-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଆମ୍ ଆଦମୀ ପାର୍ଟି ପକ୍ଷରୁ ଲୋଇସିଂହା ବୁର୍ଡlସ୍ଥିତ ଆମ୍ବେଦକର କ୍ଲବ୍ ଠାରେ ବ୍ଲକ ସ୍ତରୀୟ ବୈଠକ ଅନୁଷ୍ଠିତ

29-Apr-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ବଲାଙ୍ଗିର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ରେ ଆପ୍ ବଲାଙ୍ଗିର ତରଫ ରୁ  ଆମ୍ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ଆବାହକ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଶ୍ରୀ ଆଶିଷ ପାଣ୍ଡେ ଙ୍କ ଉପସ୍ଥିତିରେ ଏବଂ ଲୋଇସିଂହା ବ୍ଲକ ସଭାପତି ଶଙ୍କର ପ୍ରସାଦ ନାଗ ଏବଂ ରୋହିତ ପାଣ୍ଡେ ଙ୍କ ନେତୃତ୍ଵ ରେ ବ୍ଲକ ସ୍ତରୀୟ ବୈଠକ କରାଯାଇଥିଲା l ବୈଠକ ପଞ୍ଚାୟତ ଇନ୍ଚାର୍ଜ ମାନଙ୍କୁ ନେଇ ଲୋଇସିଂହା ବୁର୍ଡlସ୍ଥିତ ଆମ୍ବେଦକର କ୍ଲବ୍ ଠାରେ ଅନୁଷ୍ଠିତ ହୋଇଥିଲା ଏବଂ ବୈଠକ ରେ ଲୋଇସିଂହା ବ୍ଲକ ର ଗାଁ ଗାଁ ରେ କାର୍ଯ୍ୟକର୍ତ୍ତା ଏବଂ ଆମ୍ ଆଦମୀ ପାର୍ଟି ର ବାର୍ତ୍ତା ପହଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଗଲା ଏବଂ ଏହି ବୈଠକ ରେ ଲୋଇସିଂହା ଆପ୍ ଲୋଇସିଂହା ପ୍ରଭାରୀ ଜୟପ୍ରକାଶ ମିଶ୍ର, ସୁଧୀର ପଧାନ, ପିଣ୍ଟୁ ଭୋଇ, ନିଳିପ ପଧାନ, ବବିତା ପଧାନ, ତ୍ରିଲୋଚନ କୁମାର, କରୁଣାକର ନାଗ, ରାଜେଶ୍ ବିଶ୍ବାଳ, ରାଜକିଶୋର ସେଠ, ମାର୍କଣ୍ଡ ବିଶ୍ବାଳ ଏବଂ ଅନ୍ୟ ପଞ୍ଚାୟତ ଇନ୍ଚାର୍ଜ ମାନେ ମଧ୍ୟ ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ଆମ ଆଦମୀ ପାର୍ଟୀ କୁ ବୁଥ ଲେବେଲ ତକ୍ ପହଁଞ୍ଚଈବା ପାଇଁ ସପଥ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like