-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଥମିବାର ନାଁ ନେଉନି ଜାଲ ନୋଟ କାରବାର,ମୁଖ୍ୟ ମାଷ୍ଟର ମାଇଣ୍ଡ କିଏ ?

02-May-2023



ଟିଟିଲାଗଡ(ସନ୍ତୋଷ କୁମାର ନାଏକ ): ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଉପଖଣ୍ଡ ଅଞ୍ଚଳ ରେ ବିଗତ ଦିନରେ ଲକ୍ଷାଧିକ ଟଙ୍କା ର ଜାଲ ନୋଟ ଜବତ କରାଯାଇଥିବା ବେଳେ ସ୍ୱତନ୍ତ୍ର ଏସ ଟି ଏଫ୍ ଟିମ ଜଣେ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରି ସବିଶେଷ ତଦନ୍ତ ଆରମ୍ଭ କରିଥିବା ସୁଚନା ଦେଇଥିଲା । 

ହେଲେ ଉକ୍ତ ଜାଲ  ନୋଟ କାରବାର ର ମୁଖ୍ୟ ମାଷ୍ଟର ମାଇଣ୍ଡ ତଥା ଟିଟିଲାଗଡ ବଣିକ ସଂଘ ର ଜଣେ ବରିଷ୍ଟ ସଦସ୍ୟ ଙ୍କ ଏହି କାରବାର ରେ ସଂଶ୍ଳିଷ୍ଟ ଥିବା ଚର୍ଚ୍ଚା ଜୋର ଧରିି ଥିଲା । ହେଲେ ପରେ ଟିଟିଲାଗଡ  ଓ କଣ୍ଟାବାଞ୍ଜି ସହର ର ଅନ୍ୟ ଦୁଇ  ଅଣ ଓଡ଼ିଆ ବ୍ୟବସାୟୀ ଅର୍ଥ ବଳରେ ତଦନ୍ତ କୁ ଚପେଇ ଦେବା ଉଦ୍ୟମ କରି ଏହି କାରବାର ଛତିଶଗଡ ରାଜ୍ୟ ରୁ ଚଲେଇ ଥିବା ଦର୍ଶାଇବା ସହ ଜିଲ୍ଲା ର ଖପ୍ରାଖୋଲ ଆଦି କେତେକ ବ୍ୟକ୍ତି ଙ୍କୁ ହାତ ବାରିଶି କରି ନଗଦ ଟଙ୍କା ସହ କୋର୍ଟ ଚାଲାଣ କରାଯାଇ ନିଜେ ସୁରକ୍ଷିତ ରହିଥିବା ଗୋପନୀୟ ତଥ୍ୟ ନଜର କୁ ଆସିଛି ।
ବିଶେଷ ଦ୍ରଷ୍ଟବ୍ୟ ଯେ,ବିଗତ ଦିନରେ ଟିଟିଲାଗଡ ରେଳ ଷ୍ଟେସନ ରୁ ବିଭିନ୍ନ ଅଞ୍ଚଳ କୁ ଏହି ଜାଲ ନୋଟ୍ ଚାଲାଣ କରାଯାଇ ଆସୁଥିଲା । ସେହିପରି ସ୍ଥାନୀୟ ଟିଟିଲାଗଡ ବଣିକ ସଂଘ ର ଉକ୍ତ ବରିଷ୍ଟ ସଦସ୍ୟ ଟିଟିଲାଗଡ ରୁ ତାଙ୍କ ଚାରିଚକିଆ ଦାମୀ ଗାଡି ରେ ଏହି  ଟଙ୍କା କଣ୍ଟାବାଞ୍ଜି ଚାଲାଣ କରି ଫେରି ଆସୁଥିବା ବେଳେ ଜଣେ ଡ୍ରାଇଭର ଯୁବକ ଓ କିଛି ଅନ୍ୟ ଯୁବକ ଡି ଏ ଭି କଲେଜ ନିକଟରେ ଗାଡି ଅଟକ ରଖିଥିବା ବେଳେ ତାଙ୍କୁ ୭୦ ହଜାର ଟଙ୍କା ଦେଇ ମାମଲା ଚପେଇ ଦେଇଥିଲେ । ଏହି କାରବାର ର ଚେର ପଡୋଶୀ ରାଜ୍ୟ ଗୁଡ଼ିକୁ ସଂଯୋଗ ରହିଥିବା ବେଳେ ପ୍ରକୃତ ଅଭିଯୁକ୍ତ ର ଟେର ପୋଲିସ୍ ପ୍ରଶାସନ ପାଇ ନ ପାରି କେବଳ ଅଧିକ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିବା ସାର ହେଉଛି।
ସେହିପରି  ଏସ୍‌ଡିପିଓ ଶ୍ରୀମତୀ ଅଙ୍କିତା କୁମ୍ଭାର ଥାନାଧିକାରୀ ରଞ୍ଜନ କୁମାର ବରିହା ଜିଲ୍ଲା ଆରକ୍ଷୀ ଅଧିକାରୀ ଙ୍କ ନିର୍ଦ୍ଦେଶ କ୍ରମେ ଏକ ସ୍ଵତନ୍ତ୍ର ସ୍କ୍ୱାର୍ଡ ଟିମ ଗଠନ କରି ରବିବାର ଦିନ ଟିଟିଲାଗଡ ନିକଟସ୍ଥ ନାରେନ ଗ୍ରାମର ଦୁର୍ଗା ମନ୍ଦିର ପଛପଟେ ଏହି ନକଲି ନୋଟ କାରବାରରେ ସଂପୃକ୍ତ ଥିବା ଚାରି ଜଣଙ୍କୁ ଟିଟିଲାଗଡ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ମୁରିବାହାଲ ସିଲେଟପଡ଼ାର ଖିରୋଦ ରଣା, କଳାହାଣ୍ଡି ଜିଲ୍ଲା କେ ଗାଁର ଛବିଲାଲ ବାଗ, କଳାହାଣ୍ଡି ଜିଲ୍ଲା ତୁର୍ପି ଗ୍ରାମର ତୁରାଙ୍ଗ ବାଗ, କଳାହାଣ୍ଡି ଜିଲ୍ଲା କେ ଗାଁର କେଶବ ଭୋଇ ବୋଲି ଏକ ପ୍ରେସ ମିଟ ରେ ସୁଚନା ଦିଆଯାଇଛି । 

ଏସ୍‌ଡିପିଓ ଶ୍ରୀମତୀ ଅଙ୍କିତା କୁମ୍ଭାର ଏହି ଚଢ଼ାଉ କିପରି ହୋଇଥିଲା ସେ ବିଷୟରେ କହିବା ସହ ସେମାନଙ୍କ ଠାରୁ ୧୦,୫୦,୪୦୦ ଟଙ୍କାର ଜାଲ ନୋଟ, ଭାରତୀୟ ଟଙ୍କା ୧,୧୨,୦୨୦ଟଙ୍କା, ଚାରୋଟି ମୋବାଇଲ ଫୋନ, ତିନୋଟି ମଟର ସାଇକେଲ ଜବତ କରାଯାଇଥିବା  ସୂଚନା ମିଳିଛି । ଏହି ଜାଲ ନୋଟ କାରବାରରେ ଆଉ କିଏ, କିଏ ସଂପୃକ୍ତ ଅଛନ୍ତି ସେ ବିଷୟରେ ସବିଶେଷ ତଦନ୍ତ କରାଯିବା ପ୍ରକାଶ କରାଯାଇଛି । ଉପଖଣ୍ଡ ଆରକ୍ଷୀ ଅଧିକାରୀ ଅଙ୍କିତା କୁମ୍ଭାର,ଟିଟିଲାଗଡ ଥାନା ଅଧିକାରୀ ରଞ୍ଜନ ବରିହା ତଥା ସମସ୍ତ ପୋଲିସ୍ ଟିମ ଉପସ୍ଥିତ ଥିବା ବେଳେ ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରାଯିବା ପ୍ରକାଶ ପାଇଥିଲା । ଏ ନେଇ ବିଭାଗୀୟ ମୁଖ୍ୟ ସଚିବ ନିଜେ ସ୍ୱତନ୍ତ୍ର ଦୃଷ୍ଟି ଦେଇ ଏହି କାରବାର ର ମୁଖ୍ୟ ମାଷ୍ଟର ମାଇଣ୍ଡ କୁ ଯଥା ଶୀଘ୍ର ଗିରଫ କରିବା ନେଇ ବୁଦ୍ଧିଜବୀ ମହଲ ରେ ଦୃଢ଼ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like