-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କର ଫାଉଣ୍ଡେସନ ର ତୃତୀୟ ପ୍ରତିଷ୍ଠା ଦିବସ ପାଳିତ

01-May-2023



ଭୁବନେଶ୍ୱର:ସାମାଜିକ ସ୍ୱେଚ୍ଛାସେବୀ ଅନୁଷ୍ଠାନ “କର ଫାଉଣ୍ଡେସନ୍‌’ ର ତୃତୀୟ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ସ୍ଥାନୀୟ ବୁଦ୍ଧ ମନ୍ଦିର ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା କିଛି ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରାଯାଇଥିଲା । ଅନୁଷ୍ଠାନର ବାର୍ଷିକ କାର୍ଯ୍ୟକ୍ରମର ଏକ ଫଟୋଚିତ୍ର ପ୍ରଦର୍ଶନ କରାଯିବା ସହ ବାର୍ଷିକ ବିବରଣୀ ପ୍ରଦାନ କରାଯାଇଥିଲା । ଏଥିରେ ଅତିଥି ରୂପେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର  ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା,କର ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ତଥା ଭର୍ସାଟାଇଲ୍ ଅଭିନେତା ଶ୍ରୀଯୁକ୍ତ ଚନ୍ଦନ କର, ଯୁବ ସାମାଜିକ କର୍ମୀ ମୀର ଅହମ୍ମଦ ଅଲ୍ଲୀ, ଚଳଚ୍ଚିତ୍ର ପ୍ରଯୋଜକ ପ୍ରଦୀପ କୁମାର ଯୋଗଦେଇ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ । ସମ୍ମାନିତ ବ୍ୟକ୍ତିମାନେ ହେଲେ  ସାମ୍ବାଦିକ ଦୁର୍ଗାଶିଷ, ସାଇବର ଏକ୍ସପର୍ଟ ପ୍ରଶାନ୍ତ ସାହୁ, ଅଭିନେତା ଆର୍‌ଜେ କେପି, ସାମ୍ବାଦିକ ଅବିନାଶ ଷଡ଼ଙ୍ଗୀ, ଅଭିନେତା କାଳୀଚରଣ ଆଚାର୍ଯ୍ୟ, ମାନବାଧିକାର କର୍ମୀ ଡଃ ସୁନୀତା ମହାନ୍ତି, ସାମ୍ବାଦିକ ଗୁରୁପାଦ ନାଥ, ସଂଗ୍ରାମୀ ଯୁବଛାତ୍ର ସଂଗଠନର ରାଜ୍ୟ ସହ-ସଂଯୋଜକ ମାନସ ରଞ୍ଜନ ସାହୁ, ସମାଜସେବୀ ପ୍ରଜ୍ଞାସ୍ମିତା ଦାସ, ସେଣ୍ଟର୍ ଫର୍‌ ଭଲ୍ୟୁଣ୍ଟାରି ସର୍ଭିସ୍‌, ଖୋର୍ଦ୍ଧା ପାଇକ ଟ୍ରଷ୍ଟ, ନୟାଗଡ଼ ହେଲପିଙ୍ଗ୍ ହ୍ୟାଣ୍ଡ, ସମାଜସେବୀ ବିନୋଦ କୁମାର ରାଉତ, ଶିକ୍ଷୟିତ୍ରୀ ଭାଗ୍ୟଶ୍ରୀ ମହାନ୍ତି ।  ସଭା ପରିଚାଳନା କରିଥିଲେ ନିରୋଜ କୁମାର, ସିଲୁ ସାହୁ ଓ ଅନ୍ନପୂର୍ଣ୍ଣା ଦାସ ,ରଜନୀକାନ୍ତ ନାୟକ, ଶେଖ ଗୁଲଜାର ହୁସେନ୍‌, ଶ୍ରୀରାମ ରାୟ ଏବଂ ପ୍ରିୟଙ୍କା  ।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like