-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ନୂତନ କୃଷି ଆଇନ୍‌କୁ ବିରୋଧ କରି ଆଜି ଭାରତ ବନ୍ଦ- ଝାରସୁଗୁଡ଼ା ଜିଲ୍ଲା ରେ ବନ୍ଦ ସଫଳ

08-Dec-2020



ଝାରସୁଗୁଡ଼ା, (ପ୍ରେରଣା ଖବର) - ନୂତନ କୃଷି ଆଇନ୍‌କୁ ବିରୋଧ କରି ଆଜି ଭାରତ ବନ୍ଦ ଡ଼ାକରା । ଦେଶର ବିଭିନ୍ନ କୃଷକ ସଂଗଠନଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଏହିପ୍ରରିପେକ୍ଷୀରେ ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ବନ୍ଦର ପ୍ରଭାବ ପଡିଛି । ବିଭିନ୍ନ ରାସ୍ତା ଅବରୋଧ ସହ ପିକେଟିଂ ମଧ୍ୟ କରାଯାଉଛି । ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ଦେଶର ୧୮ଟି ରାଜନୈତିକ ଦଳ ଓ ୫୦ରୁ ଅଧିକ ଗଣ ସଂଗଠନ ସମର୍ଥନ କରିଛନ୍ତି!!*ଝାରସୁଗୁଡା ସହର ସମେତ ଜିଲ୍ଲାର ଅନ୍ୟ ଅଞ୍ଚଳରେ ଆଜି ସମସ୍ତ ଗଣ ସଂଗଠନ ସହ ଭାରତୀୟ କମ୍ୟୁନିଷ୍ଟପାର୍ଟି, କଂଗ୍ରେସ, ସିପିଏମ୍ ସହ ଚାଷୀ ସଂଗଠନର କର୍ମକର୍ତ୍ତା ମାନେ ପିକେଟିଂ କରି ବାଇପାସ ଛକରେ ଅବରୋଧ କରିଛନ୍ତି । ବିକ୍ଷୋଭ ପ୍ରଦର୍ଶନ ଓ ରାସ୍ତା ଅବରୋଧ ଯୋଗୁଁ ଝାରସୁଗୁଡା ସହ*କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲରେ ଚାଷୀଙ୍କୁ ଶୋଷଣ କରି ପୁଞ୍ଜିପତିଙ୍କୁ ସହଯୋଗ କରାଯାଉଛି । ଆଇନରେ ପରିବର୍ତ୍ତନ କରି ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପେଟ ପାଟଣାକୁ ନଷ୍ଟ କରିବାକୁ ଉଦ୍ୟମକୁ ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦ ଡାକରା ଯୋଗୁଁ ଝାରସୁଗୁଡା ସହରର ଦୋକାନ ବଜାର ଖୋଲା ରହିଥିବା ବେଳେ ଯାନବାହାନ ଚଳାଚଳ ବନ୍ଦ ରହିଛି । ଆଜିର ଭାରତ ବନ୍ଦକୁ ସଫଳ କରିବାକୁ ବାଇପାସ ଛକରେ କଂଗ୍ରେସ ସମେତ ଅନ୍ୟାନ ପାର୍ଟି ପକ୍ଷରୁ ପିକେଟିଂ କରାଯାଇଛି । ସେହିପରି କୋଲାବିରା ବ୍ଲକ ପତ୍ରାପାଲି ଛକରେ ଲୋକାମୁକ୍ତି ସଂଗଠନର ଆବାହକ ଅନନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଷୀ ମୂଲିଆ ରାସ୍ତା ଅବରୋଧ କରିଛନ୍ତି!!* ବେଲପାହଡ,ବ୍ରଜରାଜନଗର,ସୁନ୍ଦରଗଡ ଓ ସମ୍ବଲପୁରକୁ ଯୋଗାଯୋଗ ବିଚ୍ଛିନ ହୋଇଛି!!*କେନ୍ଦ୍ର ସରକାରଙ୍କ ନୂତନ କୃଷି ବିଲରେ ଚାଷୀଙ୍କୁ ଶୋଷଣ କରି ପୁଞ୍ଜିପତିଙ୍କୁ ସହଯୋଗ କରାଯାଉଛି । ଆଇନରେ ପରିବର୍ତ୍ତନ କରି ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପେଟ ପାଟଣାକୁ ନଷ୍ଟ କରିବାକୁ ଉଦ୍ୟମକୁ ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦ ଡାକରା ଯୋଗୁଁ ଝାରସୁଗୁଡା ସହରର ଦୋକାନ ବଜାର ଖୋଲା ରହିଥିବା ବେଳେ ଯାନବାହାନ ଚଳାଚଳ ବନ୍ଦ ରହିଛି । ଆଜିର ଭାରତ ବନ୍ଦକୁ ସଫଳ କରିବାକୁ ବାଇପାସ ଛକରେ କଂଗ୍ରେସ ସମେତ ଅନ୍ୟାନ ପାର୍ଟି ପକ୍ଷରୁ ପିକେଟିଂ କରାଯାଇଛି । ସେହିପରି କୋଲାବିରା ବ୍ଲକ ପତ୍ରାପାଲି ଛକରେ ଲୋକାମୁକ୍ତି ସଂଗଠନର ଆବାହକ ଅନନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଷୀ ମୂଲିଆ ରାସ୍ତା ଅବରୋଧ କରିଛନ୍ତି!!*


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like