-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ସୋନପୁର : ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

29-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ):  ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ଆଜି ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ-୨୦୨୩ବହୁ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇ ଯାଇଛି। ଏହି ଅବସରରେ ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ 
ସହରର ଘୋଡାଘାଟ ପଡା ସ୍ଥିତ ପଶ୍ଚିମ ସୋମନାଥ ମନ୍ଦିର ସମ୍ମୁଖରୁ ଏକ ଶୋଭାଯାତ୍ରାର ଆୟୋଜନ କରା ଯାଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ସବୁଜ ପତାକା ଦେଖାଇ ଶୁଭାରମ୍ଭ  କରିଥିଲେ
ଏହି ଶୋଭାଯାତ୍ରାଟି ସହର ପରିକ୍ରମା କରି ଜିଲ୍ଲା ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟରେ ପହଞ୍ଚିଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କହଁର,ସିଡିଭିଓ ଅନନ୍ତ

ପ୍ରସାଦ ପଣ୍ଡା, ଭିଏସ୍ଡ଼, ଡଃ ପ୍ରତ୍ୟୁଷ ରଞ୍ଜନ ବାଘ,ଡଃ ଶ୍ୟାମ ସୁନ୍ଦର ପାଣ୍ଡେଙ୍କ ସମେତ ପ୍ରାଣୀ ଚିକିତ୍ସା ବିଭାଗର ଚିକିତ୍ସକ ବିଭାଗୀୟ କର୍ମଚାରୀ, ସ୍ବେଚ୍ଛାସେବୀ,ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ,ଏନସିସି ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ।ଗୃହ ପାଳିତ ପ୍ରାଣୀଙ୍କ ସେବା ଯତ୍ନ, ତାଙ୍କର ଖାଦ୍ୟ ପେୟ ,ସ୍ୱାସ୍ଥ୍ୟ ସେବା ଓ ଚିକିତ୍ସା ଉପରେ ସମ୍ବେଦନଶୀଳ ହେବା ପାଇଁ ଜନସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯାଇଥିଲା।ସେହିପରି ପରିବେଶ ସନ୍ତୁଳନ ପାଇଁ ପୃଥିବୀ ପୃଷ୍ଠର ପ୍ରତ୍ୟେକ ପ୍ରଣୀଙ୍କ ଉପସ୍ଥିତି ଓ ଆବଶ୍ୟକତା ସମ୍ପର୍କରେ ଜନ ସଚେତନତା ସୃଷ୍ଟି କରାଯାଇଥିଲା।ପରେ ସହରର ହିଲଟନ ହେଭେନ୍ ହୋଟେଲ ର ସମ୍ମିଳନୀ କକ୍ଷରେ ଏକ ସଭା ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like