-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ର ବିଭିନ୍ନ ଅଞ୍ଚଳରେ ବ୍ୟାପିବାରେ ଲାଗିଛି ମହାମାରୀ କରୋନାର କରାଳ ଛାୟା

30-Apr-2023



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ଲୋଇସିଂହା ନିର୍ବାଚନ ମଣ୍ଡଳୀ ଆଗଲପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଞ୍ଚଳରେ ବ୍ୟାପକ ପରିମାଣରେ କରୋନା ରୋଗ ବ୍ୟାପି ବାରେ ଲାଗିଥିବା ଯୋଗୁଁ ସଚେତନତା ଉପରେ ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏକ ବୈଠକ ବସିଥିବା ଇନ୍ ଚାର୍ଜ ବେଣୁଧର ପଧାନ ସୂଚନା ଦେଇଛନ୍ତି l ଉକ୍ତ କେନ୍ଦ୍ର ଅଧିନସ୍ଥ ରୋତ, ଦୁଡ଼ୁକା, ସାଲେଭଟା, ନଅଗାଁ କ ତଥା ଅନ୍ୟାନ୍ୟ ଉପକେନ୍ଦ୍ର ଓ ବରଗଡ ଜିଲ୍ଲା ଗାଇସିଲେଟ, ବିଜେପୁର ର ଲାଉମୁଣ୍ଡା ଅଞ୍ଚଳର ଗ୍ରାମ ଗୁଡ଼ିକ ନିର୍ଭର କରୁଥିବାରୁ ଗତ  ତିନି ଚାରି ସପ୍ତାହ ମଧ୍ୟରେ ଗାଇସିଲେଟ, ଲାଉମୁଣ୍ଡା ଅଞ୍ଚଲରୁ ୪୦ ପ୍ରତିଶତ ଓ ଆଗଲପୁର ଗୋଷ୍ଠୀ  ସ୍ବାସ୍ଥ୍ୟକେନ୍ଦ୍ର ଅଞ୍ଚଳରୁ ୬୦ ପ୍ରତିଶତ କରୋନା ରୋଗ ପୋଜିଟିଭ ବାହାରି ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସୂତ୍ରରୁ ପ୍ରକାଶ l ଗତ ୨୭ ତାରିଖର ତଥ୍ୟ ଅନୁସାରେ ଏହି ଅଞ୍ଚଳରେ ୬ ଗୋଟି ପୋଜିଟିଭ ବାହାରି ଥିବା ସେହି ରୋଗୀ ମାନେ ଘରୋଇ ଚିକିତ୍ସା ହେଉଥିବା ଡ଼ା. ପଧାନ ସୂଚନା ଦେଇଛନ୍ତି l ଗତ ୨୨ ତାରିଖ ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଞ୍ଚଳ ପାଖ ଗ୍ରାମରେ ଏକ ଗର୍ଭବତି ଜଣଙ୍କର ପୋଜିଟିଭ ବାହାରି ଥିବାରୁ ତାଙ୍କୁ ବୁର୍ଲ୍ଲା ଭୀମ ସାର ଡାକ୍ତରଖାନା ରେ ପ୍ରସବ ପରେ ମୃତ୍ୟୁବରଣ କରିଥିବା ସୂଚନାରୁ ପ୍ରକାଶ l ଗତକାଲି ଆଗଲପୁର ଡାକ୍ତର ଖାନ। ରେ ଜଣେ ମହିଳାଙ୍କ ପୋଜିଟିଭ ବାହାରି ଥିବା ଡ଼ା. ସୂଚନା ଦେଇଛନ୍ତି l ଏଥିପାଇଁ ଇନଚାର୍ଜ ବେଣୁଧର ପଧାନ ଡାକ୍ତରଖାନାରେ ଏକ ବୈଠକ ଡାକି ଏମ ଏଚ୍ ୟୁ, , ସି ଏଚ ଓ, ଅଙ୍ଗନ୍ବାଡି, ଆଶା, ୱାର୍ଡ ମେମ୍ବର, ହେଲଥ ୱାର୍କର ମାନଙ୍କୁ ଡାକି ସଚେତନତା ଉପରେ ଏକ କାର୍ଯ୍ୟକ୍ରମ କରାଯାଇଛି l ପ୍ରତି ଘର ଘର ବୁଲି ଲୋକଙ୍କୁ ସଚେତନ କରି  କରୋନା ଦୂର କରିବା ପାଇ ପ୍ରୟାସ କରିବା  ଦ୍ୱାରା ପ୍ରଭାବ କମିବାରେ ଲାଗିଛି ବୋଲି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like