-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଜେଡି ରେ ଯୋଗଦେଲେ ଆଦିବାସୀ ମହିଳା ନେତ୍ରୀ ।

29-Apr-2023



ପାଟଣାଗଡ( ପ୍ରେରଣା ଖବର )
ଓଡିଶା ର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ର ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଙ୍କ ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି, ସହିତ ଆଦିବାସୀ ସଶକ୍ତିକରଣ ଯୋଜନା, ମିଶନଶକ୍ତି ଜରିଆରେ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା,ବିଜୁ କୃଷକ କଲ୍ୟାଣ ଯୋଜନା ଇତ୍ୟାଦି ଲୋକାଭିମୁଖୀ ଯୋଜନାରେ ଅନୁପ୍ରାଣିତ ହୋଇ ଖପ୍ରାଖୋଲ ବ୍ଲକ ର ଆଗଧାଡିର ଆଦିବାସୀ ମହିଳା ନେତ୍ରୀ ଶ୍ରୀମତୀ ଲକ୍ଷ୍ମୀ ଶବର ବିଜେଡି ରେ ଯୋଗ ଦେଇଛନ୍ତି l ଶ୍ରୀମତୀ ଶବର ପୂର୍ବ ରୁ କଂଗ୍ରେସ ଦଳ ମହିଳା ଶାଖା ର ସକ୍ରିୟ  ମହିଳା ନେତ୍ରୀ ଥିଲେ l ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ଉପସ୍ଥିତି ରେ   ବିଧିବଦ୍ଧ ଭାବରେ ବିଜେଡି ରେ ଶ୍ରୀମତୀ ଶବର ଯୋଗଦେଇଛନ୍ତି ବୋଲି ସାଂସଦ ଶ୍ରୀ ବିଶି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like