-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩, ଆନ୍ୟା ସ୍ପୋଟିଙ୍ଗକୁ ହରାଇ କମ୍ରେଡ ବିଜୟୀ( ଆଜି ପିସିସି ଓ  ସାଗର-୧୧ ମଧ୍ୟରେ ଲଢେ଼ଇ) 

30-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ତୃତୀୟ ରାଉଣ୍ଡର ପ୍ରଥମ ମ୍ୟାଚରେ ଆନ୍ୟା ସ୍ପୋଟିଙ୍ଗକୁ ହରାଇ କମ୍ରେଡ ବିଜୟୀ ହୋଇଛି । ଟଚ ଜିଣି ଆନ୍ୟା ସ୍ପୋଟିଙ୍ଗ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୬ୱିକେଟ ହରାଇ ୭୬ରନ କରିଥିଲା ତାର ଜବାବରେ କମ୍ରେଡ ଦଳ ୫ୱିକେଟ ହରାଇ ୯.୩ଓଭରରେ ୭୮ରନ କରି ବିଜୟୀ ହୋଇଥିଲା। ମ୍ୟାଚକୁ ପ୍ରଦୀପ ମହାଳିଂ ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ବୈରାଗୀ ପ୍ରଧାନ,ଶଶାଙ୍କ ଶେଖର ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ଉପ ସଭାପତି ବୁଲୁ ଦଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ବିନିକା ଏବିଇଓ ରାମଜୀ ବାବୁ,ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ମତ୍ସ୍ୟ

ଉତ୍ପାଦନ କେନ୍ଦ୍ର କର୍ମଚାରୀ ଗୌତମ ମିଶ୍ର,ଅବସରପ୍ରାପ୍ତ ରାଜସ୍ବ ଅଧିକାରୀ ଅରୁଣ ପୁରୋହିତ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିନୋଦ ମେହେର ପ୍ରମୁଖ ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ସବାର୍ଧିକ ରନ କରିଥିବା କମ୍ରେଡ ଦଳର ଆନନ୍ଦ ବଢେଇଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ସୋମବାର ଅପରାହ୍ନରେ ପିସିସି ବନାମ ସାଗର-୧୧ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବେ ସନ୍ତୋଷିନୀ ମନ୍ଦିର ପ୍ରତିଷ୍ଠାତା ତଥା ଯୁବ ସଂଗଠକ ସନ୍ତୋଷ କୁମାର ଅଗ୍ରୱାଲ,ସ୍ଵତନ୍ତ୍ର ଅତିଥି ଭାବେ ଯୁବ ଉଦ୍ୟୋଗୀ ବାସୁଦେବ ମିଶ୍ର,ସମ୍ମାନିତ ଅତିଥି ଭାବେ ଯୁବ ବ୍ୟବସାୟୀ ତଥା ନ୍ୟୁ ପାଣିଗ୍ରାହୀ ହୋଟେଲ ପ୍ରୋପାଇଟର ଶେଷଦେବ ପାଣିଗ୍ରାହୀ(ଟିଟୁ),ପ୍ରିନ୍ସ ସ୍ପୋଟିଂ ମାଲିକ ଜିତେନ୍ଦ୍ର ହୋତା ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like