-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ

01-May-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ସହରର ସ୍ଥାନୀୟ ନୂତନ ଟାଉନ ହଲ ଠାରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୩ ପାଳିତ ହୋଇ ଯାଇଛି।ଜିଲ୍ଲା ଶ୍ରମ ବିଭାଗ ,ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିଭାଗର ମିଳିତ ସହଯୋଗରେ ଏହି ଦିବସକୁ ପାଳନ କରାଯାଇଛି।ଜିଲ୍ଲାପାଳ ସୁର୍ଯ୍ୟ ନାରାୟଣ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସଭାରେ ଯୋଗ ଦେଇଥିବା ନିର୍ମାଣ ଶ୍ରମିକ ମାନଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧିତ କରିଥିଲେ।ଶ୍ରମିକ ମାନେ ହିଁ ସମାଜ ଗଠନର ଆଧାର ବୋଲି ନିଜ ଅଭିଭାଷଣରେ କହିବା ସହିତ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାର ତିଆରି କରିଥିବା ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ।ଦେଶର ଅର୍ଥନୈତିକ ବିକାଶରେ ଶ୍ରମଜୀବୀଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିବା ସହିତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଯୋଗାଇ ଦେଉଥିବା ସାମାଜିକ ସୁରକ୍ଷା ସହାୟତା ସମ୍ପର୍କରେ ବି ଆଲୋଚନା କରିଥିଲେ।ଏହି ସଭାରେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଶ୍ରମିକ ନେତା ଗୋବିନ୍ଦ ମହାରଣା, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ କୁମୋଦିନି ମୁଦୁଲି ପ୍ରମୁଖ ଯୋଗ ଦେଇ ଶ୍ରମଜୀବୀଙ୍କ ଶ୍ରମ ଓ ଜୀବନର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।ତେବେ ଏହି ସଭାରେ ଜିଲ୍ଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀଙ୍କ ସମେତ ଜିଲ୍ଲା ଶ୍ରମ ବିଭାଗ କର୍ମଚାରୀ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିଭାଗର କର୍ମଚାରୀ ମାନେ ଯୋଗ ଦେଇ ନିର୍ମାଣ ଶ୍ରମିକ ମାନଙ୍କୁ ଉତ୍ସାହିତ କରିଥିଲେ।ଆଜି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶ୍ରମଜୀବୀ ମାନେ ଆନ୍ତର୍ଜାତୀୟ ଶ୍ରମ ଦିବସ ପାଳନ ଅବସରରେ ବେଶ ଉତ୍ସାହିତ ଥିଲେ। ଜ଼ିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଆଜି ର ସମସ୍ତ କାର୍ଯ୍ୟକ୍ରମ କୁ ପରିଚାଳନା କରାଯାଇଥିବା ବେଳେ ବିଭାଗ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like