-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଡିବିରି ଆଲୁଅରେ ଦିନକାଟୁଛନ୍ତି ଗ୍ରାମବାସୀ

02-May-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଲାଣି । ଏହା ଭିତରେ ସରକାରଙ୍କ ମାଳ ମାଳ ଯୋଜନା ହୋଇଛି । ହେଲେ ଏବେ ବି ବିଜୁଳି ଭଳି ମୌଳିକ ସୁବିଧାରୁ ବଞ୍ଚିତ ରହିଛି ଓଡ଼ିଶାର ଅନେକ ଗାଁ । ଡିବିରି ଆଲୁଅରେ ଦିନ କାଟୁଛନ୍ତି ଶତାଧିକ ଲୋକେ । ଗାଁକୁ ଚାଲ ଗାଁକୁ ଗଢ଼ ସ୍ଲୋଗାନ ନେଇ ଗ୍ରାମାଞ୍ଚଳରେ ଗଡ଼ୁଥିବା ସରକାରଙ୍କ ବିକାଶ ରଥ ସତେ ଯେପରି ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳକୁ ପହଞ୍ଚି ପାରୁନି । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକର ବଣ ପାହାଡ଼ ଘେରା ଯୁଗସାଇପାଟଣା ପଞ୍ଚାୟତରେ । ଏହି ପଞ୍ଚାୟତରେ ୩୫ ଗାଁ ରହିଛି । ଜିଲାର ଅତି ଉପାନ୍ତ ଓ ମାଓ ଇଲାକା ଭାବରେ ପରିଚିତ ଏହି ଅଞ୍ଚଳରେ ଅନେକ ସମସ୍ୟା ରହିଥିବା ବେଳେ ଅନେକ ଗାଁକୁ ପାଦ ଚଲା ପକ୍କା ରାସ୍ତା ଖଣ୍ଡିଏ ମଧ୍ୟ ନାହିଁ । ହେଲେ କିଛି ଏମିତି ଯୋଜନା ମଧ୍ୟ ରହିଛି, ଯାହା ସେମାନଙ୍କ ପାଖରେ ପହଞ୍ଚି ମଧ୍ୟ ଅପହଞ୍ଚ ହୋଇ ରହିଛି । ଏହି ୩୫ ଗାଁରେ ଆଜି ପର୍ଯ୍ୟନ୍ତ ବିଜୁଳି ସଂଯୋଗ ହୋଇ ପାରିନାହିଁ । ଗତ ୧୦ ବର୍ଷ ତଳେ ଅଞ୍ଚଳବାସୀଙ୍କ ଅନେକ ଆନ୍ଦୋଳନ ପରେ ସମସ୍ତ ଗାଁରେ ଟ୍ରାନ୍ସଫର୍ମର ବସିଲା । କେବୁଲ ଟଣା ହେବା ସହ ଘରେ ଘରେ ମିଟର ମଧ୍ୟ ଲାଗିଲା । ଏନେଇ ଲୋକେ ଖୁସି ହୋଇ ଟିଭି ସାଙ୍ଗକୁ ନାନାଦି ବିଦ୍ୟୁତ୍‌ ଉପକରଣ କିଣିଥିଲେ । ପ୍ରାୟ ୮ ଦିନ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା । ପରେ ଜଙ୍ଗଲୀ ଜନ୍ତୁଙ୍କ ଉପରେ ବିପଦ ଦର୍ଶାଇ ସଂଯୋଗକୁ ବନ୍ଦ କରିଦେଲା ବିଦ୍ୟୁତ୍‌ ବିଭାଗ । ସେହିଦିନଠାରୁ ପୂର୍ବଭଳି କିଟିମିଟି ଅନ୍ଧାର ଭିତରେ ଦିନ କାଟୁଛନ୍ତି ଲୋକେ । ଏହି ଅନ୍ଧାରି ମୂଲକରେ ଶିକ୍ଷାର ଚିତ୍ର ନ କହିବା ଭଲ । ରାତିରେ ପିଲାମାନେ ଡିବିରି ଆଲୁଅରେ ପାଠ ପଢୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ସେପଟେ ବିଜୁଳି ପାଇଁ ସ୍ଥାନୀୟ ଲୋକେ ସରକାରୀ ଅଧିକାରୀଙ୍କଠାରୁ ଆରମ୍ଭ କରି ନିର୍ବାଚିତ ପ୍ରତିନିଧିଙ୍କ ନିକଟରେ ବାରମ୍ବାର ଗୁହାରୀ କରିବା ପରେ ମଧ୍ୟ କୌଣସି ସୁଫଳ ମିଳୁନଥିବା ଅଭିଯୋଗ କରିଛନ୍ତି । ବନ୍ୟଜନ୍ତୁଙ୍କ ସୁରକ୍ଷା ଦୃଷ୍ଟିରୁ ସୋଲାର ମାଧ୍ୟମରେ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି । ଏନେଇ ବିଭାଗୀୟ ଏସ୍‌ଡିଓ ବିଜୟ କୁମାର ମହାପାତ୍ରଙ୍କୁ ପଚାରିବାରୁ ମୁଁ ନୂଆ କରି ଆସିଛି । ଯନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରି ତଦନ୍ତ ପାଇଁ ପଠାଇବି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like