-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନିୟମିତ ଦାବୀ ଓ ୨ ମାସର ଦରମା ପ୍ରଦାନ ନେଇ ଶିକ୍ଷକ ସଂଘର ଦାବୀପତ୍ର ପ୍ରଦାନ

01-May-2023



ବଲାଙ୍ଗିର (ଦେବାଶିଷ ବହିଦାର): ବଲାଙ୍ଗିର ଜିଲ୍ଲାର ସରକାରୀ ହାଇସ୍କୁଲରେ ୨୦୧୬-୨୦୨୨ ମସିହାର ନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଦୁଇ ମାସର ଦରମା ଓ ନିୟମିତ ଦାବୀ ନେଇ ରାଜ୍ୟ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ଉପ-ସଭାପତି ବିନୋଦ କୁମାର ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନ ତଥା ଗତ ଅକ୍ଟୋବର ମାସ ୧୫ ତାରିଖରେ ଓଡିଶା ମାଟିରୁ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ କଲେ । ଜି.ଏ.ଏଣ୍ଡ ପି.ଜି ବିଭାଗ ର ନୋଟିଫିକେସନ ନଂ- ୨୯୦୭୬, ତା.୧୭.୧୦.୨୦୨୨ ଅନୁସାରେ ୨୦୧୩ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମରେ ନିଯୁକ୍ତ ସମସ୍ତ କର୍ମଚାରୀମାନେ ନିୟମିତ ହେବେ ବୋଲି ଉଲ୍ଲେଖ କରାଯାଇଛି ।

ଏହି ଶିକ୍ଷକ ମାନେ ଉକ୍ତ ନିୟମ ଅନୁସାରେ ଆସୁଥିଲେ ହେଁ ରାଜ୍ୟ ର ଅନ୍ୟ ସମସ୍ତ ବିଭାଗର କର୍ମଚାରୀ ମାନେ ନିୟମିତ ହୋଇ ଦରମା ଓ ବକେୟା ପାଇ ସାରିଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ୧୮,୦୦୦ ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ନିୟମିତ କରୁନାହିଁ । ରାଜ୍ୟରୁ ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ହେଲା ପରେ ଅର୍ଥ ବିଭାଗ ଆଉ ୨୦୨୩-୨୪ଆର୍ଥିକ ବର୍ଷ କଣ୍ଟ୍ରାକ୍ଟଚୁଆଲ ହେଡରେ ଏଲଟମେଣ୍ଟ ପ୍ରଦାନ କରି ନ ଥିବାରୁ ମାର୍ଚ୍ଚ ଓ ଏପ୍ରିଲ ଦୁଇ ମାସ ହେଲା କଣ୍ଟ୍ରାକ୍ଟଚୁଆଲ ଦରମା ମଧ୍ୟ ପାଉନାହାନ୍ତି, ତେଣୁ ଶିକ୍ଷକ ମାନେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି । ଗୋଟିଏ ପକ୍ଷରେ ନିୟମିତ କରୁ ନାହାନ୍ତି ଓ ଅନ୍ୟ ପକ୍ଷରେ ନିୟମିତ ହୋଇନାହାନ୍ତି ବୋଲି ଦରମା ମଧ୍ୟ ଦୁଇ ମାସ ହେଲା ନ ପାଇବାରୁ ଶିକ୍ଷକ ଶିକ୍ଷୟିତ୍ରୀ ମହଲରେ ଅସନ୍ତୋଷର ବାତାବରଣ ଖେଳିଯାଇଛି ।

ଓଡିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ଏପ୍ରିଲ ୧ ତାରିଖରୁ ୧୩ ତାରିଖ ଧରି ବିଧାନସଭା ସମ୍ମୁଖରେ ଧାରଣା ଦେଲା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ନୋଟିଫିକେସନ ନଂ ୮୪୭୪, ତା.୧୩.୦୪.୨୦୨୩ ପ୍ରକାଶ ପାଇଥିଲେ ହେଁ ଜିଲ୍ଲା ଶିକ୍ଷାଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ନ ଥିବାରୁ ଚୁକ୍ତିଭିତ୍ତିକ ଶିକ୍ଷକ ମାନେ ନିୟମିତ ହୋଇପାରୁନାହାନ୍ତି । ରାଜ୍ୟ ସଂଘର ଉପସଭାପତି ବିନୋଦ କୁମାର ମିଶ୍ର ସରକାର ଶୀଘ୍ର ନିୟମିତ କରନ୍ତୁ ବୋଲି କହିଥିବା ବେଳେ ବରିଷ୍ଠ ଶିକ୍ଷକ ଅରବିନ୍ଦ କୁମ୍ଭାର ସରକାର ଯଦି ସାତ ଦିନ ଭିତରେ ନିୟମିତ କରି ଦରମା ପ୍ରଦାନ ନ କଲେ ମେ ୮ ତାରିଖରୁ ପୁଣି ଥରେ ସଂଘ ଆନ୍ଦୋଳନ କରିବ ବୋଲି ଚେତାବନି ଦେଇଛନ୍ତି । ଦାବିପତ୍ର ଦେବାବେଳେ ଶିକ୍ଷକ ମାଧବ ପଧାନ, ଅଭିମନ୍ୟୁ ନାଏକ, ଯୋଗେନ୍ଦ୍ର ଆଡଯୁଏଡ, କର୍ମ ପଧାନ, ବିରେନ୍ଦ୍ର ନାଏକ, ଅଭିନିତା ପଟ୍ଟନାଏକ, ପୂଜା ଦର୍ଜି , ଡିଲେଶ୍ୱରୀ କୁଅଁର ସହ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like