-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ର ଅନ୍ତିମ ବୈଠକ

29-Apr-2023



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ର ପବିତ୍ର ଧର୍ମ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳି ହରିଶଙ୍କର ଠାରେ ହେବାକୁ ଥିବା ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ପାଇଁ ଯୁଦ୍ଧ କାଳୀନ ଭିତ୍ତିରେ  ଚାଲିଛି ପ୍ରସ୍ତୁତି । ଅନ୍ୟ ବର୍ଷ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ତିନି ଦିନ ହେଉଥିବା ବେଳେ ଚଳିତ ବର୍ଷ ମେ ୧ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ଧରି ମେଳା ହେବ ବୋଲି ଜଣାପଡ଼ିଛି। ସାସ୍କୃତିକ , ପୌରାଣିକ , ଧାର୍ମିକ , ଐତିହାସିକ ଓ କିମ୍ବଦନ୍ତୀ ଅନୁସାରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ର ସ୍ୱତନ୍ତ୍ରତା ରହିଆସିଛି ।  ଗନ୍ଧମାର୍ଦ୍ଧନ ପାହାଡ଼ର ଗୋଟିଏ ପଟେ ହରିଶଙ୍କର ଓ ଅନ୍ୟପଟେ ବରଗଡ଼ ଜିଲ୍ଲା ର ନୃସିଂହ ନାଥ ପିଠ ରହିଛି । ପ୍ରତିଦିନ ହଜାର ହଜାର ଶ୍ରଦ୍ଧାଳୁ ତଥା ପର୍ଯ୍ୟଟକ ଙ୍କ ସମାଗମ ହେଉଥିବା ବେଳେ ବୈଶାଖ ଚତୁର୍ଦ୍ଦଶୀ ମେଳା ରେ ଲକ୍ଷାଧିକ

ଲୋକଙ୍କ ସମାଗମ ହୋଇଥାଏ । ଓଡ଼ିଶା ତଥା ସୁଦୂର ଛତିଶଗଡ ରାଜ୍ୟରୁ ହଜାର ହଜାର ଶ୍ରଦ୍ଧାଳୁ ଗନ୍ଧମାର୍ଦନ ପାହାଡ଼ ଚଢ଼ିବାର ମଜା ନେଇଥାନ୍ତି। ମେଳା ସମୟରେ ଶ୍ରଦ୍ଧାଳୁ ମାନେ ଦିନ ରାତି ଦୁର୍ଗମ ପାହାଡ଼ ଚଢ଼ି ହରିଶଙ୍କର ରୁ ନୃସିଂହନାଥ ଯାଆଆସ କରି  ପାହାଡ଼ ଚଡ଼ିବାର ମଜା ନେଇଥାନ୍ତି। ଅନ୍ୟ ବର୍ଷ ଭଳି ଚଳିତ ବର୍ଷ ପ୍ରଶାସନ ତଥା ପାଟଣାଗଡ ଦେବୋତ୍ତର ବିଭାଗ ତରଫରୁ ମେଳା ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଏହି ଅବସରରେ ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ , ଭିଡ଼ ନିୟନ୍ତ୍ରଣ , ଆଲୋକ ବ୍ୟବସ୍ଥା ଆଦିକୁ ପ୍ରାଧାନ୍ୟ ଦିଆଯାଇଥିବା ବେଳେ ପାଞ୍ଚ ଦିନ ଧରି ପଞ୍ଚ କୁଣ୍ଡିୟ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଟିତ ହେବ ବୋଲି ଜଣାଯାଇଛି । ସେହିପରି ବିଭିନ୍ନ ବିଭାଗ ତରଫରୁ ପ୍ରଜ୍ଞାପନ ମେଢ଼ ଓ ପ୍ରଦର୍ଶନୀ ଅନୁଷ୍ଟିତ ହେବ ବୋଲି ଆୟୋଜକ କମିଟି

ଠାରୁ ସୂଚନା ମିଳିଛି । ପାଞ୍ଚ ଦିନ ଧରି ବିଭିନ୍ନ ସଂସ୍କୃତିକୁ କାର୍ଯ୍ୟକ୍ରମ , ଦଣ୍ଡନୃତ୍ୟ  ହେବାକୁ ଥିବା ବେଳେ ୪ ତାରିଖ ରେ ରୁକୁ ସୁନା ଓ ସାଥି ଓ ୫ ତାରିଖ ରେ  ଅର୍ଚ୍ଚନା ପାଢ଼ୀ ଓ ସାଥି ଙ୍କ ଦ୍ବାରା ଷ୍ଟାର ନାଇଟ ଆର୍କ୍ରିଷ୍ଟା  ଆକର୍ଷଣୀୟ ହେବ ବୋଲି ସୂଚନା ମିଳିଛି। ଏହି ଅବସରରେ ହରିଶଙ୍କର ପର୍ଯ୍ୟଟନ ବିଭାଗ ଅଭ୍ୟର୍ଥନା କେନ୍ଦ୍ର ଠାରେ ପାଟଣାଗଡ ଉପ ଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଚୂଡାନ୍ତ ପ୍ରସ୍ତୁତି ବୈଠରେ ଶନିବାର ଅନୁଷ୍ଟିତ ହୋଇଥିବାବେଳେ ଖପ୍ରାଖୋଲ ବିଡ଼ିଓ ବିଜୟ କୁମାର ହୋତା, ପାଟଣାଗଡ ତହସିଲଦାର ଲକ୍ଷ୍ମଣ ମାଝୀ, ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଦେବୋତ୍ତର କମିଟି ସଦସ୍ୟ ସୁନିଲ କୁମାର ଗୋୟଲ୍,ଓମ୍ ପ୍ରକାଶ ଯୋଶୀ, ସଦାଶିବ ସରାଫ, ଇନ୍ଦୁ ଭୂଷଣ ଠାକୁର, ଅଭୟ ତ୍ରିପାଠୀ, ଶଶି ପୁଝାରୀ, ଘନଶ୍ୟାମ ମେହେର, ଅର୍ଜୁନ ଅଗ୍ରୱାଲ,ବିପ୍ର ବିଶି, ରୋହିତ ମେହେର, ରାଣା ପ୍ରଧାନ, ଝାରୁ ମେହେର, ସୁଶୀଲ ଗୁରୁ, ସୁମତୀ ପ୍ରଧାନ, ଗଜ ନାଗ, ମନ୍ଦିର ପରିଚାଳକ ଗୁପ୍ତେଶ୍ୱର କୁଅଁର ସମେତ ଦେବୋତ୍ତର କମିଟି ସଦସ୍ୟ, ସବ କମିଟି ସଦସ୍ୟ, ବିଭିନ୍ନ ସମାଜର କର୍ମକର୍ତ୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like