-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କୁ ଟାର୍ଗେଟ ନକରି ତୁଷୁରା ସହରର ଜବରଦଖଲ ଉଚ୍ଛେଦ କରିବାକୁ ଜିଲ୍ଲାପାଳଙ୍କୁ ଦାବୀ କଲା ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘ

28-Apr-2023



ତୁଷୁରା (ପଞ୍ଚାନନ ନାଏକ)
ବଲାଙ୍ଗୀର, ସାମ୍ବାଦିକଙ୍କୁ ଟାର୍ଗେଟ ନକରି ତୁଷୁରା ସହରରେ ବେଆଇନ ଭାବେ ଜବରଦଖଲ କରିଥିବା ଜମିକୁ ଉଚ୍ଛେଦ କରିବାକୁ ଶୁକ୍ରବାର ତୁଷୁରା ତହସିଲଦାର ରବିନ୍ଦ୍ର କୁମାର ପଟେଲଙ୍କ ଜରିଆରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛି ଓଡିଶା କର୍ମଜୀବୀ ସାମ୍ବାଦିକ ସଂଘ । ଦାବୀପତ୍ରରେ ଦର୍ଶାଇଛନ୍ତି ଯେ,ତୁଷୁରା ସହରରେ ଦିନକୁ ଦିନ ଜବରଦଖଲ ବଢିଚାଳିଛି। ଏଥି ଯୋଗୁଁ ବିଭିନ୍ନ ସମୟରେ ଟ୍ରାଫିକ ସମସ୍ୟା ଦେଖା ଦେବା ସହ ଟ୍ରାଫିକ ନିୟନ୍ତ୍ରଣ କରିବା ପୋଲିସର ନାକେଦମ ପାଳଟିଥାଏ। ଏପରିକି ବିଭିନ୍ନ ରାସ୍ତାରେ ହମ୍ସ ଥିବାରୁ ତାକୁ ହଟାଇବାକୁ ଉଦ୍ୟମ କରୁ ନଥିବା ବେଳେ ଏନଏସି ପ୍ରଶାସନ ଜଣେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଟାର୍ଗେଟ କରି ହଇରାଣ କରୁଛନ୍ତି।  ସେ ସବୁ ସମୟରେ ଏନଏସି ପ୍ରଶାସନର ଦୋଷ ଦୁର୍ବଳତା ପଦାରେ ପକାଉଥିବାରୁ ତାଙ୍କୁ ମାତ୍ର ଜବରଦଖଲ ଉଚ୍ଛେଦ ପାଇଁ ନୋଟିସ କରାଯାଇଛି। ଏଣୁ ତୁରନ୍ତ ସହରର ସମସ୍ତ ଜବରଦଖଲକାରୀଙ୍କୁ ନୋଟିସ କରିବା ସହ ଏନଏସିରେ ଚାଳିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ଯର ଭିଜିଲାନ୍ସ ତଦନ୍ତ କରିବା ପାଇଁ ଦାବୀପତ୍ରରେ ଦର୍ଶାଇଛନ୍ତି। ଏହି ଦାବୀପତ୍ର ପ୍ରଦାନ ବେଳେ ସଂଘର ବଲାଙ୍ଗୀର ସଭାପତି ମନୋଜ କୁମାର ଜୈନ, ସଂପାଦକ ପଞ୍ଚାନନ ନାଏକ, ପି ମହାନ୍ତି,ରାଜେଶ ବଗର୍ତ୍ତୀ ଆଦି ଉପସ୍ଥିତଥିଲେ। ସହରରେ ଲାଗିରହିଥିବା ଜବରଦଖଲ ଉଚ୍ଛେଦ କରିବା ପାଇଁ ଦାବୀପତ୍ର ପ୍ରଦାନକୁ ସ୍ବାଗତ ଜଣାଇଛନ୍ତି ଆଇନଜୀବୀ ସୁମିତ ମିଶ୍ର  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like