-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଅତିରିକ୍ତ ସଚିବ ଗୁହା ପୁନମ ଙ୍କ  ତିନିଦିନିଆଁ ବୌଦ୍ଧ ଜିଲ୍ଲା ଗସ୍ତ, ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା 

30-Apr-2023



କଣ୍ଟାମାଳ(ସତ୍ୟ ବିଭାର ): ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଓରମାସ ଏବଂ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଗୁହା ପୁନମ ତାପସ କୁମାର ତିନିଦିନିଆଁ ବୌଦ୍ଧଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହିତ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି l ଏହି ଗସ୍ତ ସମୟରେ ଶ୍ରୀମତୀ ଗୁହା ପୁନମ ପ୍ରଥମ ଦିବସରେ ବୌଦ୍ଧ ଏନଏସିର ବିଭିନ୍ନ ପ୍ରକଳ୍ପ ବୁଲିବା ସହିତ ବୁଟୁପାଲି ସ୍ୱଧାର ଗୃହ, ଜିଲ୍ଲା ରିସୋର୍ସ ସେଣ୍ଟର,ଯୋଗୀନ୍ଦ୍ର ଦେବ ଉଦ୍ୟାନ, ଶ୍ରୀଜଗନ୍ନାଥ ମନ୍ଦିର,ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର, ମିଲେଟ ଶକ୍ତି କାଫେ ଆଦି ପରିଦର୍ଶନ କରିଥିଲେ l ଦ୍ୱିତୀୟ ଦିବସରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ତେତେଲେଙ୍ଗା,ମାଛ ଯାଆଁଳା କେନ୍ଦ୍ର ତେଲିବନ୍ଧ, ବହିରା ୫T ବିଦ୍ୟାଳୟ 

ବାଉଁଶୁଣୀ ଗୋଷ୍ଠୀ ଚିକିତ୍ସାଳୟ, ବଉଦିଆପଡାର ମଙ୍ଗଳମୟୀ ଉତ୍ପାଦକ ସଂଘ ସହିତ ଆଲୋଚନା, କଣ୍ଟାମାଳ ବ୍ଲକର ମନମୁଣ୍ଡା ବାସୁଦେବପାଲିର ନାରୀ ସମୃଦ୍ଧି ପ୍ରଡ୍ୟୁସର ଗୃପ(ଧୂପକାଠି କ୍ଲଷ୍ଟର), ଦେଉଳୀର ମେଗାଲିପ୍ଟ ଜଳସେଚନ ପ୍ରକଳ୍ପ,କୁଲତାଜୋର ର ନୁଆପାଲି ଠାରେ ପିଆଜ ସଂରକ୍ଷଣ ବ୍ୟବସ୍ଥା,କୀଟନାଶକ ପ୍ରୟୋଗ ବିନା ଚାଷ ପ୍ରଣାଳୀ, ପଲଶାଗୋରା ପଞ୍ଚାୟତରେ ମିଶନ ଶକ୍ତି ଗୃହ, ସୁଲ୍ଲଭ ବିକ୍ରୟ କେନ୍ଦ୍ର ଏବଂ ଐତିହାସିକ ଗନ୍ଧରାଢି ମନ୍ଦିର ପରିଦର୍ଶନ କରିଥିଲେ । ସେହିପରି ତୃତୀୟ ଦିବସରେ ବୌଦ୍ଧଠାରେ ୩୦୦ ଶଯ୍ୟା ବିଶିଷ୍ଟ ନିର୍ମାଣାଧିନ ଚିକିତ୍ସାଳୟ, ପୁରୁଣା ଶିଳ୍ପ ତାଲିମକେନ୍ଦ୍ର କୋଠାରେ ଅସ୍ଥାୟୀ କିଡନୀ ଚିକିତ୍ସାଳୟ, ଆଦର୍ଶ କୃଷକ ବଜାର ପରିବା ହାଟ ବୁଲି କୃଷକମାନଙ୍କ ସହିତ ଆଲୋଚନା, ମିଶନ ଶକ୍ତି ଓ ମିଲେଟ ଶକ୍ତି କାଫେରେ ମହିଳା ଗୋଷ୍ଠୀଙ୍କ ସହିତ ଆଲୋଚନା, ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ଜଳ ପରୀକ୍ଷଣ କେନ୍ଦ୍ର ପରିଦର୍ଶନ କରି ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅଧିକାରୀମାନଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ l ଏହି ସମୀକ୍ଷା ବୈଠକରେ ନିର୍ମାଣାଧିନ ପ୍ରକଳ୍ପ ଗୁଡିକର କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ଶ୍ରୀମତୀ ପୁନମ ପରାମର୍ଶ ଦେଇଥିଲେ l ପରେ ଶ୍ରୀମତୀ ପୁନମ

ହରଭଙ୍ଗା ବ୍ଲକର ବୀରନରସିଂହପୁର ରାମକୃଷ୍ଣ ବାଳାଶ୍ରମ, ବଡବନ୍ଧ କନ୍ୟାଶ୍ରମରେ ଛାତ୍ରାବାସ, ପରଗଳପୁର ବୁଦ୍ଧ ମନ୍ଦିର, ଧଳପୁର ବ୍ରିଜ,ଭୈରବୀ ମନ୍ଦିର ପରିଦର୍ଶନ କରିଥିଲେ l ଏହି ଗସ୍ତ ସମୟରେ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଶ୍ୱିନୀ କୁମାର ମେହେର, ତହସିଲଦାର ଦେବୀ ପ୍ରସାଦ ଦାଶ, ଟିଆରଓ ସୁମନ ରାଜା ମହାନ୍ତି, ରାଜେନ୍ଦ୍ର ନାରାୟଣ ସେନାପତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଳ କୁମାର ପ୍ରଧାନ, ଓରମାସ ଅଧିକାରୀ ଶିବାଶିଷ ଦାଶଙ୍କ  ସମେତ ସମସ୍ତ ଜିଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like