେ। ପ୍ରାୟ ଦୁଇ ମାସ ପରେ ଗୋପନୀୟ ଭାବେ  ଜାମିନ ପାଇ ଯିବା ପରେ ଉକ୍ତ ଉପବାସିଙ୍କୁ ପରିବାର ଲୋକେ  ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଦେବା ସହ ଯୌତୁକ ଦାବି କରି ମରଣାନ୍ତକ ଆକ୍ରମଣ କରି ଗୁରୁତର ଆହତ କରିଦେଇ ଘର ବାହାରେ ଅଚେତ ଅବସ୍ଥାରେ ପକେଇ ଦେଇଥିଲେ । 

 ଏ ନେଇ ଟିଟିଲାଗଡ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଟିଟଲାଗଡ ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିଲେ । ଏ ନେଇ ଟିଟିଲାଗଡ ଥାନାରେ ମାମଲା ରୁଜ୍ଜୁ ହୋଇଥିବା ବେଳେ ଉକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନ ଥିଲା ଅବା ପରିବାରର ଅନ୍ୟ କାହାକୁ ବର୍ତ୍ତମାନ୍ ସୁଦ୍ଧା ଗିରଫ କରାଯାଇ ନ ଥିବା ଉପବାସୀ ଅଭିଯୋଗ କରିଛନ୍ତି।

ବିଭିନ୍ନ ଉଚ୍ଚ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରି ସୁଦ୍ଧା କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରାଯିବାରୁ ସେ ବାଧ୍ୟ ହୋଇ ଟିଟିଲାଗଡ ବିଚାର ବିଭାଗୀୟ ଅଦାଲତର ଦ୍ବାରସ୍ଥ ହୋଇଥିବା ଜଣାଇଛନ୍ତି ।
 ଜଣେ ସରକାରୀ ପୋଲିସ  କର୍ମଚାରୀ ହୋଇ ଏଭଳି ନିନ୍ଦନୀୟ କାର୍ଯ୍ୟ କରି ସେ ଖୋଲାଖୋଲି ବୁଲୁଥିବା ସହ  ବିଭିନ୍ନ ପ୍ରକାର  ଧମକଚମକ ଦେଇ ଆସିବା ନେଇ ଉପବାସି ଭୟଭୀତ ଅବସ୍ଥାରେ ଥିବା ଓ ତାଙ୍କ ଜୀବନ ପ୍ରତି ବିପଦ ଥିବା ପ୍ରକାଶ କରିଛନ୍ତି । 
 ଜଣେ ପୋଲିସ କର୍ମଚାରୀ ହୋଇ ଜଣେ ଯୁବତୀକୁ ଏଭଳି ପ୍ରତାରଣା ଦିଆ ଯାଇଥିବା ନେଇ ବିଭାଗୀୟ ମୁଖ୍ୟ ସଚିବ ସବିଶେଷ ତଦନ୍ତ ସହ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟନୁଷ୍ଠାନ ଗ୍ରହଣ କରି  ନ୍ୟାୟ ପ୍ରଦାନ କରାଯାଉ ବୋଲି  ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like