-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||     

HOME   ଜିଲ୍ଲା

KRSS member meet Collector

25-Sep-2020



କରୋନା ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାପାଳଙ୍କୁ କୋସଲ ରାଜ୍ୟ ସମନ୍ୱୟ ସମିତି (କେଏସ୍‌ସିସି) ର ୧୩ ଦଫା ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ
ବଲାଙ୍ଗୀର,()କୋସଲ ରାଜ୍ୟ ସମନ୍ୱୟ ସମିତି (କେୱାଇସିସି) ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀ ଜୋନ ନିଷ୍ପତ୍ତି ଅନୁଯାୟୀ ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କୁ ଏକ ୧୩ ଦଫା ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବଲାଙ୍ଗିର ଜିଲ୍ଲାରେ ଭୟାବହ କରୋନା ସଂକ୍ରମଣ ଓ ତତ୍ ଜନିତ ମୃତ୍ୟୁ ତଥା କରୋନା ସଂପର୍କୀତ ଚିକିତ୍ସା ଓ ଟେଷ୍ଟ କରିବା ଦିଗରେ ପ୍ରଶାସନିକ ବିଫଳତାର ପ୍ରତିବାଦ କରି ତଥା ସମସ୍ୟାର ମୁକାବିଲା ପାଇଁ ଏକ ଦାବୀପତ୍ର ପ୍ରଦାନ କରାଯାଇଥିଲା । ପରିସ୍ଥିତିର ଗୁରୁତ୍ୱକୁ ଆଖି ଆଗରେ ରଖି ଏକ ୨ ଜଣିଆ ପ୍ରତିନିଧି ମଣ୍ଡଳୀ ଯାଇ ଜିଲ୍ଲାପାଳଙ୍କୁ ଏହି ଦାବିପତ୍ର ପ୍ରଦାନ କରିଥିଲେ । ସମନ୍ୱୟ ସମିତିର କେନ୍ଦ୍ରୀୟ ଉପାଧ୍ୟକ୍ଷ ମନୋରଂଜନ ସାହୁ ଓ ସାଧାରଣ ସଂପାଦକ ବିଭୂଦତ୍ତ ମିଶ୍ରଙ୍କୁ ନେଇ ଗଠିତ ଏହି ପ୍ରତିନିଧି ମଣ୍ଡଳୀ ଜିଲ୍ଲାପାଳଙ୍କ ସହ ଆଲୋଚନା କରି କରୋନା ମୁକାବିଲା ପାଇଁ ଜନସଚେତନତା ଠାରୁ ଜନ ଚିକିତ୍ସା ଅଧିକ ଆବଶ୍ୟକ ବୋଲି ଜଣାଇଥିଲେ ।
    ବଲାଙ୍ଗିର ଜିଲ୍ଲାର କୋଭିଡ୍ -୧୯ ଜନିତ ପରିସ୍ଥିତିକୁ ସଂଗୀନ ବୋଲି ବିଚାର କରି ତୁରନ୍ତ ଯୁଦ୍ଧକାଳୀନ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ବଲାଙ୍ଗିର ଜିଲ୍ଲା କୁ ସଟ୍‌ଡାଉନ କରି ଘରକୁ ଘର କୋଭିଡ୍ ଟେଷ୍ଟ କରିବାକୁ, ବଲାଙ୍ଗିର ସହରର ପ୍ରତି ୱାର୍ଡରେ କୋଭିଡ୍ ଟେଷ୍ଟିଙ୍ଗ ୟୁନିଟ ସ୍ଥାପନ କରିବାକୁ, ଜିଲ୍ଲାରେ ଅଧିକ ସଂଖ୍ୟକ ଭେଣ୍‌ଟିଲେଟର ଓ ଅନ୍ୟାନ୍ୟ କୋଭିଡ୍ -୧୯ର ଚିକିତ୍ସା ଉପକରଣ ଉପଲବ୍ଧ କରାଇବାକୁ ଦୈନିକ ବଜାରକୁ ୫ ଭାଗରେ ବିଭକ୍ତ କରି ସ୍ଥାନାନ୍ତରିତ କରିବାକୁ, ବେଙ୍କ, ଦୋକାନ ବଜାର ଓ ଅନ୍ୟ ଭିଡ୍ ଜାଗାରେ ସାମାଜିକ ଦୂରତ୍ୱକୁ କଡାକଡି ଭାବରେ ପାଳନ କରିବାକୁ ଘରୋଇ ଚିକିତ୍ସା କ୍ଲିନିକ୍‌ମାନ ତୁରଂତ କାର୍ଯ୍ୟକ୍ଷକ କରିବାକୁ, ସ୍ୱତନ୍ତ୍ର ମୋବାଇଲ ଚିକିତ୍ସା କେନ୍ଦ୍ର ସ୍ଥାପନ କରିବାକୁ, ନିରଂତର ଭାବରେ ୱାର୍ଡକୁ ୱାର୍ଡ ସାନିଟାଇଜ କରିବାକୁ, କୋଭିଡ୍ -୧୯ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା କରିବା ସହ ହୋମ ଆଇସୋଲେସନରେ ଥିବା ରୋଗୀମାନଙ୍କୁ ତୁରଂତ ଓ ନିରଂତର ଚିକିତ୍ସା ଯୋଗାଇ ଦେବାକୁ, ବଜାର ସମସ୍ତ ପୁନଃନିର୍ଦ୍ଧାରଣ କରିବାକୁ, ଅଧିକ ସଂଖ୍ୟକ ପୋଲିସ ସଂଚାଳନ କରିବାକୁ, ବଲାଙ୍ଗିର ଜିଲ୍ଲାରେ କରୋନା ଚକିତ୍ସା ସଂପର୍କିତ ଖର୍ଚ୍ଚର ଶ୍ୱେତପତ୍ର ପ୍ରକାଶ କରିବାକୁ କେ.ଏସ୍‌.ସି.ସି. ତରଫରୁ ଦାବୀ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026

You Might Also Like