-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

28-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ):ବଲାଙ୍ଗିର ଜିଲ୍ଲା ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲର ରକ୍ତଭଣ୍ଡାର ଠାରେ ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌) ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସିଡବ୍ଲୁଡିଏସ୍ ର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ କାର୍ଯ୍ୟକ୍ରମକୁ ଓଡିଶା ସରକାର ଠାରୁ ସଡକ ସୁରକ୍ଷା ପାଇଁ ପୁରସ୍କାରପ୍ରାପ୍ତ ଗୋଲଡେନ ହିରୋ ରାମନାରାୟଣ ଦାଶ ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାର ଆଞ୍ଚଳିକ ପରିବହନ

ଅଧିକାରୀ ରାଜେଶ୍ କୁମାର ମାର୍ଣ୍ଡି, ସମ୍ମାନିତ ଅତିଥି ଭାବରେ ଡେପୁଟି କଲେକ୍ଟର ସୁଶ୍ରୀ ଶୁଭସ୍ମିତା ମିଶ୍ର ଓ ସହକାରୀ ଜିଲ୍ଲାପାଳ ଆଦିତ୍ୟ ଦଳବେହେରା ଯୋଗଦାନ ଦେଇଥିଲେ ।  ବେଳେ ବେଳେ ସଡକ ଦୁର୍ଘଟଣା ଯୋଗୁଁ ହଠାତ୍ ଆହତ ବ୍ୟକ୍ତି ପାଇଁ ରକ୍ତର ଆବଶ୍ୟକତା ପଡିଥାଏ । ରକ୍ତ ଭଣ୍ଡାରରେ ମହଜୁତ ରକ୍ତ ଆହତ ବ୍ୟକ୍ତି ପାଇଁ ଜୀବନ ବଞ୍ଚାଇପାରେ, ତେଣୁ ସମସ୍ତେ ସ୍ୱେଚ୍ଛାକୃତ ଭାବରେ ରକ୍ତଦାନ କରିବା ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ମାର୍ଣ୍ଡି ମତବ୍ୟକ୍ତ କରିଥିଲେ । ସାଧାରଣତଃ ଗ୍ରୀଷ୍ମ ସମୟରେ ସିକିଲିନ ତଥା ଅନ୍ୟ ରୋଗୀ ପାଇଁ ରକ୍ତର ଅଭାବ ଦେଖାଦେଇ ଥାଏ, ତେଣୁ ଯୁବସମାଜ ରକ୍ତର ଅଭାବକୁ ଦୂର କରିବା ପାଇଁ ଆଗେଇ ଆସିବା ପାଇଁ ଡେପୁଟି କଲେକ୍ଟର ଶୁଭସ୍ମିତା ମିଶ୍ର ମତ ରଖିଥିଲେ । ରକ୍ତର କିଛି ବିକଳ୍ପ ନାହିଁ , ଯେତେ ଦାନ ଅଛି ସବୁଠାରୁ ମହାନ ଦାନ ରକ୍ତଦାନ ବୋଲି ସରକାରୀ ଜିଲ୍ଲାପାଳ ଆଦିତ୍ୟ ଦଳବେହେରା କହିବା ସହ ପ୍ରଥମେ ରକ୍ତଦାନ କରିଥିଲେ । ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ତଥା ଅନ୍ୟ ସ୍ୱେଚ୍ଛାସେବୀମାନେ ସ୍ୱଇଚ୍ଛାରେ ୩୧ ଜଣ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମରେ ଦୀପକସେନ ଧରୁଆ, ଅନ୍ତର୍ଯ୍ୟାମି ବରିହା, ରବିଚନ୍ଦ୍ର ପଶାୟତ, ଦୁର୍ଯ୍ୟୋଧନ ପଶାୟତ, ସତ୍ୟନାରାୟଣ ଦାଶ, ରକ୍ତଭଣ୍ଡାର

କର୍ମଚାରୀ ଦୁର୍ଗା ପ୍ରସାଦ ଆଚାର୍ଯ୍ୟ, ସୁଜିତ ପୁରୋହିତ, ଅଜିତ ସାହୁ, ସୁଶିଲ ସୁନା, ଜୟଶ୍ରୀ ବେହେରା, ସ୍ୱାଗତିକା ମେହେର, କେଶବ ଷାଣ୍ଢ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ପ୍ରଭାକର ଛନ୍ଦ ପରିଚାଳନା କରିଥିବା ବେଳେ ଶିଶୁ ଓ ମହିଳା ବିକାଶ ସୋସାଇଟିର ବଲାଙ୍ଗିର ଜିଲ୍ଲା ସଂଯୋଜକ ଚନ୍ଦ୍ର ଶେଖର ସେଠ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like