-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ପିସିସିକୁ ହରାଇ ସାଗର-୧୧ ବିଜୟୀ(ଆଜି ତ୍ରିରଙ୍ଗା ବନାମ ବାଦୀ ବ୍ରଦରସ ମଧ୍ୟରେ କଡା ମୁକାବିଲା)

01-May-2023



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସୋମବାର ଅନୁଷ୍ଟିତ ତୃତୀୟ ରାଉଣ୍ଡର ଦ୍ଵିତୀୟ ମ୍ୟାଚରେ ପିସିସିକୁ ହରାଇ ସାଗର-୧୧ ବିଜୟୀ ହୋଇଛି । ଟଚ ଜିଣି ପିସିସି ପ୍ରଥମେ ବ୍ୟାଟିଂ କରି ୮ଓଭରରେ ୬ୱିକେଟ ହରାଇ ୮୬ରନ କରିଥିଲା ତାର ଜବାବରେ ସାଗର-୧୧ ଦଳ ୩ୱିକେଟ ହରାଇ ୬.୩ଓଭରରେ ୮୮ରନ କରି ବିଜୟୀ ହୋଇଥିଲା। ମ୍ୟାଚକୁ ବାବୁଲାଲ ସାହୁ ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଶ୍ରୀତମ ଦାସ ଏବଂ ମ୍ୟାଚର ଧାରାବିବରଣୀ ବୈରାଗୀ ପ୍ରଧାନ ଦେଇଥିଲେ ।ସ୍ପୋର୍ଟସ କ୍ଲବ କାର୍ଯ୍ୟକାରୀ କମିଟି ସଦସ୍ୟ ସୃଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସନ୍ତୋଷିନୀ ମନ୍ଦିର ପ୍ରତିଷ୍ଠାତା ତଥା ସନ୍ତୋଷିନୀ ମୋବାଇଲ ସୋ ରୁମ ପ୍ରୋପାଇଟର ସନ୍ତୋଷ କୁମାର ଅଗ୍ରୱାଲ,ସ୍ଵତନ୍ତ୍ର ଅତିଥି ଭାବେ ଗାୟତ୍ରୀ ସାଧକ ତଥା ଯୁବ ଉଦ୍ୟୋଗୀ ବାସୁଦେବ ମିଶ୍ର,ସମ୍ମାନିତ ଅତିଥି ଭାବେ ଯୁବ ବ୍ୟବସାୟୀ ତଥା ନ୍ୟୁ ପାଣିଗ୍ରାହୀ ହୋଟେଲ ପ୍ରୋପାଇଟର ଶେଷଦେବ ପାଣିଗ୍ରାହୀ,ପ୍ରିନ୍ସ ସ୍ପୋଟିଙ୍ଗ ସୋ ରୁମ ପ୍ରୋପାଇଟର ଜିତେନ୍ଦ୍ର ହୋତା ପ୍ରମୁଖ ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ସବାର୍ଧିକ ରନ କରିଥିବା ସାଗର-୧୧ ଦଳର ରବୀନ୍ଦ୍ର ବେହେରାଙ୍କୁ ମ୍ୟାନ ଅଫ ଦି ମ୍ୟାଚ,ପିସିସି ଦଳର ଦିପୁନ ବେହେରାଙ୍କୁ ବେଷ୍ଟ ବ୍ୟାଟ୍ସମ୍ୟାନ୍ ପୁରସ୍କାର ପ୍ରଦାନ କରାଯାଇଥିଲା ।ମ୍ୟାଚରେ ବିଶାଳ ଛକ୍ଜା ମାରିଥିବା ପୃଥକ ପୃଥକ ୪ଜଣ ଖେଳାଳୀଙ୍କୁ ମୁଖ୍ୟ ଅତିଥି ସନ୍ତୋଷ ଅଗ୍ରୱାଲ ବ୍ୟକ୍ତିଗତ ଭାବେ ୫୦୦ ଶହ ଟଙ୍କା ପୁରସ୍କାର ପ୍ରଦାନ କରିଥିଲେ । ମଙ୍ଗଳବାର ଅପରାହ୍ନରେ ତ୍ରିରଙ୍ଗା ୟୁଦ କ୍ଲବ ବନାମ ବାଦୀ ବ୍ରଦରସ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ସିଆରସିସି ତଥା ଶିକ୍ଷାଵିତ ବିନୋଦ ବିହାରୀ ନାଏକ,ସ୍ଵତନ୍ତ୍ର ଅତିଥି ଭାବେ ସିଂହିଯୁବା ନୋଡାଲ ସ୍କୁଲ ପ୍ରଧାନ ଶିକ୍ଷକ ରାଜକୁମାର ମହାକୁର,ସମ୍ମାନିତ ଅତିଥି ଭାବେ ସମାଜସେବୀ ତଥା ସେଣ୍ଟ ଭେଲି ହାଇସ୍କୁଲ ବିଜ୍ଞାନ ଶିକ୍ଷକ ଦେବଦତ୍ତ ପଣ୍ଡା,ସୁବର୍ଣ୍ଣପୁର ସମଗ୍ର ଶିକ୍ଷା  ତଥା ଭାରପ୍ରାପ୍ତ ଅନ୍ତରନିବେଶୀ ଶିକ୍ଷା ସଂଯୋଜକ ସଚିତାନନ୍ଦ ସାହୁ ପ୍ରମୁଖ ଯୋଗଦେଇ ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like