-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

କୃଷକ ଆନ୍ଦୋଳନକୁ ନୈତିକ ସମର୍ଥନ ଦେଇ କୋଶଳ ରାଜ୍ୟ ସମନ୍ୱୟ ସମିତିର  ପ୍ରତୀକାମ୍‌କ ଧାରଣା

08-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ସର୍ବ ଭାରତୀୟ ସ୍ତରରେ ଆଜି କୃଷକମାନେ ବନ୍ଦର ଡ଼ାକରା ଦେଇଛନ୍ତି । ଏହି ଅବସରରେ କୋଶଳାଞ୍ଚଳର ଚାଷୀ ସଂଗଠନମାନେ ମଧ୍ୟ ଏହି ବନ୍ଦରେ ସାମିଲ ହୋଇଛନ୍ତି । ତେଣୁ କୋଶଳାଞ୍ଚଳର ଚାଷୀ ସଂଗଠନ ମାନଙ୍କୁ ନୈତିକ ସମର୍ଥନ ଦେବାକୁ କୋଶଳ ରାଜ୍ୟ ସମନ୍ୱୟ ସମିତି ନିଷ୍ପତ୍ତି କରି ପୂର୍ବ ଘୋଷିତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତୀକାମ୍‌ôକ ଧାରଣା ଦେଇଛି । କୋଶଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ରଙ୍କ ନେତୃରେ ଅନୁଷ୍ଠିତ ଏହି  ପ୍ରତୀକାମ୍‌ôକ ଧାରଣାରେ କୋଶଳ ଆନ୍ଦୋଳନ ସହ ସମ୍ପର୍କିତ ବହୁ ବୁଦ୍ଧିଜୀବୀ, ସଂଗଠକ ଓ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।
ସାରା ଭାରତର ଚାଷୀ ୧୯୪୭ ମସିହା ପରେ କ୍ରମାଗତ ଭାବରେ ଉପେକ୍ଷିତ ହୋଇ ଆସିଛନ୍ତି । ଉଭୟ କେନ୍ଦ୍ର ଓ ରାଜ୍ୟରେ ଶାସନ କରିଥିବା ବିଭିନ୍ନ ସରକାର କେବଳ ରାଜନୀତି କରିବା ପାଇଁ ଚାଷୀର ନାଁ ଦେଇଥିଲେ ମଧ୍ୟ ବାସ୍ତବରେ ସମସ୍ତେ ଚାଷୀ ବିରୋଧୀ ପଦକ୍ଷେପ ହିଁ ଗ୍ରହଣ କରିଛନ୍ତି । ବିଶେଷ କରି କୋଶଳାଞ୍ଚଳର ଚାଷୀର ଅବସ୍ଥା ଅବର୍ଣ୍ଣନୀୟ । ଲାଗ୍ ଲାଗ୍ ମରୁଡିର ଶିକାର ହୋଇ କୋଶଳାଞ୍ଚଳର ଚାଷୀ ବାଧ୍ୟ ହୋଇ ଦାଦନ ଖଟି ଯାଉଛନ୍ତି, ଅନାହାର ମୃତ୍ୟୁର ଶିକାର ହେଉଛନ୍ତି । ଗତ ତିନି ବର୍ଷ ମଧ୍ୟରେ ୩୦୦ରୁ ଅଧିକ ଚାଷୀ ଆମ୍‌ôହତ୍ୟା ଘଟଣା ଘଟିଥିଲେ ମଧ୍ୟ ସମସ୍ୟାର ସମାଧାନ ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ । ଅନ୍ୟ ପକ୍ଷରେ କଟ୍‌ନି-ଛଟ୍‌ନି ବ୍ୟବସ୍ଥା କରି ଚାଷୀକୁ ଉଭୟ ମଣ୍ଡି ଓ ଦଲାଲ ଦ୍ୱାରା ଶୋଷଣ କରାଯାଇଛି । ଭୂବନେଶ୍ୱରରୁ ଟୋକନ୍ ଜାରି  ବ୍ୟବସ୍ଥା କରାଯାଇଥିବାରୁ କୋଶଳାଞ୍ଚଳର ଚାଷୀ ଅବର୍ଣ୍ଣନୀୟ ଦୂରବସ୍ଥାର ସମ୍ମୁଖିନ ହେଉଛି । ଫଳତଃ ଚାଷୀ ବାଧ୍ୟ ହୋଇ ଅତି ଅଳ୍ପ ମୂଲ୍ୟରେ ତାର ଉପ୍‌ôାଦନ ସାମଗ୍ରୀ ବିକ୍ରି କରିବାକୁ ବାଧ୍ୟ ହେଉଛି । ଅନ୍ୟ ପକ୍ଷରେ ଗତ ଦୁଇ ବର୍ଷ ହେଲା ଇନସୁରେନ୍‌ସ୍ ଟଙ୍କା ନ ମିଳିବାରୁ ଚାଷୀ ଉପରେ ବେଡ଼ି ଉପରେ କୋରଡ଼ା ମାଡ଼ ଭଳି ଅବସ୍ଥା ହୋଇଛି । ତେଣୁ ଦେଶରେ ସର୍ବାଧିକ ନିର୍ଯ୍ୟାତନାର ଶିକାର ହେଉଥିବା କୋଶଳାଅଞ୍ଚଳର ଚାଷୀର ସମସ୍ୟା କେବଳ କୋଶଳ ରାଜ୍ୟ ଗଠନ ହେଲେଯାଇ ସମ୍ଭବ ହେବ ବୋଲି କୋଶଳବାଦୀ ନେତା ଶ୍ରୀ ମିଶ୍ର ମତ ଦେଇଛନ୍ତି । କୋଶଳ ଓ କୃଷକ ପରସ୍ପରର ଅବିଚ୍ଛେଦ୍ୟ ଅଙ୍ଗ ହୋଇ ଥିବାରୁ କୋଶଳ ରାଜ୍ୟ ସମନ୍ୱୟ ସମିତି ଚାଷୀ ଆନ୍ଦୋଳନକୁ ସମର୍ଥନ କରୁଛି ବୋଲି ସମନ୍ୱୟ ସମିତିର ଅଧ୍ୟକ୍ଷ ଶ୍ରୀ ପ୍ରମୋଦ କୁମାର ମିଶ୍ର ସୂଚନା ଦେଇଛନ୍ତି ।
ଏହି ପ୍ରତୀକାମ୍‌ôକ ଧାରଣାରେ ଅନ୍ୟମାନଙ୍କ ମଧ୍ୟରେ କୋଶଳ ରାଜ୍ୟ ସମନ୍ୱୟ ସମିତିର ବଲାଙ୍ଗିର ଜିଲ୍ଲା ସଭାପତି ବିକ୍ରମାନନ୍ଦ ବହିଦାର, କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଞ୍ଜନ ସାହୁ, କେନ୍ଦ୍ରୀୟ ସାଧାରଣ ସମ୍ପାଦକ ବିଭୁଦତ୍ତ ମିଶ୍ର, ବଲାଙ୍ଗିର ଯୋନ୍ ସଂଜୋଯକ ଶରତ ହୋତା, ବିଶିଷ୍ଠ ଶ୍ରମିକ ନେତା ରବିଶଙ୍କର ମିଶ୍ର, ବିଶିଷ୍ଠ କୋଶଳବାଦୀ ନେତା ରଣରାଜ ସିଂଦେଓ, ଶିକ୍ଷାବିତ୍ ଗୋପଭୂଷଣ ନାଥ, ନାରୀନେତ୍ରୀ ନିରୁପମା ଉଦ୍ଗାତା, ବନଲତା ମାଝୀ, କର୍ମଚାରୀ ନେତା ପୁଲିନ୍ ମିଶ୍ର, ଜ୍ୟୋତି ରଞ୍ଜନ ମହାନ୍ତି, ଯୁବନେତା ପ୍ରସନ୍ନ ନେଗୀ, ଅଚ୍ୟୁତ ସିପୁନ ଖମାରୀଙ୍କ ସମେତ ବହୁ ବୁଦ୍ଧିଜୀବୀ ଓ ସଂଗଠକ ଯୋଗ ଚେଇଥିଲେ । 


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like