-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

୬୦ ଘର ଡୁମାଲ ସମାଜର ସାଙ୍ଗଠାନିକ ବୈଠକ

30-Apr-2023



ବଲାଙ୍ଗିର(ଦେବାଶିଷ ବହିଦାର)- ୬୦ ଘର ଡୁମାଲ ସମାଜ ବଲାଙ୍ଗିର ଜିଲ୍ଲାର ର ଏକ ସାଙ୍ଗଠାନିକ ବୈଠକ ଯାଦବ ଭବନ ଠାରେ ଜିଲ୍ଲା ସଭାପତି ଲମ୍ବୋଧର ମହାକୁର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାପତିଙ୍କ ସ୍ୱାଗତ ଭାଷଣ ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ରାଜ୍ୟ ପରିଷଦକୁ ପ୍ରତିନିଧିତ୍ୱ କରୁଥିବା ୬ ଜଣ ସଭ୍ୟ ଦୟାନିଧି ଖମାରୀ, ଚକାନନ୍ଦ କମ୍ପ, ପ୍ରଫୁଲ୍ଲ ବଘାର, ନାରାୟଣ କମ୍ପ, ସୁବଳ ଖମାରୀ, ବୃଷୁବ ଦନ୍ତା ଙ୍କୁ ବୈଠକରେ ଉପଢୈାକନ ଦେଇ ସମ୍ମାନିତ କରାଯାଇଥିଲା । ୧୪.୦୫.୨୦୨୩ ତାରିଖରେ ବଲାଙ୍ଗିର ରେ ରାଜ୍ୟ ପରିଷଦ ଗଠନ କରାଯିବାକୁ ସ୍ଥିର କରାଯାଇଥିବାରୁ ଏହା ଆମ ପାଇଁ ସମ୍ମାନର ପ୍ରଶ୍ନ ଭାବରେ ଗ୍ରହଣ କରିବାକୁ ସଭାପତି ମତପ୍ରକାଶ କରିଥିଲେ ଏବଂ ସମସ୍ତ ସକ୍ରିୟ ସଭ୍ୟ ଏଥିରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ । ୬୦ ଘର ଡୁମାଲ ସମାଜର ଏକ ଭବନ ବଲାଙ୍ଗିର ସହରାଞ୍ଚଳରେ ନିର୍ମାଣ କରାଯିବାକୁ ପ୍ରସ୍ତାବ ଆଗତ ହୋଇଥିଲା । ବଲାଙ୍ଗିର ସହରାଞ୍ଚଳ ସଭାପତି ସଂଜୟ କୁମାର ମହାକୁର ଡୁମାଲ ଭବନ ପାଇଁ ଜମି ଓ ସମନ୍ୱୟ କମିଟି ଗଠନ ଉପରେ ସୂଚନା ଦେଇଥିଲେ । ଭବନ ନିର୍ମାଣ ନିମନ୍ତେ ୨୭ଟି ଚକର ସଭାପତି, ଜିଲ୍ଲା କାର୍ଯ୍ୟକାରିଣୀ ସଭ୍ୟ, ସହରାଞ୍ଚଳ କମିଟି ଓ ଉପଦେଷ୍ଟା ମଣ୍ଡଳିର ସଭ୍ୟଙ୍କୁ ନେଇ ଏକ ପୂର୍ଣ୍ଣାଙ୍ଗ କମିଟି ଗଠନ କରାଯାଇଥିଲା । ପରିଶେଷରେ ବିଭିନ୍ନ କେନ୍ଦ୍ରମାନଙ୍କରେ ଥିବା ଛୋଟ ବଡ ସମସ୍ୟା ଉପରେ ଉପସ୍ଥିତ ସଭ୍ୟ ନିଜ ନିଜର ମତ ଉପସ୍ଥାପନ କରିଥିଲେ ଏବଂ ଆଗାମୀ ଦିନରେ ଜିଲ୍ଲା କାର୍ଯ୍ୟକାରିଣୀ କମିଟି ର ତତ୍ତ୍ୱାବଧାନରେ ସେ ସବୁ ସମସ୍ୟାର ସମାଧାନ ପାଇଁ ସର୍ବସମ୍ମତି କ୍ରମେ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା । ଜାତି ସମାଜର ଉନ୍ନତି ପାଇଁ ମିଳିତ ପ୍ରୟାସ କରିବାକୁ ସମସ୍ତେ ଏକ ହୋଇ କାମ କରିବା ପାଇଁ ଉପସ୍ଥିତ ସମସ୍ତ ସଭ୍ୟ ଶପଥ ନେଇଥିଲେ । ଶେଷରେ ଜିଲ୍ଲା କାର୍ଯ୍ୟକାରିଣି ସଭ୍ୟ ଚକାନନ୍ଦ କମ୍ପ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like