-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

୨୫ କେଜି ଗଞ୍ଜେଇ ସହ ଦୁଇଟି ବାଇକ୍ ଓ ଦୁଇ ମାଫିଆ ଗିରଫ 

29-Apr-2023



କଣ୍ଟାମାଳ(ସତ୍ୟ ବିଭାର): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟlପଡ଼ା ଥାନା ପୋଲିସ କୁ ପକ୍ଷରୁ ପେଟ୍ରୋଲିଙ୍ଗ କରୁଥିବା ସମୟରେ ୨୫କେଜି ଗଞ୍ଜେଇ ଜବତ କରାଯିବା ସହିତ ଦୁଇଟି ମଟର ସାଇକେଲ ଜବତ କରିଥିବା ସହ ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରିଛି l ଘଣ୍ଟାପଡା ପୁଲିସ ପକ୍ଷରୁ ମିଳିଥିବା ସୂଚନା ମତେ ଥାନାଧିକାରୀ ଗଣନାଥ ଥନାପତି ଥାନା କର୍ମାରୀମାନଙ୍କୁ ନେଇ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟିଗୋରା ଛକ ଠାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ସିଜି -୦ ୬ଜିଇ ୮୯୨୭ (ହିରୋ ଏଚ୍ଏଫ୍ ଡିଲକ୍ସ) ଏବଂ ସିଜି -୧୧ଏକେ ୫୩୪୩ (ହିରୋ ସ୍ପେଲେଣ୍ଡର ଆଇସ୍ମାର୍ଟ ଏମ/ସି ) ଦୁଇ ବାଇକ୍ ଆରୋହି ଙ୍କୁ ସନ୍ଦେହ ରେ ଅଟକାଇ ଯାଞ୍ଚ କରିଥିଲେ l ଯାଞ୍ଚ୍ ସମୟରେ ସେମାନଙ୍କ ଗାଡ଼ିରୁ ଗଞ୍ଜେଇ ବାହାରିଥିଲା l ଏହି ଘଟଣାରେ ପୋଲିସ ଗଞ୍ଜେଇ ସମେତ ୨ ବାଇକ୍ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଥିଲା ପୋଲିସ l ମାଜିଷ୍ଟ୍ରେଟ ଏବଂ ସାକ୍ଷୀଙ୍କ ଉସ୍ଥିତିରେ ଗଞ୍ଜେଇ ଓଜନ କରିବାରୁ ୨୫ କେଜି ଗଞ୍ଜେଇ ଥିବା ଜଣାପଡିଥିଲା l ଗିରଫ ହୋଇଥିବା ଦୁଇ ଜଣ ବ୍ୟକ୍ତି ହେଲେ ଛତିଶଗଡ଼ ରାଜ୍ୟ ମହାସମାନ ଜିଲ୍ଲା ସରାଇପାଳି ଥାନା ନୁନପାଣି ଗ୍ରାମର ହରିହର ଜଟୱାର (୨୪) ଓ ଅନ୍ୟଜଣେ ରାୟଗଡ଼ ଜିଲ୍ଲା ବରମକେଲା ଥାନା ଅନ୍ତର୍ଗତ ଦୁଲୋପାଲି ସ୍କୁଲପଡାର ଭରତ ସାରଥୀ (୪୮) ବୋଲି ଜଣାପଡିଛି l ଏନେଇ ଘଣ୍ଟାପଡା ଥାନାରେ କେସ ନ ୩୫ ରେ ଏକ ମାମଲା ଦାୟର କରି ଅଭିଯୁକ୍ତ ଦୁଇ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧକାରୀ ଗଣନାଥ ଥନାପତି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like