-+91-9937148622 |
prerana_bgr@rediffmail.com |
Monday 21st September 2026 |
R.N.I. Regd No. ODIODI/2010/46693
Breaking News
03-Oct-2020
କଟକ, 03/10- ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ ଶୁକ୍ରବାର ରାତି ୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ଗତ ଦେଢବର୍ଷ ଧରି ଅସୁସ୍ଥତା ହେତୁ ସେ ଘରେ ଶଯ୍ୟାଶାୟୀ ଥିଲେ।