-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସୁରଭି କୃଷି ବିକାଶ ସମିତିର ବୈଠକ ଅନୁଷ୍ଠିତ

30-Apr-2023



କଣ୍ଟାବାଞ୍ଜୀ (ପ୍ରେରଣା ଖବର )
ବିଛୁବାହାଲିସ୍ଥିତ ସୁରଭି ଶୋଧ ଏବଂ ବିକାଶ କେନ୍ଦ୍ର ଠାରେ ସୁରଭି କୃଷି ବିକାଶ ସମିତିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ସୁରଭି ଶୋଧର ସଂଯୋଜକ ଅଶୋକ ଛାପଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ୩୮ଗୋଟି ଗ୍ରାମର କୃଷକମାନେ ଯୋଗ ଦେଇଥିଲେ।ଜୈବିକ ଖତ ପ୍ରୟୋଗ କରି ବିଷମୁକ୍ତ ଚାଷ କରିବାକୁହେଲେ ଗୋପାଳନ ଓ ସୁରକ୍ଷା କରିବାକୁ ପଡିବ ବୋଲି ଅତିଥି ମାନେ ମତ ଦେଇଥିଲେ।ବର୍ତ୍ତମାନ ସମୟ ଆସିଛି ରାସାୟନିକ ସାରକୁ ବ୍ୟବହାରନକରି ଗୋଖତ ଦ୍ଵାରା ଚାଷ କଲେ ଜୈବିକ ଚାଷର ଚାହିଦା ବଢିବ ବୋଲି ପ୍ରକୃତି ବନ୍ଧୁ ବିରଞ୍ଚି ନାରାୟଣ ଦାଶ କହିଥିଲେ।ଚାଷୀମାନଙ୍କୁ ଉନ୍ନତ ଧରଣର ଚାଷ ଓ ଗୋପାଳନ ଉପରେ ତାଲିମ ଦେବାପାଇଁ ମଇମାସ ୧୩ଓ୧୪ତାରିଖ ଦୁଇଦିନ ଧରି ଏକ ତାଲିମ ଶିବିର ଆୟୋଜନ କରିବାକୁ ନିଷ୍ପତ୍ତି ନିଆଗଲା।ଏହି ବୈଠକରେ ଅନିରୁଦ୍ଧ ଛତ୍ରିଆ,ଗୁଣନିଧି ବିଶ୍ୱାଲ,ଥମିର ଛତ୍ରିଆ,ତ୍ରିବିକ୍ରମ ହୋତା, ଚିତ୍ତରଞ୍ଜନ ଠାକୁର,ନିଳାମ୍ବର ବାଗ,ଟିକେଶ୍ୱର ସାହୁ,ତ୍ରିନାଥ ସାହୁ, କୁଞ୍ଜବନ ମେହେର,ହିମାଚଳ ସାହୁ,ମୋହନ ମାଝୀ,ପରମାନନ୍ଦ ଠାକୁର, ପୁରୁଷୋତ୍ତମ ହାତୀ, ବେଦବ୍ୟାସ ପୁଟେଲ ସମେତ ପଚାଷରୁ ଉର୍ଦ୍ଧ୍ବ ଚାଷୀମାନେ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like