-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩, ଅତୁଳ-୧୧କୁ ହରାଇ ବାଦୀ ବ୍ରଦରସ ବିଜୟୀ(ଆଜି ତ୍ରିରଙ୍ଗା ବନାମ ସିଦ୍ଧିକ୍ଷା ମଧ୍ୟରେ ଟକ୍କର)

29-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ଵିତୀୟ ରାଉଣ୍ଡର ତୃତୀୟ ମ୍ୟାଚରେ ଅତୁଳ-୧୧କୁ ହରାଇ ବାଦୀ ବ୍ରଦରସ ବିଜୟୀ ହୋଇଛି । ଟଚ ଜିଣି ଅତୁଲ-୧୧ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୭ୱିକେଟ ହରାଇ ୫୦ରନ କରିଥିଲା ତାର ଜବାବରେ ବାଦୀ ବ୍ରଦରସ ର ଓପନର ଖେଳାଳୀ ଧୂଆଁଧାର ବ୍ୟାଟିଂ କରି ୪.୫ ଓଭରରେ ୧ୱିକେଟ ହରାଇ ୫୨ରନ କରି ବିଜୟୀ ହୋଇଥିଲେ । ମ୍ୟାଚକୁ ପ୍ରଦୀପ ମହାଳିଂ ଓ ରଞ୍ଜିତ ପଣ୍ଡା ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ଭବାନୀ ଶଙ୍କର ଜଗଦଳା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ସଂଗ୍ରାମ କେଶରୀ ନାୟକ,ସମ୍ମାନିତ ଅତିଥି ଭାବେ ଏନଏସୟୁଆଇ ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରୀ ସଭାପତି ଟିକୁ ହୋତା,ସୋସିଆଲ ମିଡ଼ିଆ ଜିଲ୍ଲା ସଂଯୋଜକ

ସୁମନ୍ତ ସାହୁ,ଯୁବ କଂଗ୍ରେସ ସଂଗଠକ ଅନିଲ ନାଏକ ପ୍ରମୁଖ ଯୋଗଦେଇ ବିଜୟୀ/ରନରଅପ ଦଳ,ସର୍ବାଧିକ ରନ କରିଥିବା ରିଣ୍ଟୁ ମେହେର ମ୍ୟାନ ଅଫ ଦି ମ୍ୟାଚ,ବେଷ୍ଟ ସିକସର୍ ବିଶ୍ଵନାଥଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶନିବାର ଅପରାହ୍ନରେ ତ୍ରିରଙ୍ଗା ୟୁଦ କ୍ଲବ ବନାମ ସିଦ୍ଧିକ୍ଷା ରେବେଲସ  ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ଯୁବ ବିଜେଡ଼ି ସଂଗଠକ ତଥା ସ୍ବେଚ୍ଛାସେବୀ ବାବୁଲାଲ ପଣ୍ଡା,ଯୁବ ବ୍ୟବସାୟୀ ବିକାଶ ଦଣ୍ଡସନା,ଯୁବ ଆଇନଜୀବୀ ଦେବରାଜ ମେହେର ପ୍ରମୁଖ ଅତିଥି ଭାବରେ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like