-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ବିଶ୍ବ ପ୍ରାଣୀ ଚିକିତ୍ସା ଦିବସ ପାଳିତ

29-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର): କେବଳ ଗୃହପାଳିତ ପ୍ରାଣୀମାନଙ୍କ ସେବା ନୁହେଁ, ବରଂ ସବୁ ପ୍ରାଣୀମାନଙ୍କୁ ଆଦର ,ଯତ୍ନ ଓ ସେବା କରିବା ମଣିଷର କର୍ତବ୍ଯ  ହେବା ଉଚିତ।କାରଣ ମଣିଷର ଜୀବସତ୍ତା ନିର୍ଭର କରେ  ପରିବେଶ ର ସନ୍ତୁଳନ ଉପରେ,ଏବଂ ପରିବେଶ ସନ୍ତୁଳନ ବଜାୟ ରହିବ ପ୍ରାଣୀ ସଂପଦର ସୁପରିଚାଳନାରେ।ତେଣୁ ସବୁ ପ୍ରାଣୀଙ୍କୁ  ଆମେ ସମାନ ଭାବରେ ସେବା କରିବା ଦରକାର ବୋଲି  ବଲାଙ୍ଗିର  ସାମ୍ବାଦିକ ଭବନ ଠାରେ ଜିଲ୍ଲା ପ୍ରାଣୀ ସଂପଦ ବିଭାଗ ଦ୍ବାରା ଆୟୋଜିତ ବିଶ୍ବ ପ୍ରାଣୀ ସଂପଦ ଦିବସ ବସରରେ ମୁଖ୍ଯ ଅତିଥି ଭାବେ ଯୋଗଦେଇ କହିଛନ୍ତି ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ। ଏହି କାର୍ଯ୍ୟକ୍ରମରେ ଡ. ଦେବାଶିଷ 

 ସାମନ୍ତ  ସ୍ବାଗତ ଭାଷଣ  ଦେଇଥିବା ବେଳେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ,ମୁଖ୍ଯ ଅତିଥି,ବଲାଙ୍ଗିର  ଜିଲ୍ଲା ମୁଖ୍ଯ  ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର୍ ସନ୍ତୋଷ କୁମାର ପଣ୍ଡା ,

ଓ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଗଣେଶ କୁମାର ଜେନା, ସହକାରୀ  ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଆଲୋକ କୁମାର ନାଏକ, ବିକେଏନ୍ ମିଲ୍କ ୟୁନିଅନ ର ସାଧାରଣ ପରିଚାଳକ ଡାକ୍ତର  ରଜନୀକାନ୍ତ ରଥ ମଂଚାସୀନ ହୋଇଥିଲେ। ଏହି ଅବସରରେ ପ୍ରାଣୀପାଳକଙ୍କ ହିତରେ ରୂପାନ୍ତରିତ, ନିରପେକ୍ଷ  ଓ ବିସ୍ତୃତ ପ୍ରାଣୀ ଚିକିତ୍ସା ସେବା  ସଂପର୍କରେ ଆଲୋଚନା କରାଯାଇଥିଲା। ଡାକ୍ତର ଅର୍ଚିତା ସ୍ବାଇଁ ସଭାକୁ  ସଂଯୋଜନା କରିଥିଲେ। ଏହି ଅବସରରେ ପ୍ରାଣୀ ସଂପଦର ବିକାଶ କ୍ଷେତ୍ରରେ  ଉଲ୍ଲେଖନୀୟ ଅବଦାନ ପାଇଁ ସଂଗୀତା ଡବ୍ଲୁ ଏସଏଚଜି, କେଶାଇପାଲି, ଆଗଲପୁର, ମାଁ ଦୁର୍ଗା ଡବ୍ଲୁ ଏସଏଚଜି, କନକପୁର,ମାଁ ସରସ୍ଵତୀ ଡବ୍ଲୁ ଏସଏଚଜି, ବନ୍ଧଲିପଡା, ଲୋଇସିଂହା ସମେତ ଅଗ୍ରଣୀ  ଚାଷୀ ଅନୀଲ ମେହେର, ପାଟଣାଗଡ, ଗୋକୁଳ ବେମାଲ, ହଲନଭଟା, ସରୋଜ କୁମାର କର୍ମୀ, ସାରସପଡା, ହମିର ତାଣ୍ଡି, ସାରସପଡା, ଖଗେଶ୍ବର ନାଏକ, ତାଲଝରନ, ସୁଦାମ ମେହେର, ରେଙ୍ଗାଲି, ରଂଜିତ ବିଶ୍ବାସ, ଝରନିପାଲି ଓ ଜିତେନ କଲେତ,ପିପିର୍ଡା ଙ୍କୁ  ସମ୍ମାନିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like