-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମହାରାଜା ହାଇସ୍କୁଲର କ୍ରୀଡା ଶିକ୍ଷକ ରଘୁନାଥ ଥନାପତିଙ୍କ ଅବସରକାଳୀନ ସମ୍ବର୍ଦ୍ଧନା I

30-Apr-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ମହାରାଜା ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ କ୍ରୀଡା ଶିକ୍ଷକ ରଘୁନାଥ ଥନାପତିଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି Iଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶୀଷ ରଂଜନ ରଥଙ୍କ ଅଧ୍ୟକ୍ଷତାରେ ବିଦୟାକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା I ଏଥିରେ  ମୋ ସ୍କୁଲ ଅଭିଯାନର ସଭାପତି ଗୋରେଖନାଥ ସାହୁ  ମୁଖ୍ୟ ଅତିଥି ଓ   କୋଷାଧକ୍ଷ ଦିଲ୍ଲୀପ କୁମାର ରଥ ସମ୍ମାନିତ ଅତିଥି ଭାବରେ ଯୋଗଦେଇ  ଖେଳ ଶିକ୍ଷକ ଶ୍ରୀଯୁକ୍ତ ଥନାପତିଙ୍କୁ ଉପଢୌକନ ଓ ପ୍ରଶଂସାପତ୍ର ଦେଇ ସମ୍ମାନୀତ କରିଥିଲେ I ପ୍ରକାଶ ଥାଉ କି ଖେଳ ଶିକ୍ଷକ ରଘୁନାଥ ଥନାପତି ନିଜର କର୍ମମୟ ଜୀବନ ଦଧିବାମନ ଉଚ୍ଚ ବିଦ୍ୟାଳୟ , ବାଉଁଶୁଣୀରୁ ଆରମ୍ଭ କରି କୋଡିଏ ବର୍ଷ ପରେ 2006 ମସିହାରେ ମହାରାଜା ଉଚ୍ଚ ବିଦ୍ୟାଳୟ ସୋନପୁରରେ କ୍ରୀଡା ଶିକ୍ଷକ ଭାବେ ଯୋଗଦାନ କରିଥିଲେ I ଦୀର୍ଘ 17 ବର୍ଷ ରୁ ଉର୍ଦ୍ଧ୍ବ ସମୟ ଧରି ଏହି ବିଦ୍ୟାଳୟରେ କ୍ରୀଡା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣି ପାରିଛନ୍ତି  I ଯୋଗ, ବ୍ୟାଡମିଣ୍ଟନ, କ୍ରିକେଟ ଆଦି ଖେଳରେ ଛାତ୍ରମାନଙ୍କୁ ତାଲିମ ଦେଇ ସଫଳ କ୍ରୀଡାବିଦ୍ ଭାବେ ଗଢି ତୋଲିଛନ୍ତି  I ଏପରିକି ଏହି ବିଦ୍ୟାଳୟରୁ ବହୁ ଛାତ୍ର ରାଜ୍ୟ ତଥା ଜାତୀୟ ସ୍ତରରେ ବିଭିନ୍ନ ପ୍ରତିଯୋଗୀତାରେ  ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି I I ଖାଲି ଏତିକି ନୁହେଁ ଶ୍ରୀ ଥନାପତି ଜଣେ ଦାୟିତ୍ବସମ୍ପନ୍ନ ବ୍ୟକ୍ତି ଭାବେ ବିଦ୍ୟାଳୟର ବିଭନ୍ନ ବିଭାଗର ଦାୟିତ୍ବକୁ ସୁଚାରୁ ରୁପେ ନିର୍ବାହ କରି ପାରିଛନ୍ତି  I  ଆଜି ତାଙ୍କ ବିଦାୟକାଳୀନ ସଭାରେ ଛାତ୍ର ତଥା ତାଙ୍କର ସହଯୋଗୀ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଭାବବିହ୍ବଳ ହୋଇ ତାଙ୍କୁ ଅଶୃଳ ବିଦାୟ ଦେଇଥିଲେ  Iଏହି ଅବସରରେ ବିଦ୍ୟାଳୟର କିରାଣୀ ତାରାଚାନ୍ଦ ମେହେରଙ୍କୁ ମଧ୍ୟ ଧର୍ମଶାଳା ବିଦ୍ୟାଳୟକୁ ବଦଳି ସକାଶେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like