-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଅପରାଧ

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ଯୌତୁକଜନିତ ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

02-May-2023



ପାଟଣାଗଡ(ଦିଲୀପ ପଣ୍ଡା ): ପାଟଣାଗଡ଼ ବ୍ଲକ ଲରମ୍ଭା ଥାନା ଅନ୍ତର୍ଗତ ବାହାଲଭଟଲି ଗ୍ରାମରେ ଜଣେ ବିବାହିତ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

ପାରିବାରିକ କଲହକୁ ନେଇ ମହିଲା ଜଣକ ଆତ୍ମହତ୍ୟା କରିଥିବା ଶାଶୁ ଘରଳୋକେ କହୁଥୁବାବେଲେ ମୃତକଙ୍କ ବାପା ଶୁକସାନ୍ତ ସୁନା ଝିଅ ପ୍ରିୟଙ୍କା କୁ ଯୈ।ତୁକପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି । ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ପରେ ମୃତମହିଲାଙ୍କ ସ୍ବାମୀ ତାପସରଞ୍ଜନ ସିକାକୁ ଗିରଫ କରି କୋର୍ଟ ଚାଲାଣ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନାଧିକାରୀ ସୁଶାନ୍ତ ପଧାନଙ୍କ ଠାରୁ ଜଣାପଡିଛି । ଅଭିଯୋଗ ଅନୁସାରେ ପଦ୍ମପୁର ଥାନା ଏନଏସି ଅନ୍ତର୍ଗତ ରଜାପଡାର ଶୁକସାନ୍ତ ସୁନା ଙ୍କ ଝିଅକୁ ଲରମ୍ଭା ଥାନା ବାହାଲଭଟଲି ଗାଁର ତାପସରଞ୍ଜନ ସିକା  ଆଜିକୁ ୪ ବର୍ଷ ପୂର୍ବେ  ସୁପ୍ରିୟାଙ୍କୁ ପ୍ରେମବିବାହ କରିଥିଲେ । ବିବାହ ସମୟରେ ନିଜ ସାଧ୍ୟମତେ ଜାନି ଯୌତୁକ ମଧ୍ୟ ଦେଇଥିଲେ । ମୃତ ମହିଳାଙ୍କ ସ୍ବାମୀ ବେରୋଜଗାରଥିବାରୁ ଏକ ଦୋକାନ ଖୋଲିବା ପାଇଁ  ବୋହୁକୁ ଲକ୍ଷାଧିକ ଟଙ୍କା ଆଣିବାକୁ କହିଥିଲେ ।ବାପଘରଲୋକେ ଟଙ୍କା ଦେବାକୁ ଅସମର୍ଥ ହେବାରୁ ଶାଶୁ ଘର ଳୋକେ ଝିଅକୁ ନିର୍ଯାତନା ଦେଇଆସୁଥିଲେ । ଏହି କଥାକୁନେଇ ସ୍ଵାମୀ -ସ୍ତ୍ରୀ ଓ ଶାଶୂ ଶସୁର ଙ୍କ ମଧ୍ୟରେ ସବୁବେଳେ ଝଗଡା ଲାଗିରହୁଥିଲା । କିଛି ମାସ ପୂର୍ବରୁ ଶୁକସାନ୍ତ ଝିଅକୁ ଶାଶୁ ଘର ଳୋକେ ବାରମ୍ବାର ନିର୍ଯ୍ୟାତନା ଦେଇଆସୁଥିବାରୁ ସେତାଙ୍କ ଝିଅକୁ ଘରକୁ ଆଣିଥିଲେ । ଏଠାରେ କିଛି ଦିନ ରହିବାପରେ ସ୍ଵାମୀ ଓ ତାର ପରିବାରବର୍ଗ ବଦ୍ଧୁବାଦ୍ଧବଙ୍କ ଉପସ୍ଥିତିରେ ଝିଅକୁ ନେଇଯାଇଥିଲେ ।  ଝିଅ ଶାଶୁ ଘରକୁ ଯିବାର କିଛିଦିନପରେ ଏହି ଘଟଣା ଘଟିଛି । ଝିଅକୁ ସ୍ଵାମୀ ଓ ଶାଶୂ ଶସୁର ଗତ ରବିବାର ରାତିରେ ମାଡମାରିବା ପରେ ତଣ୍ଟିଚିପି ହତ୍ୟା କରି ଘରରୁ ୨୦୦ ମିଟର ଦୂରରେ ଥିବା ଏକ ମହୁଲ ଗଛରେ ଆତ୍ମହତ୍ୟା ରୁପଦେଇଥିବା ମୃତକଙ୍କ ବାପା ଅଭିଯୋଗ କରିଛନ୍ତି । ଝିଅଙ୍କ ବାପା ଙ୍କ ଏତଲା ଆଧାରରେ ଲରମ୍ଭା ପୁଲିସ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା ଓ ସାଇଣ୍ଟିକଫିକ ଟିମର ସହାୟତା ନେଇ ମୃତଦେହ ଉଦ୍ଧାର କରି ଶବବ୍ୟଵଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିବା ସହ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନାଧିକାରୀ ଙ୍କ ଠାରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like