-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ଯୋଜନା ଓ ସମନ୍ୱୟ କ୍ୟାବିନେଟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଙ୍କ ଡାବୁଗାଁ ଗସ୍ତ ୧୦ ହାଜରରୁ ଉର୍ଦ୍ଧ୍ଵ ଜନସାଧାରଣଙ୍କ ସହ ସନ୍ଥସମାଜ ।

28-Apr-2023



ନଵରଙ୍ଗପୁର (ମିହୀର ଶଙ୍କର ପାତ୍ର,)
 ଏକ ସରକାରୀ କାର୍ଯ୍ୟକ୍ରମ ରେ ଓଡ଼ିଶା ର ଯୋଜନା ଓ ସମନ୍ୱୟ କ୍ୟାବିନେଟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ହେଲିକପ୍ଟର ଯୋଗେ ଡାବୁଗାଁ ବ୍ଲକ ଅନ୍ତର୍ଗତ କୁସୁମବନ୍ଧ ଗାଁ ରେ ପହଞ୍ଚି ଏକ ଜନସଭାକୁ ସଂଵୋଧନ କରିଛନ୍ତି। ଆଜିର କାର୍ଯ୍ୟକ୍ରମଟି ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ରଙ୍କ ଅଧକକ୍ଷତାରେ ଅନୁଷ୍ଠିତ ହେଲେ ।ଏହି ଅବସରରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ଓ  ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମଧ୍ୟ ଉପସ୍ଥିତ ଥିଲେ। ମାନ୍ୟବର ମନ୍ତ୍ରୀ, ସାଂସଦ ଓ ବିଧାୟକ ୮ ଗୋଟି ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରେ ଭାଗନେବା ସହ ସାଧୁସନ୍ଥ ଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି। ସାଧୁସନ୍ଥ ଯୋରନ୍ଦା ଗାଦି ରେ ସମସ୍ୟା ର ଆଶୁ ସମାଧାନ ପାଇଁ ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ ମାନ୍ୟବର ମନ୍ତ୍ରୀ ଙ୍କୁ ଲିଖିତ ଭାବେ ଜଣାଇ ଛନ୍ତି। ଏହି ଅବସରରେ ବ୍ରହ୍ମ ଅବଧୂତ ଡମ୍ବରୁଧର ବାବା, ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା, ଗମ୍ଭୀର ଦାସ, ଯଦୁମଣି ଦାସ, କାର୍ତ୍ତିକ ପୂଜାରୀ ଏବଂ ଗୋବର୍ଦ୍ଧନ ଦାସ ସହ ଅନେକ ସାଧୁସନ୍ଥ ଉପସ୍ଥିତ ଥିଲେ। ବିଗତ କିଛି ମାସ ମଧ୍ୟରେ ବିଭିନ୍ନ ଆଧ୍ୟାତ୍ମିକ ଓ ହିନ୍ଦୁ ସଙ୍ଗଠନ ସହ ଯୋଡ଼ିତ ଥିବା ସାଧୁସନ୍ଥ ମାନଙ୍କ ମାନସିକତା ରେ ଅନେକ ପରିବର୍ତନ ପରିଲକ୍ଷିତ ହେଉଛି। ଆଗାମୀ ଦିନରେ ସାମାଜିକ, ଧାର୍ମିକ ଓ ପ୍ରାୟତଃ ଆଧ୍ୟାତ୍ମିକ ଦୃଷ୍ଟିରୁ ମଧ୍ୟ ନବରଙ୍ଗପୁର ଜିଲ୍ଲା ର ସମୀକରଣ ରେ ଅନେକ ପରିବର୍ତନ ହୋଇପାରେ ବୋଲି ଅନୁମାନ କରାଯାଉଛି।

ଯଦି ସନ୍ଥ ସମାଜ ର ମଧ୍ୟ ଆଶୀର୍ବାଦ ମିଳେ ବିଜୁ ଜନତା ଦଳ ର ସ୍ଥିତି ଆହୁରି ଅଧିକ ମଜବୁତ ହେବା ସମ୍ଭାବନା କୁ ଏଡାଇ ଦେଇ ହେବ ନାହିଁ ବୋଲି ବୁଦ୍ଧିଜୀବୀ ମାନେ ମତବ୍ୟକ୍ତ କରିଛନ୍ତି। ବିଗତ ଦିନରେ ଏକ କାର୍ଯ୍ୟକ୍ରମ ରେ ସନ୍ଥସମାଜ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। କିଛି ଦିନ ତଳେ ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ବହୁ ସଂଖ୍ୟା ରେ ଯାଇ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଆଜି ର ବିଜୁ ଜନତା ଦଳର ଏକ ବରିଷ୍ଠ ମନ୍ତ୍ରୀ ଙ୍କୁ ସାକ୍ଷାତ କରିବା ହୁଏତ ଆଗାମୀ ଦିନରେ ଅନେକ ସଂଭାବନା କୁ ଉନ୍ମୋଚିତ କରିପାରେ?  ସନ୍ଥସମାଜ ର ଶକ୍ତି ଓ ସମାଜରେ ଥିବା ସାମର୍ଥ୍ୟ କୁ କିଛି ଦିନ ତଳେ ନବରଙ୍ଗପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ ସମୟରେ ଅନୁମାନ କରାଯାଇଥିଲା।  ଆଗକୁ ଥିବା ନିର୍ବାଚନ କୁ ଦୃଷ୍ଟିରେ ରଖି କୌଣସି ରାଜନୈତିକ ଦଳ ସନ୍ଥସମାଜ ର ଅପ୍ରିୟ ହେବା ପାଇଁ ଚାହିଁବେ ନାହିଁ। ରାଜନୈତିକ ରୁ ସବୁ ଦଳଠାରୁ ଦୂରତା ବଜାୟ ରଖୁଥିବା ଆଧ୍ୟାତ୍ମିକ ଓ ବିଭିନ୍ନ ହିନ୍ଦୁ ସଙ୍ଗଠନ ଏଥର କିନ୍ତୁ ନିଜ ସାମର୍ଥ୍ୟ ଅନୁସାରେ ରାଜନୀତି କୁ ପ୍ରଭାବିତ କରି ପାରନ୍ତି? ଆଜିର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ୧୦ ହଜାରରୁ ଉର୍ଦ୍ଧ୍ବ ଜନସାଧାରଣ ଶହ  ସାଧୁସମାଜ ର ଉପସ୍ଥିତି ଏହା ପ୍ରମାଣକରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like