-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

    ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ

30-Apr-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର) ସ୍ଥାନୀୟ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ପ୍ରାଙ୍ଗଣରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ସମ୍ମାନାର୍ଥେ ଏକ ଭବ୍ୟ ସଭାକାର୍ଯ୍ୟ ଆୟୋଜିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଘାସିରାମ ସାହୁ ସଭାରେ ଅଧ୍ୟକ୍ଷ୍ୟତା କରିଥିଲେ । ବିଶିଷ୍ଟ ଶିକ୍ଷାବିତ କୁମୁଦ ଚରଣ ପୂଜାରୀ, ପ୍ରାକ୍ତନ ପ୍ରଧାନଶିକ୍ଷକ ବସନ୍ତ କୁମାର ହୋତା, ପରିଚାଳନା କମିଟି ସଭ୍ୟବୃନ୍ଦ ମଂଚାସୀନ ହୋଇ ବିଦାୟୀ ଶିକ୍ଷକ ଶ୍ରୀପୂଜାରୀଙ୍କ  ସେବା ସମର୍ପଣ ଓ କର୍ତବ୍ୟନିଷ୍ଠା ବିଷୟରେ ଆବେଗିକ ବକ୍ତବ୍ୟ ରଖିଥିଲେ । ନିମନ୍ତ୍ରୀତ ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ, ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ବୃନ୍ଦ ଏଥିରେ ଯୋଗଦାନ କରି ସ୍ୱକୀୟ ବକ୍ତବ୍ୟ କ୍ରମରେ ଶ୍ରୀପୂଜାରୀଙ୍କୁ ଭୂୟସୀ ପ୍ରଂଶସା କରିଥିଲେ ।

ଶ୍ରୀପୂଜାରୀଙ୍କୁ ମଂଚାସୀନ ଅତିଥି ବୃନ୍ଦ ମାନପତ୍ର ଏବଂ ଉପଢୌକନ ପ୍ରଦାନ କରିି ସମ୍ବର୍ଦ୍ଧିତ କରିଥିଲେ । ଶ୍ରୀ ପୂଜାରୀ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ରବିଚନ୍ଦ୍ର ପଶାୟତଙ୍କୁ ପ୍ରଧାନଶିକ୍ଷକ କାର୍ଯ୍ୟଭାର ଅର୍ପଣ କରିଥିଲେ ଓ ଭାବବିହ୍ୱଳ ବିଦାୟୀ ଅଭିିଭାଷଣ ପ୍ରଦାନ କରିଥିଲେ । ଦ୍ୱୀତାୟର୍ଦ୍ଧରେ ପୂରାତନ ଛାତ୍ରଛାତ୍ରୀ ତଥା ମାୟାବର୍ହା ଗ୍ରାମବାସୀ  ବୃନ୍ଦ ଶ୍ରୀ ପୂଜାରୀଙ୍କୁ ଗ୍ରାମ ପରିକ୍ରମାରେ ନେଇ ବିଦାୟ ସମ୍ବର୍ଦ୍ଧନା ଦେବା ସହିତ  ଏକ ଭବ୍ୟ ପଟୁଆରରେ ଶ୍ରୀପୂଜାରୀଙ୍କ ପୈତୃକ ଗ୍ରାମ ସତଲମାକୁ ପାଛୋଟି ନେଇଥିଲେ ।

ବିଦ୍ୟାଳୟର ହିନ୍ଦୀ ଶିକ୍ଷକ  ନନ୍ଦିଘୋଷ ବାରିକ ସଭା ସଂଯୋଜନା କରିଥିଲେ । ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପଧାନ ସ୍ୱାଗତ ଅଭିଭାଷଣ ପ୍ରଦାନ କରିିଥିବା ବେଳେ ଅତିିଥି ଶିକ୍ଷକ ଗୋପାଳ ସାହୁୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଖେଳ  ଶିକ୍ଷକ ପ୍ରହଲ୍ଲାଦ ଦାଶ, ମୋ ସ୍କୁଲ ଅଭିଯାନର ସଭାପତି ସତ୍ୟନାରାୟଣ  ପଧାନ, ସଂଜିବ କୁମାର ପୂଜାରୀ, ମୀନକେତନ ଦାଶ, ବିଭିଷଣ ଖାମାରି, କିଶୋର ଚନ୍ଦ୍ର ପୁଟେଲ, ବନାମାଳୀ ସାହୁ, ପ୍ରଦୀପ ଭୋଇ, ତପସ୍ୱିନୀ ଦାଶ, ପ୍ରଭାସିନୀ  ଦାଶ, ସତ୍ୟ  ଖମାରୀ, କିରନ ପୁଟେଲ, ସ୍ନିଗଧା ପ୍ରଧାନ, ସମୀର ପଧାନ,ଶୁଭେନ୍ଦୁ ନାୟକ, ସୁନିଲ ପଧାନ, ଉମାକାନ୍ତ ଯ୍‌ୁଆଡି, ଗଜାନନ ପଧାନ, ସଂଜୀବ ଖମରୀ,  ରାଧାକାନ୍ତ ଯୁଆଡି ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like