-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର ବୈଠକ, ପାଳିବ ବୁଦ୍ଧ ଜୟନ୍ତୀ

30-Apr-2023



ବଲାଙ୍ଗୀର, ସ୍ଥାନୀୟ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟରେ ବଲାଙ୍ଗୀର ନାଗରିକ କମିଟିର କାର୍ଯ୍ୟକାରୀ ବୈଠକ ସଭାପତି ଇଂ ବେଲାରସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ ବିଭିନ୍ନ ପ୍ରସ୍ତାବ ଆଗତ କରି ସଭାକୁ ପରିଚାଳନା କରିଥିଲେ । ଏଥିରେ ଗତ ଏପ୍ରିଲ ୧୨ରେ ଅନୁଷ୍ଠିତ ହୋଇଥିବା ଧାରଣା କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରାଯାଇ ଯୋଗ ଦେଇଥିବା ବିଭିନ୍ନ ଅନୁଷ୍ଠାନ ଯଥା ବଲାଙ୍ଗୀର କ୍ରିୟାନୁଷ୍ଠାନ କମିଟି, କୋସଲ ରାଜ୍ୟ ସମନ୍ୱୟ ସମିତି, ସ୍ୱେଚ୍ଛାସେବୀ ସଙ୍ଗଠନ, କୋସଲ ମୁକ୍ତି ମୋର୍ଚ୍ଚା, ବରିଷ୍ଠ ନାଗରିକ ମଂଚ, ଓବିସି ମଂଚ, ବଜରଙ୍ଗ ଦଳ, ପଶ୍ଚିମ ଓଡ଼ିଶା ଯୁବା ମଂଚ, ବିଙ୍ଗ ହ୍ୟୁମେନ୍ ଫାଉଣ୍ଡେସନ୍‌, ଅବସରପ୍ରାପ୍ତ ସରକାରୀକର୍ମଚାରୀ ସଂଘ, ଅଭିଭାବକ ସଂଘ, ସ୍ମାଇଲ୍ ଫର୍ ଅଲ୍ ଆଦି ସଂଗଠନ ଓ ତାଙ୍କର ପ୍ରତିନିଧି ମାନଙ୍କୁୁ କମିଟି ତରଫରୁ ଧନ୍ୟବାଦ ଦିଆ ଯାଇଥିଲା । ଏପରିକି ଆଗାମୀ ଦିନ ମାନଙ୍କରେ ମିଳିତ ଭାବରେ ଆନ୍ଦୋଳନ କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଇତି ମଧ୍ୟରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ପ୍ରଫେସର ଓ ଅନ୍ୟାନ୍ୟ କର୍ମଚାରୀ ମାନେ ବାରମ୍ବାର ଅନୁପସ୍ଥିତ ରହୁଥିବାରୁ ତାର ବିରୁଦ୍ଧରେ ପରିଚାଳନା କିମିଟି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାର ନିଷ୍ପତ୍ତି ନେଇଛି ।  ନାଗରିକ କମିଟି ଉକ୍ତ ପଦକ୍ଷେପକୁ ସ୍ୱାଗତ କରି ପରିଚାଳନା କମିଟିର ସଭାପତି ତଥା ରାଜସ୍ୱ କମିଶନର ଡ. ସୁରେଶ ଚନ୍ଦ୍ର ଦଲୱାଇ  ତଥା ଅନ୍ୟାନ୍ୟ ସଭ୍ୟ ମାନଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି । ଆସନ୍ତା ମଇ ୫ ରେ ନାଗରିକ କମିଟି ତରଫରୁ ବୁଦ୍ଧ ଜୟନ୍ତୀ ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । 
ଶେଷରେ ସହସଂପାଦକ ଡା. ଚକ୍ରପାଣି ଦାଶ ଧନ୍ୟବାଦ ଦେଇଥିବା ବେଳେ ଉପସଭାପତି ନିତ୍ୟାନନ୍ଦ ମିଶ୍ର, ଗଜେନ୍ଦ୍ର ଭ୍ରମର, ଗୋପଭୂଷଣ ନାଥ, ଜୟରାମ ମିଶ୍ର, ମନୋରଂଜନ ପୁରୋହିତ, ଦିବାକର ହୋତା, ଗୋପବନ୍ଧୁ ପୁରୋହିତ, ସଲିମ୍ ଖାନ୍ ଓ  ବ୍ରଜରାଜ ପୁରୋହିତ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like