-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଅଂଶୁଘାତ ପ୍ରତି ସଚେତନତା ସହ ପାନୀୟ ଜଳ  ବଣ୍ଟନ କାର୍ଯ୍ୟକ୍ରମ

29-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର ), : ଜଳ ହିଁ ଜୀବନ । ଗ୍ରୀଷ୍ମ ସମୟର ଅସହ୍ୟ ଖରାରେ ଆମେ ଅତିଷ୍ଠ । ପଥଚାରୀମାନଙ୍କୁ ଥଣ୍ଡା ବା ଦହି ପାଣି ଯୋଗାଇଦେଲେ ସେମାନେ ବେଶ ଆନନ୍ଦିତ ହୋଇଥାନ୍ତି । ଏହି କଥାକୁ ଲକ୍ଷ୍ୟ କରି ପଣ୍ଡକିଟାଲ ଅପର ପ୍ରାଇମେରୀ ସ୍କୁଲର ଜୁନିୟର ରେଡକ୍ରସ ୟୁନିଟ ତରଫରୁ ପଣ୍ଡକିଟାଲ ଚାରିଛକରେ ଆୟୋୟୋଜିତ ହୋଇଥିବା ଜଳଛତ୍ର କାର୍ଯ୍ୟକ୍ରମର ଭବ୍ୟ ସଭାରେ ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଅଧ୍ୟକ୍ଷତା କରିଥିଲେ ।

ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଯୋଗଦେଇ ଜଳଛତ୍ର କାର୍ଯ୍ୟକ୍ରମ ବିକଳ୍ପ ମାତ୍ର, ମୁଖ୍ୟ ଉଦ୍ଦେଶ୍ୟ ଜନସାଧାରାଣଙ୍କୁ ଅଂଶୁଘାତ ବିଷୟରେ ସଚେତନତା ବାର୍ତା ପ୍ରଦାନ ତଥା କରୋନା ଭୂତାଣୁ ପ୍ରତି ସତର୍କ ରହିବା ବୋଲି ମତ ରଖିଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡତିଆ, ରାମପୁର ଥାନା ଅଧିକାରୀ ଅବିନାଶ କୁମାର ପଧାନ, ରାଜ୍ୟ ସଡକ ଓ ପରିବହନ ବିଭାଗ ଦ୍ୱାରା ଗୋଲଡେନ୍‌ ଆୱାର ହିରୋ ସମ୍ମାନରେ ପୁରସ୍କୃତ ହୋଇଥିବା ବ୍ୟକ୍ତିତ୍ୱ ରାମ ନାରାୟଣ ଦାଶ, ପଣ୍ଡକିଟାଲ ସରପଂଚ ଗୋବିନ୍ଦ ସେଠ, ପ୍ରାକ୍ତନ ଜେଆରସିଓ ସୁରେଶ ପଧାନ, ଉପସଭାପତି ଗତିକୃଷ୍ଣ ମିଶ୍ର, ରକ୍ଷକ ସାଧନକର୍ମୀ ଚନ୍ଦମଣି ବାଘ ପ୍ରମୁଖ ଯୋଗଦେଇ ଜଳଛତ୍ର କାର୍ଯ୍ୟକ୍ରମ ବେଶ ସମୟ ଉପଯୋଗୀ ବୋଲି କହିବା ସହିତ ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସର ଗୋଷ୍ଠୀ ଭିତ୍ତିକ ମାନବୀୟ ସେବାର ପ୍ରସାର କରିବାକୁ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଦୋକାନୀ. ପଥଚାରୀ, ବସଯାତ୍ରୀ ଓ ଜନସାଧାରଣଙ୍କୁ ଅଂଶୁଘାତ ପ୍ରତି ସଚେତନତା, ମାସ୍କ ବଂଟନ ତଥା ଦହିଚଲା ବଂଟନ କରାଯାଇଥିଲା । ବରିଷ୍ଠ ସାଧନ କର୍ମୀ ହୃଷିକେଶ ଡାଙ୍ଗ ସଭା ସଂଯୋଜନା କରିଥିଲେ । ରକ୍ଷକ ସାଧନକର୍ମୀ ତଥା ନୋଡାଲ ଅପର ପ୍ରାଇମେରୀ ସ୍କୁଲର ଜୁନିୟର ରେଡକ୍ରସ କାଉନସିଲର ତପସ୍ୱିନୀ ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ

କରିଥିଲେ । କାର୍ଯ୍ୟକ୍ରମରେ ପ୍ରଧାନ  ଶିକ୍ଷକ ମନୋଜ ପୁଝାରୀ,ବଡକଲ୍ଲେର ହାଇସ୍କୁଲର ପରାମର୍ଶଦାତା ରବିନ୍ଦ୍ର ଦୀପ, ବେହେରାମାଲ ହାଇସ୍କୁଲର ପରାମର୍ଶଦାତା ଘନଶ୍ୟାମ ମେହେର, ରାମପୁର ବାଳିକା ଉଚ୍ଚ ବିଦ୍ୟାଳୟର ପରାମର୍ଶଦାତ୍ରୀ ତରଙ୍ଗିନୀ ମହାପାତ୍ର, ଚନ୍ଦଲି ସ୍କୁଲର ରମେଶ ପଧାନ, କମିଟି ସଦସ୍ୟ ସତ୍ୟ ପଧାନ, ଶିକ୍ଷକ ପ୍ରମୋଦ ବାରିକ, ରୀତା ମେହେର, ଜାହ୍ନବୀ ଭୋଇ ପ୍ରମୁଖ ସହଯୋଗ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର ବାଘ କାର୍ଯ୍ୟକ୍ରମ ପରିଚାଳନା କରିଥବା ବେଳେ ଡୁଙ୍ଗୁରିପାଲି ବ୍ଲକର ବିସିସି ନିମାଇ ଚରଣ ମଲ୍ଲୀକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like