-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

 ଗ୍ରୀଷ୍ମ ଋତୁ ବାତ୍ୟା (Summer Cyclone) ର  ଗତି  ଜଟିଳ . ସେଥିପାଇଁ  ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

02-May-2023



ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟା  ର  ଗତି  ଜଟିଳ।   ଫନି   ବାତ୍ୟା  ସମ୍ପର୍କରେ  ସ୍ମରଣ  କରି  ପ୍ରଶାସନ ଆଗୁଆ  ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଆବଶ୍ୟକ ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ । ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ। ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ। ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛ। ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି। 

ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି NDRF ଓ ୨୦ଟି ODRAF ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି।

ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂସଲ, ଉନ୍ନୟନ କମିଶନର (ଜଳସଂପଦ) ଶ୍ରୀମତୀ ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ଶ୍ରୀ ସଂଜୟ ସିଂ, କୃଷି ବିଭାଗ ସଚିବ ଶ୍ରୀ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like