-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର: ପୁଜାରିଗୁଡା ଗ୍ରାମ ପଞ୍ଚାୟତ ମହକୁମା ଠାରେ ଜିଲ୍ଲା ସ୍ତରୀୟ ମଧୁବାବୁ ଜୟନ୍ତୀ ପାଳିତ

29-Apr-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର ): ନବରଙ୍ଗପୁର ବ୍ଲକ ଅଧିନସ୍ଥ ପୁଜାରିଗୁଡା ଗ୍ରାମ ପଞ୍ଚାୟତ ମହକୁମା ଠାରେ ଜିଲ୍ଲା ସ୍ତରୀୟ ମଧୁବାବୁ ଜୟନ୍ତୀ ନବରଙ୍ଗପୁର ଶାଖା ଉତ୍କଳ ସମ୍ମିଳନୀ, ଓଡ଼ିଶା ତରଫରୁ ପାଳନ କରାଯାଇଛି  । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସମାଜସେବୀ ଶ୍ରୀଯୁକ୍ତ ଦେବାନନ୍ଦ ରନ୍ଧାରୀ ଯୋଗ ଦେଇଥିବା ବେଳେ, ବରିଷ୍ଠ ଶିକ୍ଷାବିତ ପ୍ରାଧ୍ୟାପକ ଡ଼. ବିଜୟ କୁମାର ମିଶ୍ର ମୁଖ୍ୟ ବକ୍ତା, ଓଡିଶା ରାଜସ୍ଵ ଅମଲା ସଂଘ ର  ରାଜ୍ଯ ସଭାପତି,  ତ୍ରିପତି ବାଲାଜୀ ସାହୁ ବିଶିଷ୍ଟ ବକ୍ତା ଭାବେ ଯୋଗ ଦେଇଥିଲେ ।  ଉତ୍କଳ ପରିଷଦ ନବରଙ୍ଗପୁର ଶାଖା ସହ ସମ୍ପାଦିକା, ଅଧ୍ୟାପିକା ଡ଼. ସଂଯୁକ୍ତା ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ, ମିନତି ପଟ୍ଟନାୟକ, ପି . ରବିକାନ୍ତ ରଘୁରାମ ପ୍ରମୁଖ ସହଯୋଗ କରିଥିଲେ । ବିଶିଷ୍ଟ ଆକାଶବାଣୀ କଣ୍ଠଶିଳ୍ପୀ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମିଶ୍ର ତାଙ୍କ ବକ୍ତବ୍ୟରେ ମଧୁବାବୁଙ୍କ ସାରସ୍ଵତ ଜୀବନ ବିଷୟରେ କହିବା ବେଳେ, ବରିଷ୍ଠ ଆଇନଜୀବି ତଥା ସମାଜସେବୀ ଶ୍ରୀ ରାମ ପ୍ରସାଦ ପାତ୍ର ମଧୁ ବାବୁଙ୍କ  ବାରିଷ୍ଟର ଜୀବନ ବିଷୟରେ ଆଲୋଚନା କରିଥିଲେ ।  ବରିଷ୍ଠ କବି ସଙ୍ଗଠକ ଶ୍ରୀ ପ୍ରଭଞ୍ଜନ ତ୍ରିପାଠୀ ଆଦିବାସୀ ଭାଷାରେ କବିତା ମାଧ୍ୟମରେ ଛାତ୍ରଛାତ୍ରୀ ମାନଙ୍କୁ ମଧୁବାବୁଙ୍କ ବିଷୟରେ ତଥ୍ୟ ରଖିଥିଲେ  । ବରିଷ୍ଠ କବୟତ୍ରୀ ତଥା ସଭାନେତ୍ରୀ କନ୍ୟା ଅନୁଷ୍ଠାନ,  ସ୍ଵର୍ଣଲତା ପଟ୍ଟନାୟକ ନାରୀ ସଶକ୍ତିକରଣ ଉପରେ ଗୁରୁତ୍ବ ଦେବା ସହ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  । ବରିଷ୍ଠ ପ୍ରାକ୍ତନ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ  ମନୋରମା ମାଝୀ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ଜନ ସମୂହଙ୍କୁ ମଧୁବାବୁଙ୍କ ବିଷୟରେ ଉଦବୋଧନ ଦେଇଥିଲେ  । ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଶାଖା ଉତ୍କଳ ସମ୍ମିଳନୀ ସମ୍ପାଦକ ଶ୍ରୀ ଦୁର୍ଗା ପ୍ରସାଦ ପାଢ଼ୀ ସଭାପତିତ୍ବ କରିଥିଲେ ।  ଗ୍ରାମବାସୀ ମାନଙ୍କ ମଧ୍ୟରେ ଲିଙ୍ଗରାଜ ରନ୍ଧାରୀ, ଭଗବାନ ପୂଜାରୀ , ଲମ୍ବଧର ହରିଜନ, ଦୁର୍ଯ୍ୟ ପ୍ରଧାନୀ, ଫକୀର ମୋହନ ନାୟକ, ତ୍ରିପତି ରନ୍ଧାରୀ, ଭାନୁମତି ରନ୍ଧାରୀ, ଜୟନ୍ତୀ ପୂଜାରୀ,ବାଲିସଭା ନାୟକ, ଜେମା ନାୟକ କୁମାରୀ ଭତ୍ରା, ଶୁକ୍ରୁ ଭତ୍ରା ,ମହାନ ଭତ୍ରା, ବୈଦ୍ୟନାଥ ଭତ୍ରା, ଖଗପତଇ ପୂଜାରୀ, ନରେଶ ଭତ୍ରା ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୁଜାରିଗୁଡା ପଞ୍ଚାୟତର ଶତାଧିକ ଜନସାଧାରଣ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like