-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ 

01-May-2023



ବଲାଙ୍ଗିର(ଦେବାଶିଷ ବହିଦାର )::  ମଇ     ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ  ,  ଜିଲ୍ଲା ପରିଷଦ ର ଅତିରିକ୍ତ ନିର୍ବାହୀ ଅଧିକାରୀ ଡ଼ ଗୁଣନିଧି ନାୟକ ,ବଲାଙ୍ଗିର ଉପ –ଜିଲ୍ଲାପାଳ କୁମାର ନାଗଭୂଷଣ ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ,ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୫୨ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୧    ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୧୧   ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଅତିରିକ୍ତ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମ ଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଗୁଡଭେଲା ବ୍ଲକ ଅନ୍ତର୍ଗତ

କୁକେଡମାଳ ଗ୍ରାମର ହରେକୃଷ୍ଣ ରଣା ଓ ଊର୍ମିଳା ରଣା ଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ର ଚେକ ପ୍ରଦାନ କରାଯାଇଥିଲା । ସେହିପରି  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ଚିକିତ୍ସା ସହାୟତା ବାବଦରେ ଜିଲ୍ଲା ରେଡକ୍ରସ  ପାଣ୍ଠି ରୁ ତୁରେକେଲା  ବ୍ଲକ ଅନ୍ତର୍ଗତ କୁଇବାହାଲ ଗ୍ରାମ ର ଗନ୍ଧର୍ବ ଖୁରା ଙ୍କୁ  ୫   ହଜାର ଟଙ୍କା  ,ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଗାନ୍ଧୀନଗରପଡା ର ପ୍ରେମଳତା ଜେନା ଙ୍କୁ ୧୦   ହଜାର , ବେଲପଡା  ବ୍ଲକ ର ମୁଣ୍ଡୋଦର୍ହ  ଗ୍ରାମର ଦିବାକର ସେଠ ଙ୍କ ପୁତ୍ର ରାଜକୁମାର ସେଠ  ଙ୍କୁ ୧୦  ହଜାର , ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ବେହେରାପାଳି ର ଠାକୁର ଚରଣ ରାଏ ଙ୍କୁ ୫  ହଜାର,  ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ଜଗନ୍ନାଥ ପଡା ର ସଂଜୀବ କୁମାର ଦଳେଇ ଙ୍କୁ ୧୦ ହଜାର ଟଙ୍କା ର ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like