-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ତ୍ରିରଙ୍ଗାକୁ ହରାଇ ସିଦ୍ଧିକ୍ଷା ରେବେଲସ ବିଜୟୀ(ଆଜି ଆନ୍ୟା ସ୍ପୋ ଟିଙ୍ଗ ବନାମ କମ୍ରେଡ ମଧ୍ୟରେ ମୁକାବିଲା)

29-Apr-2023



 ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ଵିତୀୟ ରାଉଣ୍ଡର ଚତୁର୍ଥ ମ୍ୟାଚରେ ତ୍ରିରଙ୍ଗାକୁ ହରାଇ ସିଦ୍ଧିକ୍ଷା ରେବେଲସ ବିଜୟୀ ହୋଇଛି । ଟଚ ଜିଣି ସିଦ୍ଧିକ୍ଷା ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୩ୱିକେଟ ହରାଇ ୯୨ରନ କରିଥିଲା ତାର ଜବାବରେ ତ୍ରିରଙ୍ଗା ୟୁଦ କ୍ଲବ ୮ୱିକେଟ ହରାଇ ୫୫ରନ କରିବାକୁ ସକ୍ଷମ ହୋଇଥିଲା। ମ୍ୟାଚକୁ ବିନୋଦ ପାତ୍ର ଓ ଜିତେନ୍ଦ୍ର ମଣ୍ଡଳ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ବୈରାଗୀ ପ୍ରଧାନ ଭବାନୀ ଶଙ୍କର ଜଗଦଳା ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖର ପୁଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବିନିକା ବିଜୁ ଜନତା ଦଳର ଯୁବ ସଂଗଠକ ତଥା ସ୍ବେଚ୍ଛାସେବୀ ଅନ୍ତର୍ୟାମୀ ପଣ୍ଡା(ବାବୁଲାଲ),ସମ୍ମାନିତ ଅତିଥି ଭାବେ ଯୁବ ବ୍ୟବସାୟୀ ବିକାଶ ଦଣ୍ଡସନା,ଯୁବ ଓକିଲ ଦେବରାଜ ମେହେର ଯୋଗଦେଇ ବିଜୟୀ/ରନରସଅପ ଦଳ, ୪ଟି ବିଶାଳ

ଛକ୍କା ସହ ବ୍ୟକ୍ତିଗତ ୪୬ରନ ଓ ମୂଲ୍ୟବାନ ୨ଟି ୱିକେଟ ନେଇ ସିଦ୍ଧିକ୍ଷା କୁ ବିଜୟୀ କରିବାରେ  ପ୍ରମୁଖ ଭୂମିକା ତୁଲାଇଥିବା କିରଣ ରାଉତଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ରବିବାର ଅପରାହ୍ନରେ ଆନ୍ୟା ସ୍ପୋଟିଙ୍ଗ ବନାମ କମ୍ରେଡ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ଅବସରପ୍ରାପ୍ତ ଏବିଇଓ ରାମଜୀ ବାବୁ,ଅବସରପ୍ରାପ୍ତ ମତ୍ସ୍ୟ ଉତ୍ପାଦନ କେନ୍ଦ୍ର କର୍ମଚାରୀ ଗୌତମ ମିଶ୍ର,ଅବସରପ୍ରାପ୍ତ ରାଜସ୍ବ ଅଧିକାରୀ ଅରୁଣ ପୁରୋହିତ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ମେହେର ପ୍ରମୁଖ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like